Latest Odisha News

BREAKING NEWS

Browsing Tag

COVID-19

୧୯୧୩ ନୂଆ ପଜିଟିଭ ଚିହ୍ନଟ , ରାଜ୍ୟରେ ୧୦୦ ଉପରେ ମାତ୍ର ୩ ଜିଲ୍ଲା

ଭୁବନେଶ୍ୱର: ରାଜ୍ୟରେ କମିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଲଗାତାର ତିନିରୁ ଚାରି ଦିନ ହେବ ଓଡ଼ିଶାରେ ୨ ହଜାର ତଳେ ସଂକ୍ରମିିତ ଚିହ୍ନଟ ହେଉଛନ୍ତି । ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୯୩୧ ନୂଆ କରୋନା ମାମଲା ସାମ୍ନାକୁ ଆସିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୦୯ଜଣ…

ରାଜଧାନୀରେ ୨୩୯ ପଜିଟିଭ, ୩୦୨ ସୁସ୍ଥ

ଭୁବନେଶ୍ୱର: ରାଜଧାନୀରୁ ବାହରିଲେ ପୁଣି ପଜିଟିଭ । ଗତ ୨୪ ଘଂଟାରେ ଭୁବନେଶ୍ୱରରୁ ୨୩୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜଧାନୀରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୭ ହଜାର ୯୦୯ରେ ପହଂଚିଛି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ କ୍ୱାରେଂଟାଇନ୍ ସେଂଟରରୁ ୬୩…

‘ଶୀତ ଋତୁରେ ସଂକ୍ରମଣ ବଢିବା ସମ୍ଭାବନା ଅଧିକ’

ଭୁବନେଶ୍ୱର: ଯେହେତୁ କରୋନା ଭୂତାଣୁକୁ ଥଣ୍ଡା ପରିବେଶ ସୁହାଇଥାଏ, ତେଣୁ ଶୀତଋତୁରେ ସଂକ୍ରମଣ ବଢିବା ସମ୍ଭାବନା ଅଧିକ । ବରିଷ୍ଠ ଚିକିତ୍ସକ ଡାକ୍ତର ନିରୋଜ ମିଶ୍ର କହିଛନ୍ତି ଯେ, ପର୍ବପର୍ବାଣୀରେ ଆମକୁ ସଚେତନ ରହି ନିୟମ ମାନିବାକୁ ପଡିବ । ନିର୍ବାଚନରେ ମଧ୍ୟ ନିୟମ ରକ୍ଷା କରିବାକୁ ପଡିବ ।…

କୋଭିଡ ଚିକିତ୍ସାରୁ ହଟିବ ପ୍ଲାଜମା ଥେରାପି: ICMR

ନୂଆଦିଲ୍ଲୀ: କାମ ଦେଉନି ପ୍ଲାଜମା ଥେରାପି । ଏଥିପାଇଁ କୋଭିଡ ଚିକିତ୍ସାରୁ ହଟିବ ପ୍ଲାଜମା ଥେରାପି । ନ୍ୟାଶନାଲ କ୍ଲିନିକାଲ ପ୍ରୋଟୋକଲରୁ ପ୍ଲାଜମା ଥେରାପିକୁ ହଟାଇବା ପାଇଁ ପ୍ରସ୍ତୁତି ଚାଲିଛି । ଏନେଇ ଆଇସିଏମ୍‌ଆର୍ ବିବୃତି ଜାରି କରି ଏଭଳି କହିଛନ୍ତି । ପ୍ଲାଜମା ଥେରାପିର ରେଜଲ୍ଟକୁ…

ଫେବୃଆରୀ ସୁଦ୍ଧା ଅଧା ଭାରତୀୟଙ୍କୁ ହେବ କରୋନା!

ନୂଆଦିଲ୍ଲୀ: ଆସନ୍ତା ଫେବୃଆରୀ ସୁଦ୍ଧା ୫୦ ପ୍ରତିଶତ ଭାରତୀୟ କରୋନାରେ ଆକ୍ରାନ୍ତ ହେବେ ବୋଲି ଆକଳନ କରାଯାଇଛି । କରୋନା ନେଇ କେନ୍ଦ୍ର ସରକାରଙ୍କ ଦ୍ୱାରା ନିଯୁକ୍ତ ବିଶେଷଜ୍ଞ କମିଟିର ଜଣେ ସଦସ୍ୟ ଏହି ମନ୍ତବ୍ୟ ଦେଇଛନ୍ତି । ଅର୍ଥାତ ଫେବୃଆରୀ ବେଳକୁ ଦେଶର ୫୦% ଲୋକ କରୋନାରେ ଆକ୍ରାନ୍ତ ହୋଇ…

ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୨୧୩ କରୋନା ପଜିଟିଭ; ୩୦୭ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୨୧୩ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ।…

ବାର୍ଥ ଡେ’ ପାର୍ଟି ପାଇଁ ବାର୍ ସିଲ୍‌

ଭୁବନେଶ୍ୱର: ମହଙ୍ଗା ପଡିଲା ବାର୍‌ରେ ବାର୍ଥ ଡେ’ ପାଳନ । ଭୁଲିଗଲେ କୋଭିଡ କଟକଣା । କୋଭିଡ ନିୟମ ଉଲ୍ଲଂଘନ ଅଭିଯୋଗରେ ବାର୍ ସିଲ୍ କଲା ପୋଲିସ । ଭୁବନେଶ୍ୱର ଇନ୍‌ଫୋସିଟି ଅଚଂଳରେ ଥିବା ଇକୋ ବାର୍ ଉପରେ କମିଶନରେଟ୍ ପୋଲିସ ଚଢ଼ାଉ କରି ସିଲ୍ କରିଛି । ବାର୍ଥ ଡେ ପାଳନ ବେଳେ କାହାରି ମୁହଁରେ…

ରାଜ୍ୟରେ ଆଉ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ଆଜି ରାଜ୍ୟରେ ଗତ ୨୪ ଘଂଟାରେ ଆଖିବୁଜିଲେ ଆଉ ୧୪ କରୋନା ରୋଗୀ । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୧୩୫ରେ ପହଂଚିଛି । ୧୪ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, କଟକ ଜିଲ୍ଲାରୁ ୨ ଜଣ, ଜଗତସିଂହପୁର ଜିଲ୍ଲାରୁ ୨, ମୟୂରଭଞ୍ଜ, ପୁରୀ,…

କମୁଛି କରୋନା ଟ୍ରେଣ୍ଡ, ଆଜି ୨୦୧୯ ପଜିଟିଭ

ଭୁବନେଶ୍ୱର: ଧୀରେ ଧୀରେ କମୁଛି କରୋନା ଟ୍ରେଣ୍ଡ । ରାଜ୍ୟରେ ଖସୁଛି କରୋନା ଗ୍ରାଫ । ଗତ ୨୪ ଘଂଟାରେ ଓଡ଼ିଶାରେ ୨୦୧୯ କରୋନା ପଜିଟିଭ ଚିହ୍ନଟ ହୋଇଛି । ଚିହ୍ନଟ ନୂଆ ୨,୦୧୯ ଆକ୍ରାନ୍ତଙ୍କ ମଧ୍ୟରୁ ୧,୧୬୮ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ । ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୮୫୧ ରହିଛି।…

‘ମାର୍ଚ୍ଚ ସୁଦ୍ଧା ଆସିପାରେ କରୋନା ଟିକା’

ନୂଆଦିଲ୍ଲୀ: ଚାରିଆଡେ ଜାରି ରହିଛି କରୋନାର କୋପ । ଏହାର ମୁକାବିଲା ଦିଗରେ ସମସ୍ତେ ଉଦ୍ୟମ ଜାରି ରଖିଛନ୍ତି । ବିଭିନ୍ନ ଦେଶ ଟିକା ପ୍ରସ୍ତୁତିରେ ଲାଗିପଡିଛନ୍ତି । ଏହାରି ଭିତରେ କରୋନା ଟିକାକୁ ନେଇ ଆସିଛି ଆଶ୍ୱସ୍ତିକର ଖବର । ଡିସେମ୍ବର ସୁଦ୍ଧା କରୋନା ଟିକା ପ୍ରସ୍ତୁତ ହେବ। ମାର୍ଚ୍ଚ…