Latest Odisha News

BREAKING NEWS

Browsing Tag

COVID-19

ଭାରତରେ ପ୍ରଥମେ କାହାକୁ ମିଳିବ କରୋନା ଟିକା?

ନୂଆଦିଲ୍ଲୀ: ସାରା ଦେଶରେ ଦ୍ରୁତ ଗତିରେ ମାଡି ଚାଲିଛି ମହାମାରୀ କରୋନା । ଏହାର ମୁକାବିଲା ପାଇଁ ବିଭିନ୍ନ ଦେଶ ଟିକା ବାହାର କରିବା ନେଇ ଉଦ୍ୟମ ଜାରି ରଖିଛନ୍ତି । କରୋନା ଭାଇରସ ଟିକାକରଣ ଅଭିଯାନ ଆରମ୍ଭ କରିଛି ଭାରତ। ତେବେ ଏଭଳିସ୍ଥିତିି ଭାରତରେ କରୋନା ଟିକା ପ୍ରଥମେ କାହାକୁ ମିଳିବ ।…

ପୁଣି ଦ୍ୱିତୀୟ ସ୍ଥାନକୁ ଫେରିଲା କଟକ, ରାଜ୍ୟରେ ୨୪୭୦ ନୂଆ ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନାର କୋପ । ତଳମୁହାଁ ହେଉଛି କରୋନା ଗ୍ରାଫ । ଗତ ୨୪ ଘଂଟାରେ ରାଜ୍ୟରେ ୨୪୭୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୧୪୬୨ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୦୦୮ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା…

ସମ୍ କୋଭିଡ ହସ୍ପିଟାଲ୍‌ରୁ ପୁଣି ସୁସ୍ଥ ହେଲେ ୮୬ ବର୍ଷୀୟା ମହିଳା

ଭୁବନେଶ୍ୱର : ଉପଯୁକ୍ତ ଉତମ ଚିକିତ୍ସା, ଯତ୍ନ ଓ ସେବା ଫଳରେ ସମ୍ କୋଭିଡ୍ ହସ୍ପିଟାଲରୁ ନିୟମିତ ଭାବେ ବୟୋଜ୍ୟେଷ୍ଠ ବ୍ୟକ୍ତିମାନେ କରୋନାରୁ ସୁସ୍ଥ ହୋଇ ଘରକୁ ଫେରୁଥିବା ବେଳେ ପୁଣି ଜଣେ ବୟୋଜ୍ୟେଷ୍ଠା ମହିଳା ଏହି ମାରାତ୍ମକ ଭାଇରସ୍‌କୁ ପରାସ୍ତ କରିଛନ୍ତି। ଢେଙ୍କାନାଳର ୮୬ ବର୍ଷୀୟା…

କରୋନା ନେଲା ଆଉ ୧୫ ଜୀବନ, କଟକରୁ ସର୍ବାଧିକ ୩ ମୃତ

ଭୁବନେଶ୍ୱର: ରାଜ୍ୟରେ ବୁଧବାର କରୋନା ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୦୭୨କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି। ଆଜି କରୋନାରେ ୧୫ ଜଣ ମୃତକଙ୍କ ମଧ୍ୟରୁ କଟର ଜିଲାରୁ ସର୍ବାଧିକ ୩…

ଖସୁଛି କରୋନା ଗ୍ରାଫ, ୨୪ ଘଣ୍ଟାରେ ୨,୬୦୪ ନୂଆ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ତଳମୁହାଁ କରୋନା ମିଟର । ଗତ ୨୪ ଘଂଟାରେ ରାଜ୍ୟରେ ୨୬୦୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୧୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୦୯୩ ହେଉଛି ଲୋକାଲ୍ କେସ୍‌। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ଟ୍ୱିଟ୍ କରି ଜଣାଇଛି ।…

ରାଜ୍ୟରେ କମୁଛି କରୋନା ଗ୍ରାଫ, ଆଜି ୨୨୭୫ ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ଖୁସୁଛି କରୋନା ମିଟର । ତଳମୁହାଁ ହୋଇଛି କରୋନା ଗ୍ରାଫ । ଲଗାତର ୪ ଦିନ ଧରି ରାଜ୍ୟରେ ୩ ହଜାରରୁ ତଳେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଂଟାରେ ରାଜ୍ୟରେ ୨୨୭୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୧୮ ଜଣ…

କରୋନା ଟିକା ଟ୍ରାଏଲ ସ୍ଥଗିତ ରଖିଲା ଜନ୍‌ସନ୍ ଆଣ୍ଡ ଜନ୍‌ସନ୍

ନୂଆଦିଲ୍ଲୀ: ପୁଣି କରୋନା ଟିକା ଟ୍ରାଏଲକୁ ଝଟ୍‌କା । ଟିକା ପରୀକ୍ଷା ସ୍ଥଗିତ ରଖିଲା ଜନ୍‌ସନ୍ ଆଣ୍ଡ ଜନ୍‌ସନ । କ୍ଲିନିକାଲ ଟ୍ରାଏଲ ବେଳେ କିଛି ବ୍ୟକ୍ତି ଗୁରୁତର ଅସୁସ୍ଥ ହୋଇପଡିଥିବାରୁ ଆମେରିକାର କରୋନା ଟିକା ପ୍ରସ୍ତୁତ କରୁଥିବା ସଂସ୍ଥା ଜନ୍‌ସନ୍ ଆଣ୍ଡ ଜନସନ୍ ଟିକା ଟ୍ରାଏଲକୁ ସ୍ଥିଗିତ…

ଥମୁନି କରୋନା ମୃତ୍ୟୁ: ରାଜ୍ୟରେ ଆଖି ବୁଜିଲେ ଆଉ ୧୮

ଭୁବନେଶ୍ୱର: ରାଜ୍ୟରେ ଥମୁନି କରୋନା ଜନିତ ମୃତ୍ୟୁ । ଜଣଙ୍କ ପରେ ଜଣଙ୍କ ମୁଣ୍ଡ ନେଉଛି ମାରାତ୍ମକ ଭାଇରସ । ଗତ ୨୪ ଘଂଟାରେ କରୋନାରେ ରାଜ୍ୟରେ ପୁଣି ଆଉ ୧୮ ଜଣଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୦୪୦ରେ ପହଂଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ…

କଟକ ପରେ ଅନୁଗୁଳରେ ବଢ଼ୁଛି ସଂକ୍ରମଣ, ଆଜି ରାଜ୍ୟରେ ୨୪୨୩ ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କମୁଛି କରୋନା ଟ୍ରେଣ୍ଡ । ଲଗାତର ତିନି ଦିନ ହେଲା ୩ ହଜାର ତଳେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୨୪୨୩ ନୂଆ କରୋନା ମାମଲା ସାମ୍ନାକୁ ଆସିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୧୭ଜଣ କ୍ବାରେଣ୍ଟାଇନ୍‌ରେ…

ଆଖି ବୁଜିଲେ ଆଉ ୧୬ କରୋନା ରୋଗୀ, ଖୋର୍ଦ୍ଧାରେ ସର୍ବାଧିକ ୫ ମୃତ

ଭୁବନେଶ୍ୱର: ରାଜ୍ୟରେ ମାଡି ଚାଲିଛି ମହାମାରୀ କରୋନା । ଜଣଙ୍କ ପରେ ଜଣଙ୍କ ଜୀବନ ନେଉଛି ପ୍ରାଣଘାତି ଭାଇରସ । ରାଜ୍ୟରେ ୨୪ ଘଂଟାରେ ପୁଣି ୧୬ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୦୨୨ରେ ପହଂଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ…