Latest Odisha News

BREAKING NEWS

Browsing Tag

COVID-19

‘ଲକ୍ଷଣଯୁକ୍ତ ନେଗେଟିଭ ବ୍ୟକ୍ତିିଙ୍କ ଆର୍‌ଟିପିସିଆର୍ ଟେଷ୍ଟ ଆବଶ୍ୟକ’

ନୂଆଦିଲ୍ଲୀ: ଦେଶରେ ଦ୍ରୁତ ଗତିରେ ମାଡି ଚାଲିଛି କରୋନା । ଦିନକୁ ଦିନ ମହାମାରୀ ଉଗ୍ର ରୂପ ଧାରଣ କରୁଛି । ଏହାରି ଭିତରେ ସଠିକ୍ ଟ୍ରେସିଂ ଏବଂ ଟେଷ୍ଟିଂ ଉପରେ ଗୁରୁତ୍ୱ ଦେଇଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ । ଆଜିର ସାମ୍ବାଦିକ ସମ୍ମିଳନୀରେ ସେ କହିଛନ୍ତି, ଶୀଘ୍ର ରେଜଲ୍ଟ…

ରାଉରକେଲାରେ ୨୫% ଲୋକଙ୍କ ଦେହରେ ଆଂଟିବଡି

ରାଉରକେଲା: ରାଉରକେଲାରେ ଲୋକ ମାନଙ୍କ ଦେହରେ କେତେ ପ୍ରତିଶତ ଆଂଟିବଡି ସୃଷ୍ଟି ହୋଇଛି ସେନେଇ ଆଇସିଏମଆର ପକ୍ଷରୁ ସେରୋ ସର୍ଭେ କରାଯାଇଥିଲା । ୩୧ ଅଗଷ୍ଟରୁ ୫ ସେପ୍ଟେମ୍ବର ଯାଏ କରାଯାଇଥିବା ଏହି ସେରୋ ସର୍ଭେରେ ଜଣାପଡିଛି ଯେ, ରାଉରକେଲାରେ ୨୫ ପ୍ରତିଶତ ଲୋକଙ୍କ ଦେହରେ ଆଂଟିବଡି ସୃଷ୍ଟି…

WHO ମୁଖ୍ୟଙ୍କ ଚେତାବନୀ, ପରବର୍ତ୍ତୀ ମହାମାରୀ ପାଇଁ ପ୍ରସ୍ତୁତ ରହୁ ବିଶ୍ୱ

ଜେନିଭା: କରୋନା କବଳେ ଏବେ ସାରା ବିଶ୍ୱ । ଆମେରିକା, ବ୍ରିଟେନ୍, ରୁଷିଆ ଭଳି ଶକ୍ତିଶାଳୀ ରାଷ୍ଟ୍ର ହାତ ଟେକି ଦେଇଛନ୍ତି । ଔଷଧ ନାହିଁ କି ଟିକା ବାହାରିନି । ମହାମାରୀରୁ ମୁକ୍ତି ପାଇଁ ତ୍ରାହି ତ୍ରାହି ଡାକୁଛି ସାରା ବିଶ୍ୱ । ପ୍ରତିଦିନ ହଜାର ହଜାର ଲୋକଙ୍କ ଜୀବନ ଯାଉଛି । ଏଭଳି ସ୍ଥିତିରେ…

‘କୋହଳ ହେଲା କଟକଣା, ବଢ଼ିଲା ଅବହେଳା, ବଢ଼ିଲା କରୋନା’

ଭୁବନେଶ୍ୱର: ଲକଡାଉନ କଟକଣା କୋହଳ ହେବା ପରେ ବଢ଼ିଗଲା ଲୋକଙ୍କ ଅବହେଳା । ବେପାରୁଆ ହୋଇଗଲେ ଲୋକ ।  କିଛି ଲୋକଙ୍କ ଦାୟିତ୍ୱିହୀନତା ଯୋଗୁଁ କରୋନା ବିରୋଧୀ ଲଢେଇ ଦୁର୍ବଳ ହେଉଛି ବୋଲି ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା କହିଛନ୍ତି । ଆଜି ଏକ ସାମ୍ବାଦିକ ସମ୍ମିଳନୀରେ…

କରୋନା ପାଇଁ ଘୁଞ୍ଚିଲା ଓଜେଇଇ !

ଭୁବନେଶ୍ୱର: କରୋନା ମହାମାରୀକୁ ଦୃଷ୍ଟି ରଖି ଚଳିତ ବର୍ଷ ଓଜେଇଇ ପ୍ରବେଶିକା ପରୀକ୍ଷା ଘୁଞ୍ଚେଇ ଦିଆଯାଇଛି । ଏ ନେଇ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଚଳିତ ବର୍ଷ ରାଜ୍ୟର ୨୧ଟି ତଥା ରାଜ୍ୟ ବାହାରେ ରାଞ୍ଚୀ, କୋଲକାତା ଓ ପାଟଣାର ପରୀକ୍ଷା…

ସୁସ୍ଥ ହେଲେ ୩୪୪୩ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୯୫୧ ଆରୋଗ୍ୟ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୩୪୪୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୯୩,୭୭୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…

ଭୁବନେଶ୍ୱରରୁ ପୁଣି ବାହାରିଲେ ୪୦୯ ପଜିଟିଭ, ମୋଟ ସଂଖ୍ୟା ୧୨ ହଜାର ପାର୍

ଭୁବନେଶ୍ୱର: ଭୁବନେଶ୍ୱରେ ବଢ଼ୁଛି କରୋନା ସଂକ୍ରମଣ । ସବୁଠାରୁ ଚିନ୍ତା ଜନକ ରହିଛି ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ୟା । ପ୍ରତିଦିନ ଶହେରୁ ୨ଶହ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହେଉଛି । ଆଜି ପୁଣି ରାଜଧାନୀରୁ ୧୬୭ ସ୍ଥାନୀୟ ସଂକ୍ରମିତଙ୍କ ସମେତ ୪୦୯ ନୂଆ କୋଭିଡ ପଜିଟିଭ ଚିହ୍ନଟ ହୋଇଛନ୍ତି ।…

କୋଭିଡ ଟେଷ୍ଟକୁ ନେଇ ସ୍ୱାସ୍ଥ୍ୟ ମନ୍ତ୍ରାଳୟର ନୂଆ ଆଡଭାଇଜରି ଜାରି

ନୂଆଦିଲ୍ଲୀ: ଦେଶରେ ବଢ଼ିଚାଲିଛି ମାରାତ୍ମକ ଭାଇରସ କରୋନା । ପ୍ରତିଦିନ ହଜାର ହଜାର ସଂକ୍ରମିତ ଚିହ୍ନଟ ହେଉଛନ୍ତି । ସେହିପରି କୋଭିଡ ଟେଷ୍ଟ ସଂଖ୍ୟା ମଧ୍ୟ ବଢ଼ଛି । ତେବେ କରୋନା ଟେଷ୍ଟକୁ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ଆସିଛି ନୂଆ ଆଡଭାଇଜରି । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଏଥିରେ ନୂଆ…

ବୁର୍ଲାରେ ହେବ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ ୱାର୍ଡ

ସମ୍ବଲପୁର: ବୁର୍ଲା ହସ୍ପିଟାଲରେ ତିଆରି ହେବ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ ୱାର୍ଡ । କରୋନା ରୋଗୀଙ୍କ ପାଇଁ ୧୫ଟି ଆଇସିୟୁର ବ୍ୟବସ୍ଥା ହେବ । ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଆଜି ଦିନିକିଆ ସମ୍ବଲପୁର ଗସ୍ତରେ ଯାଇଥିଲେ । ସେଠାରେ ପହଞ୍ଚି ବୁର୍ଲା ମେଡ଼ିକାଲରେ କୋଭିଡ଼ ପରିଚାଳନା ନେଇ ଏକ…

କଟକ ଓ ଖୋର୍ଦ୍ଧାରେ କୋଭିଡ ରଣନୀତି ସୁଦୃଢ କରିବାକୁ ନବୀନଙ୍କ ପରାମର୍ଶ

ଭୁବନେଶ୍ୱର: ରାଜ୍ୟରେ ବଢ଼ି ଚାଲିଛି ମହାମାରୀ କରୋନା । ବିଶେଷ କରି ଏବେ ଖୋର୍ଦ୍ଧା ଏବଂ କଟକରେ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି । ଏଭଳି ସ୍ଥିତିରେ ଏହାର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି । ରାଜ୍ୟରେ କୋଭିଡ…