Latest Odisha News

BREAKING NEWS

Browsing Tag

COVID-19

ଆଜି ପୁଣି ଭୁବନେଶ୍ୱରରେ ୫୮୦ ପଜିଟିଭ, ୩୫୯ ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର: ଭୁବନେଶ୍ୱରରେ ଦିନକୁ ଦିନ ଉପର ମୁହାଁ ହେଉଛି କରୋନା ମିଟର । ଆଜି ପୁଣି ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ଭୁବନେଶ୍ୱର ମହାନଗର ନିଗମ ଅଂଚଳରୁ ବାହାରିଛନ୍ତି । ଗୁରୁବାର ରାଜଧାନୀ ଭୁବନେଶ୍ୱରରୁ ୫୮୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । କ୍ୱାରେଂଟାଇନ୍ କେନ୍ଦ୍ରରୁ ୨୨୧ ଓ ଲୋକାଲ…

RTO ଦେବେ ଅନ୍ତଃରାଜ୍ୟ ବସ୍ ପର୍‌ମିଟ୍‌

ଭୁବନେଶ୍ୱର: ଏଣିକି ଆର୍‌ଟିଓମାନେ ଦେଇପାରିବେ ଅନ୍ତଃରାଜ୍ୟ ବସ୍ ପର୍‌ମିଟ୍ । ମହାମାରୀ ସମୟରେ ଭିଡ କମାଇବାକୁ ଏଭଳି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ପରିବହନ କମିଶନର । ଆବେଦନ ଦିନ ହିଁ ଯଥା ସମ୍ଭବ ଆର୍‌ଟିଓମାନେ ନିର୍ଦ୍ଦେଶ ଦେବାକୁ ଅନୁମତି ଦିଆଯାଇଛି । ପୂର୍ବରୁ ଅନ୍ତଃରାଜ୍ୟ ବସ୍ ଚଳାଚଳ…

କଲେଜ ଓ ବିଶ୍ୱବିଦ୍ୟାଳୟ ପରୀକ୍ଷା ପାଇଁ SOP ଜାରି

ନୂଆଦିଲ୍ଲୀ: କରୋନା ମହାମାରୀ ଭିତରେ ବିଶ୍ୱବିଦ୍ୟାଳୟ ଓ କଲେଜରେ ହେବ ପରୀକ୍ଷା । ଏଥିପାଇଁ ଏସ୍‌ଓପି ଜାରି କରିଛି କେନ୍ଦ୍ର । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଏସ୍‌ଓପି ଜାରି ହୋଇଛି । କରୋନା ଲକ୍ଷଣ ଥିବା ଛାତ୍ରଛାତ୍ରୀମାନେ ପରୀକ୍ଷା କେନ୍ଦ୍ରକୁ ଯାଇପାରିବେ ନାହିଁ । ଏମାନଙ୍କ…

ଆମେରିକାରୁ ଆସିଲା ଆଶ୍ୱସ୍ତିକର ଖବର, ନଭେମ୍ବର ୧ରୁ ବଣ୍ଟା ହେବ କରୋନା ଟିକା

ୱାଶିଂଟନ: କେବେ ଆସିବ କରୋନା ଟିକା ? ଦିନକୁ ଦିନ ସାରା ବିଶ୍ୱରେ କରୋନ ସଂକ୍ରମଣ ବଢିଚାଲିଥିବା ବେଳେ କରୋନ ଟିକା କେବେ ଆସିବ ତାକୁ ସମସ୍ତେ ଅପେକ୍ଷା କରି ରହିଛନ୍ତି । ଏହାରି ଭିତରେ ଆମେରିକାରୁ ଆସିଛି ଆଶ୍ୱସ୍ତିକର ଖବର । ନଭେମ୍ବର ୧ରୁ ବଣ୍ଟା ହେବ କରୋନା ଟିକା । ଆମେରିକା…

‘ଦେଶରେ ୫ଟି ରାଜ୍ୟରେ ୬୦% କରୋନା ମାମଲା, ୭୦% ମୃତ୍ୟୁ’

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ କରାଳ ରୂପ ନେଉଛି ମହାମାରୀ କରୋନା । ପ୍ରତିଦିନ ୫୦ ରୁ ୬୦ ହଜାର ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଏସବୁ ସତ୍ତ୍ୱେ ଦେଶରେ ସକ୍ରିୟ ସଂକ୍ରମିତଙ୍କ ଠାରୁ ସୁସ୍ଥ ହାର ଢ଼େର ଅଧିକା ରହିଛି । ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଲୋକମାନଙ୍କ ସଂଖ୍ୟା ୨୯ ଲକ୍ଷ ୭୦…

ଆସନ୍ତା ୭ରୁ ଗଡିବ ମେଟ୍ରୋ ଟ୍ରେନ୍, ଜାରି ହେଲା ଏସ୍ଓପି

ନୂଆଦିଲ୍ଲୀ: ସେପ୍ଟେମ୍ବର ୧ ତାରିଖରୁ ସାରା ଦେଶରେ ଲାଗୁ ହୋଇଛି ଅନ୍ଲକ-୪ । ଫଳରେ ଅନେକ ସ୍ଥାନରେ ବନ୍ଦ ପଡିଥିବା ତାଲା ଖୋଲିଛି । ବସ୍ ଚଳାଚଳ ଓ ଟ୍ରେନ୍ ସେବାକୁ ମଧ୍ୟ ସରକର ଅନୁମତି ଦେଇଛନ୍ତି । ଏହି କ୍ରମରେ ଆସନ୍ତା ୭ ତାରିଖରୁ ପୁଣି ମେଟ୍ରୋ ଟ୍ରେନ୍ ଗଡିବ । ପର୍ଯ୍ୟାୟକ୍ରମେ ମେଟ୍ରୋ…

ଭୁବନେଶ୍ୱରରେ ବଢ଼ୁଛି ସଂକ୍ରମଣ, ଆଜି ପୁଣି ୫୪୧ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ବିପଦରେ ଭୁବନେଶ୍ୱର । ଏଠାରେ ଦିନକୁ ଦିନ ବଢ଼ୁଛି କରୋନା ସଂକ୍ରମଣଙ୍କ ସଂଖ୍ୟା । ଆଜି ପୁଣି ରାଜଧାନୀରୁ ୫୪୧ ଜଣ କୋଭିଡ ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୨୨୦ ଜଣ ରହିଥିବା ବେଳେ ୩୨୧ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୩୦୦ ଜଣ…

ବିଧାୟିକା ସୁନନ୍ଦା ଦାସ କରୋନା ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ବିଧାୟକ ଠାରୁ ଆରମ୍ଭ କରି ମନ୍ତ୍ରୀ କରୋନାରେ ସଂକ୍ରମିତ ହେଉଛନ୍ତି । ଏହାରି ମଧ୍ୟରେ ଆଜି ଯାଜପୁର ବରୀ ବିଧାୟିକା ସୁନନ୍ଦା ଦାସ କରୋନା ଆକ୍ରାନ୍ତ ହୋଇଛନ୍ତି । କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ସେ ନିଜେ ଟ୍ୱିଟ କରି…

ଆଜି ଭୁବନେଶ୍ୱରରୁ ପୁଣି ୩୦୭ ସଂକ୍ରମିତ ଚିହ୍ନଟ, ୩୦୧ ସୁସ୍ଥ

ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରରୁ ପୁଣି ସର୍ବାଧିକ କରୋନା ପଜିଟିଭ ଚିହ୍ନଟ ହୋଇଛି । ଗତ ୨୪ ଘଂଟା ମଧ୍ୟରେ ଭୁବନେଶ୍ୱର ମହାନଗର ନିଗମରୁ ୩୦୭ ଜଣ ନୂଆ କରୋନା ଆକ୍ରାନ୍ତ ବାହାରିଛନ୍ତି । ମଙ୍ଗଳବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୩୫ ଜଣ ରହିଥିବା ବେଳେ ୧୭୨…

ସିଏମ୍‌ସି ଅଫିସ୍‌କୁ ୧୫ ଦିନ ଯାଏଁ ଲୋକଙ୍କୁ ମନା

କଟକ: ଆସନ୍ତା ୧୫ ଦିନ ଯାଏଁ କଟକ ମହାନଗର ନିଗମ ତଥା ସିଏମ୍‌ସି କାର୍ଯ୍ୟାଳୟକୁ ସାଧାରଣ ଲୋକଙ୍କ ପ୍ରବେଶ ମନା । ଏନେଇ କଟକଣା ଜାରି ହୋଇଛି । ସିଏମ୍‌ସି କଣ୍ଟ୍ରୋଲ ରୁମର ଜଣେ ଡାକ୍ତର ପଜିଟିଭ ଚିହ୍ନଟ ହେବା ପରେ ସିଏମ୍‌ସି ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ଏହି ସମୟରେ ସିଏମ୍‌ସିର…