Latest Odisha News

BREAKING NEWS

Browsing Tag

COVID-19

ହଟିଲା ଶନିବାର, ରବିବାର ସଟ୍‌ଡାଉନ୍‌, ଉଠିଲା ନାଇଟ୍ କର୍ଫ୍ୟୁ

ଭୁବନେଶ୍ୱର: ଆସିଲା ଅନଲକ ୪.୦ରେ ରାଜ୍ୟ ସରକାରଙ୍କ ସେପ୍ଟେମ୍ବର ପାଇଁ ନୂଆ ଗାଇଡଲାଇନ । ଶନିବାର କେନ୍ଦ୍ର ସରକାର ନୂଆ ଗାଇଡଲାଇନ ଦେବା ପରେ ରାଜ୍ୟ ଦେଇଛି ନୂଆ ଗାଇଡଲାଇନ । ତେବେ ନୂଆ ଗାଇଡଲାଇନରେ ହଟିଲା ନାଇଟ କର୍ଫ୍ୟୁ । ରାତ୍ରୀକାଳୀନ କର୍ଫ୍ୟୁ ନେଇ ନୂଆ ଗାଇଡଲାଇନରେ କିଛି ଉଲ୍ଲେଖ…

ଆସିଲା ରାଜ୍ୟ ସରକାରଙ୍କ ‘ଅନ୍‌ଲାକ-୪’ ଗାଇଡଲାଇନ୍‌, ଜାଣନ୍ତୁ କ’ଣ ଖୋଲା, କ’ଣ ବନ୍ଦ

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ପରେ ରାଜ୍ୟ ସରକାର ଅନ୍‌ଲାକ୍‌-୪ ପାଇଁ ଗାଇଡଲାଇନ୍ ଜାରି କରିଛନ୍ତି । ଅବରୋଧ ଅଞ୍ଚଳ ବା କଣ୍ଟେନମେଣ୍ଟ ଜୋନଗୁଡ଼ିକରେ ଲକଡାଉନକୁ ସେପ୍ଟେମ୍ବର ୩୦ ପର‌୍ୟ୍ୟନ୍ତ ବୃଦ୍ଧି କରାଯାଇଛି । କିନ୍ତୁ କଣ୍ଟେନମେଣ୍ଟ ଜୋନ ବାହାରେ ଜିଲ୍ଲା ଓ ସବଡିଭିଜନରେ ଲକଡାଉନ ଲାଗୁ…

ଭୁବନେଶ୍ୱରରୁ ପୁଣି ୫୧୫ ପଜିଟିଭ ଚିହ୍ନଟ, ୧୦ ହଜାର ଟପିଲା ସଂକ୍ରମିତ ସଂଖ୍ୟା

ଭୁବନେଶ୍ୱର: ଗତ ୨୪ ଘଂଟା ମଧ୍ୟରେ ରାଜଧାନୀ ଭୁବନେଶ୍ୱରରୁ ପୁଣି ରେକର୍ଡ ସଂଖ୍ୟକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୬୭ ୱାର୍ଡରୁ ୫୧୫ ପଜିଟିଭ ବାହାରିଛନ୍ତି । ଏଥିସହ ରାଜଧାନୀରେ ସଂକ୍ରମିତଙ୍କ ସଂଖ୍ୟା ୧୦ ହଜାର ଟପିଛି । ଏନେଇ ବିଏମସି ସୂଚନା ଦେଇଛି । ଗତ ୨୪ ଘଣ୍ଟାରେ ବିଏମସିର ୪୬…

ବିଧାୟକ ଦେବୀ ପ୍ରସାଦ ମିଶ୍ରଙ୍କୁ କରୋନା

ଭୁବନେଶ୍ୱର: ବଡମ୍ବା ବିଜେଡି ବିଧୟକ ଦେବୀ ପ୍ରସାଦ ମିଶ୍ର କରୋନାରେ ଆକ୍ରାନ୍ତ ହୋଇଛନ୍ତି । ତାଙ୍କ ନମୁନା ପରୀକ୍ଷା ପରେ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି । ଏନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ସେ ଟ୍ୱିଟ୍ କରି ଲେଖିଛନ୍ତି ଯେ, ମୁଁ ବର୍ତ୍ତମାନ ସୁସ୍ଥ ଅଛି । ଡ୍ରାଇଭର…

ଅନ୍‌ଲକ-୪ ଅର୍ଥନୀତିରେ ସୁଧାର ଆଣିବ: ବିଜେପି

ଭୁବନେଶ୍ୱର: ମହାମାରୀ କରୋନା ଭିତରେ ଦେଶରେ ଲାଗୁ ହୋଇଛି ଅନ୍‌ଲାକ୍‌-୪ । ଏହି ଅନ୍‌ଲକ୍‌-୪ରେ ସମସ୍ତ କଟକଣାକୁ ଧୀରେ ଧୀରେ କୋହଳ କରାଯାଇଛି । ଏହାଦ୍ୱାରା ଅର୍ଥନୀତିରେ ସୁଧାର ଆସିବ । ଏଥିସହ ଶାସନ ବ୍ୟବସ୍ଥାରେ ମଧ୍ୟ ଅସୁବିଧା ହେବନାହିଁ ବୋଲି ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ…

ସୁସ୍ଥତାରେ ଭାଙ୍ଗିଲା ସବୁ ରେକର୍ଡ, ଆଜି ଆରୋଗ୍ୟ ହେଲେ ୩୩୪୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଲଗାତର ତୃତୀୟ ଦିନ ପାଇଁ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜି ପୁଣି ଗୋଟିଏ ଦିନରେ ସର୍ବାଧିକ ୩୩୪୩ ଜଣ ଆରୋଗ୍ୟ ଲାଭ କରି ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି । ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୬୨୮୧୩ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି । ଏନେଇ…

ବିଏମ୍‌ସିରୁ ବାହାରିଲେ ପୁଣି ୩୩୦ ପଜିଟିଭ

ଭୁବନେଶ୍ୱର: ବିପଦରେ ରାଜଧାନୀ ଭୁବନେଶ୍ୱର । ଦିନକୁ ଏଠି ବଢ଼ୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଆଜି ପୁଣି ଭୁବନେଶ୍ୱର ମହାନଗର ନିଗମରୁ ଆଉ ୩୩୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । Update on newly detected & cured #COVID19 cases in the last 24 hrs under the…

ମାସ୍କ ପିନ୍ଧୁ ନଥିବା ବ୍ୟକ୍ତିଙ୍କ ପାଇଁ କରୋନା ବ୍ୟାପୁଛି: ICMR

ନୂଆଦିଲ୍ଲୀ: ସାରା ଦେଶରେ ଚାଲିଛି କରୋନାର ରାଜ । ପ୍ରତିଦିନ ବଢ଼ୁଛି ସଂକ୍ରମଣ ସଂଖ୍ୟା । କରୋନାଠୁ ଦୂରେଇ ରହିବା ପାଇଁ ମାସ୍କ ହିଁ ଏକମାତ୍ର ବିକଳ୍ପ । ତେଣୁ ମାସ୍କ ପିନ୍ଧିବା ବାଧ୍ୟତା ମୂଳକ କରାଯାଇଛି । କିନ୍ତୁ କିଛି ଦାୟିତ୍ୱହୀନ ମାସ୍କ ପିନ୍ଧୁନଥିବା ବ୍ୟକ୍ତିଙ୍କ ପାଇଁ ଦେଶରେ କରୋନା…

ଏଣିକି ୧୨ ଶହ ଟଙ୍କାରେ କରୋନା(RT-PCR ) ଟେଷ୍ଟ

ଭୁବନେଶ୍ୱର: ରାଜ୍ୟରେ ଶସ୍ତା ହେଲା କରୋନା ଟେଷ୍ଟ । ଏଣିକି ଘରୋଇ ସଂସ୍ଥାରେ ୧୨ ଶହ ଟଙ୍କାରେ ହେବ RT-PCR ଟେଷ୍ଟ । ପୂର୍ବରୁ କୋଭିଡ ଟେଷ୍ଟ ପାଇଁ ୨୨ଶହ ଟଙ୍କା ଦେୟ ସ୍ଥିର ହୋଇଥିଲା । ଏବେ କିନ୍ତୁ ଏହାକୁ ହଜାରେ ଟଙ୍କା କମାଇ ଦିଆଯାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ…

ଗ୍ରାମୀଣ ଅର୍ଥନୀତିର ପୁନରୁଦ୍ଧାର ପାଇଁ କୋଭିଡ-୧୯ ସହାୟତା ପ୍ୟାକେଜ ଘୋଷଣା

ଭୁବନେଶ୍ୱର: ଗ୍ରାମୀଣ ଅର୍ଥନୀତିର ପୁନରୁଦ୍ଧାର କାର୍ଯ୍ୟ ପାଇଁ ପ୍ୟାକେଜ ଘୋଷଣା ହୋଇଛି । କରୋନା ମହାମାରୀ ସମୟରେ ଗ୍ରାମୀଣ ଅର୍ଥନୀତିର ପୁରରୁଦ୍ଧାର  ନିମନ୍ତେ ମୁଖ୍ୟମନ୍ତ୍ରୀ  କୋଭିଡ-୧୯ ସହାୟତା ପ୍ୟାକେଜକୁ  ଅନୁମୋଦନ କରିଛନ୍ତି । ଗ୍ରାମୀଣ ଅଣୁ ଏବଂ କ୍ଷୁଦ୍ର ଉଦ୍ୟୋଗର ବିକାଶ ପାଇଁ ଋଣ…