Latest Odisha News

BREAKING NEWS

Browsing Tag

COVID-19

ଆଜି ପୁଣି ସୁସ୍ଥ ହେଲେ ରେକର୍ଡ ସଂଖ୍ୟକ ୨୫୧୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ଦ୍ୱିତୀୟ ଦିନରେ ରାଜ୍ୟରେ ପୁଣି ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ପୂର୍ବର ସମସ୍ତ ରେକର୍ଡ ଭାଙ୍ଗି ୨୫୧୯ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହକାୁ ମିଶାଇ ରାଜ୍ୟରେ ମୋଟ କରୋନାରୁ ଆରୋଗ୍ୟ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୫୬୯୨୪ରେ…

ରାଜ୍ୟରେ ଗୋଟିଏ ଦିନରେ ୬୦ ହଜାରରୁ ଉର୍ଦ୍ଧ୍ବ କରୋନା ନମୁନା ପରୀକ୍ଷା

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ୬୦ ହଜାରରୁ ଅଧିକ ନମୁନା ପରୀକ୍ଷା କରାଯାଇଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ଭିତରେ ୬୦ ହଜାର ୯୦୯ କରୋନା ନମୁନା ପରୀକ୍ଷା ହୋଇଛି। ଏଥିମଧ୍ୟରୁ ୫୩,୨୫୯ ଜଣଙ୍କର ଆଣ୍ଟିଜେନ, ୭୪୯୦ଟି ଆରଟିପିସିଆର୍ ଓ ୧୨୪ଟି ଟ୍ରୁନଟ୍‌ ପରୀକ୍ଷା…

ଭାଙ୍ଗିଲା ରେକର୍ଡ, ଦିନକରେ ସୁସ୍ଥ ହେଲେ ସର୍ବାଧିକ ୨୧୨୯

ଭୁବନେଶ୍ୱର: ସକାଳ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସନ୍ଧ୍ୟାରେ ରେକର୍ଡ ସଂଖ୍ୟକ ସୁସ୍ଥ । ଆଜି କରୋନା ଭୂତାଣୁକୁ ମାତ ଦେଇଛନ୍ତି ୨୧୨୯ ଜଣ । ସମସ୍ତ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି ଯେ, ସୁସ୍ଥତାରେ…

କରୋନା ସକ୍ରିୟ ମାମଲାରେ ଦେଶର ୭ ନମ୍ବରରେ ଓଡିଶା

ଭୁବନେଶ୍ୱର: କରୋନା ସକ୍ରିୟ ସଂକ୍ରମିତ ମାମଲାରେ ଦେଶର ୭ ନମ୍ବରରେ ପହଁଚିଯାଇଛି ଓଡିଶା । ଏପରିକି ବିହାର, ଆସାମ ଓ ତେଲେଙ୍ଗାନା ଭଳି ରାଜ୍ୟକୁ ଓଡିଶା ପଛରେ ପକାଇଦେଇଛି । ରାଜ୍ୟରେ ଏଯାଏ ୭୮ ହଜାର ୫୩୦ ଜଣ କରୋନା ଭୂତାଣୁରେ ସଂକ୍ରମିତ ହୋଇଥିବା ବେଳେ ୨୫ ହଜାର ୭୯୧ ଜଣ ସକ୍ରିୟ ରହିଛନ୍ତି ।…

ବର୍ଷ ଶେଷ ସୁଦ୍ଧା ଭାରତକୁ ମିଳିପାରେ କୋଭିଡ ଟିକା

ନୂଆଦିଲ୍ଲୀ: କରୋନା ମହାମାରୀ ସାରା ଦେଶରେ କାୟା ବିସ୍ତାର କରିଚାଲିଥିବା ବେଳେ ଆଜି କେନ୍ଦ୍ର ସରକାର ନୂଆ ଆଶା ଦେଖାଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ହର୍ଷବର୍ଦ୍ଧନ କହିଛନ୍ତି ଯେ, ଯଦି ସବୁ କିଛି ଠିକ୍ ରହେ ତେବେ ଚଳିତବର୍ଷ ଶେଷ ସୁଦ୍ଧା ଭାରତକୁ କରୋନା ଟିକା ମିଳିଯାଇପାରେ ।…

କଟକରେ କରୋନା ସୁସ୍ଥ ହାର ୬୫.୭୭%: ଜିଲ୍ଲାପାଳ

କଟକ: ସିଲଭର ସିଟି କଟକରେ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ପ୍ରତିଦିନ ଶହେରୁ ୨ଶହ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ଭିତରେ ଆଜି କଟକର କରୋନା ସ୍ଥିତି ନେଇ କଟକ ଜିଲ୍ଲାପାଳ ତାଜା ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ଏବେ କଟକରେ ୨ଟି କୋଭିଡ ହସ୍ପିଟାଲ ଚାଲୁ ରହିଛି…

ରାଜ୍ୟରେ ରେକର୍ଡ ସଂଖ୍ୟକ ନମୂନା ପରୀକ୍ଷା

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ରେକର୍ଡ ସଂଖ୍ୟକ ନମୂନା ପରୀକ୍ଷା ହୋଇଛି । ଗତ ୨୪ ଘଂଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ଥିବା ପରୀକ୍ଷାଗାରରେ ୬୮ ହଜାର ୯୦୬ ନମୂନା ପରୀକ୍ଷା କରାଯାଇଛି । ଏଥିରୁ ୬୧ ହଜାର ୧୬୬ଟି ଆଂଟିଜେନ୍ ପରୀକ୍ଷା କରାଯାଇଥିବା ବେଳେ ଆରଟିପିସିଆର ଟେଷ୍ଟ ସଂଖ୍ୟା ହେଉଛି…

ଖୋର୍ଦ୍ଧା ଜିଲ୍ଳାରୁ ସର୍ବାଧିକ ୨୫୪ ସୁସ୍ଥ, ଆଜି ମୋଟ ଆରୋଗ୍ୟ ୧୭୭୩

ଭୁବନେଶ୍ୱର: ରାଜ୍ୟରେ ସଂକ୍ରମଣ ତୁଳନାରେ ବଢ଼ୁଛି ସୁସ୍ଥ ହାର । ଆଜି ପୁଣି ୨୬ଟି ଜିଲ୍ଲାରୁ ୧୭୭୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବଭାଗ ପକ୍ଷରୁ ଟୁଇଟ ଜରିଆରେ ଦିଆଯାଇଥିବା ସୂଚନା ଅନୁସାରେ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ମୋଟ…

କରୋନା ଭିତରେ କେମିତି ହେବ ନିର୍ବାଚନ, ଆସିଲା ଗାଇଡଲାଇନ୍‌

ନୂଆଦିଲ୍ଲୀ: କରୋନା ସଂକ୍ରମଣ ଭିତରେ କିଭଳି ହେବ ନିର୍ବାଚନ । ଏନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଥିଲା । ତେବେ ଏହାରି ଭିତରେ ଆଜି ନିର୍ବାଚନ କମିଶନ ପକ୍ଷରୁ ଭୋଟିଂ ନେଇ ଗାଇଡଲାଇନ୍ ଜାରି କରାଯାଇଛି । ଗାଇଡଲାଇନ୍ ଅନୁଯାୟୀ, ଭୋଟରମାନେ ଗ୍ଲୋବ୍ସ ପିନ୍ଧି ଭୋଟ ଦେବେ । ସେହିପରି ଆଶାୟୀ…

ରାଜଧାନୀର ବିସ୍କୁଟ କାରଖାନାରୁ ୨୮, ପୋଲିସ ସିକ୍ୟୁରିଟି ୱିଙ୍ଗରୁ ବାହାରିଲେ ୩୨ ପଜିଟିଭ

ଭୁବନେଶ୍ୱର: ରାଜଧାଦୀରେ ଦିନକୁ ଦିନ କରୋନା ସଂକ୍ରମଣ ଶୀର୍ଷକୁ ଉଠୁଛି । ଆଜି ପୁଣି ଭୁବନେଶ୍ୱରରୁ ୨୯୫ ପଜିଟିଭ ଚିହ୍ନଟ ହୋଇଛନ୍ତି । ଚନ୍ଦକା ଅଂଚଳରେ ଥିବା ଏକ ବିସ୍କୁଟ କାରଖାନାରେ ୨୮ ଜଣ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିପରି ପୁଲିସ ସିକ୍ୟୁରିଟି ଓ୍ଵିଙ୍ଗ୍‌ରୁ ୩୨ ଜଣ…