Latest Odisha News

BREAKING NEWS

Browsing Tag

COVID-19

ଭୁବନେଶ୍ୱରରେ ବଢ଼ୁଛି ସଂକ୍ରମଣ, ପୁଣି ୧୯୦ ପଜିଟିଭ

ଭୁବନେଶ୍ୱର: ରାଜଧାନୀରେ କ୍ଷିପ୍ର ଗତିରେ ବଢ଼ିଚାଲିଛି ସଂକ୍ରମଣ । ଆଜି ପୁଣି ଭୁବନେଶ୍ୱରରୁ ୧୯୦ ପଜିଟିଭ ବାହାରିଛନ୍ତି । ଏହାମଧ୍ୟରୁ ୧୩୮ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୫୨ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ ।ସେହିପରି ୧୦୩ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ବିଏମ୍‌ସି ଟ୍ୱିଟ୍ କରି ସୂଚନା…

ଚିନ୍ତା ବଢ଼ାଇଲା କଟକର ବେହେରା ସାହି, ପୁଣି ୪୬ ପଜିଟିଭ ଚିହ୍ନଟ

କଟକ: ସିଲଭର ସିଟିରେ ଦିନକୁ ଦିନ ବଢ଼ୁଛି ସଂକ୍ରମଣ । ଆଜି ପୁଣି ୭୬ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କଂଟେନମେଂଟ ଜୋନ୍ ଘୋଷଣା ହୋଇଥିବା ବେହେରା ସାହି ଓ ମାଲଗୋଦାମ ଅଂଚଳରୁ ୪୬ ଜଣ ଅଛନ୍ତି । ସେହିପରି କ୍ୱାରେଂଟାଇନ୍ ସେଂଟରରୁ ୭, ହୋମ୍ କ୍ୱାରେଂଟାଇନ୍‌ରୁ ୭ ଓ ସ୍ଥାନୀୟ…

‘୧୦ ଦିନରେ ଭୁବନେଶ୍ୱରରେ ୧୨୬୨ ସଂକ୍ରମିତ’

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ତାର କାୟା ବିସ୍ତାର କିରିବାରେ ଲାଗିଛି । ସ୍ଥିତି ପୁରା ଅଣାୟତ୍ତ ହେବାରେ ଲାଗିଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ ମଧ୍ୟ କରୋନା ସଂକ୍ରମିତଙ୍କ ସଂଖ୍ୟା କ୍ରମାଗତ ବଢ଼ୁଛି । ଗତ ୧୦ ଦିନରେ ଭୁବନେଶ୍ୱରରେ ୧୨୬୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି…

ବେହେରା ସାହିରୁ ୨୪ ସମେତ କଟକରୁ ଆଉ ୬୪ ପଜିଟିଭ ଚିହ୍ନଟ

କଟକ: କଟକରୁ ପୁଣି ଚିହ୍ନଟ ହୋଇଛନ୍ତି ଆଉ ୬୪ କରୋନା ସଂକ୍ରମିତ । ଏଥିମଧ୍ୟରୁ ୧୧ ଜଣ କ୍ୱାରେଂଟାଇନ୍ କେନ୍ଦ୍ରର, ୧୨ ଜଣ ହୋମ୍ କ୍ୱାରେଂଟାଇନ୍‌ର ଓ ୧୦ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି । ଏହାକୁ ମିଶାଇ କଟକରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩୮୯ରେ ପହଂଚିଛି । ସହରରେ ୭୦୮ ଟି ଆକ୍ଟିଭ…

କୋଭିଡ ପ୍ୟାକେଜର ଦ୍ୱିତୀୟ କିସ୍ତି ରିଲିଜ, କେନ୍ଦ୍ର ଦେଲା ୮୯୦. ୩୨ କୋଟି

ନୂଆଦିଲ୍ଲୀ: ପୁରା ଦେଶରେ ମାଡି ଚାଲିଛି ମାରତ୍ମକ ମହାମାରୀ କରୋନା । ଦିନକୁ ଦିନ ସଂକମଣ ବଢ଼ିବାରେ ଲାଗିଛି । ଏହାର ମୁକାବିଲା ପାଇଁ ଆଜି କେନ୍ଦ୍ର ସରକାର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଂଚଳମାନଙ୍କ ପାଇଁ ଆର୍ଥିକ ପ୍ୟାକେଜ ରିଲିଜ କରିଛନ୍ତି । ୮୯୦. ୩୨ କୋଟି ଟଙ୍କାର ଆର୍ଥିକ ପ୍ୟାକେଜ୍…

ଅନ୍‌ଲାଇନ୍‌ରେ ଜଗା ଦର୍ଶନ !

ପୁରୀ: କରୋନା ମହାମାରୀ ଯୋଗୁଁ ଦୀର୍ଘ ଦନ ହେବ ସମସ୍ତ ଧାର୍ମିକ ପୀଠ ଶ୍ରଦ୍ଧାଳୁଙ୍କ ପାଇଁ ବନ୍ଦ ରହିଛି । ପୁରୀରେ ବି ଶ୍ରୀଜିଉଙ୍କ ଦର୍ଶନରୁ ଶ୍ରଦ୍ଧାଳୁମାନେ ବଂଚିତ ଅଛନ୍ତି । ଏହାକୁ ଆଧାର କରି ଆଜି ଜଗା ଦର୍ଶନ ପାଇଁ ବିଚାର ବିମର୍ଶ ଚାଲିଛି । ଶ୍ରୀଜିଉଙ୍କ ଦର୍ଶନ ଲାଗି ଅନଲାଇନ୍ ମାଧ୍ୟମରେ…

ବଲାଙ୍ଗିର ଜିଲ୍ଲା ୪ ଦିନ ସଟ୍‌ଡାଉନ୍‌

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ଦିନକୁ ଦିନ ବଢ଼ୁଛି କରୋନା ସଂକ୍ରମଣ । ଏଥିପାଇଁ ସ୍ଥିତି ନିୟନ୍ତ୍ରଣ ଲାଗି ଜିଲ୍ଲା ପ୍ରଶାସନ ପୁଣି ଥରେ କଡା ପଦକ୍ଷେପ ନେଇଛି । ଜିଲ୍ଲାକୁ ୪ ଦିନିଆ ସଟଡାଉନ ଘୋଷଣା କରାଯାଇଛି । ଆସନ୍ତା ୮ ତାରିଖରୁ ୧୧ ପର‌୍ୟ୍ୟନ୍ତ ଜିଲ୍ଲା ସମ୍ପୂର୍ଣ୍ଣ ସଟ୍ ଡାଉନ୍ ରହିବ ।…

ବିଜେଡ଼ି କାର୍ଯ୍ୟାଳୟରେ କୋଭିଡ୍ ଯୋଦ୍ଧାଙ୍କ ପାଇଁ ନୀରବ ପ୍ରାର୍ଥନା

ଭୁବନେଶ୍ୱର: କରୋନା ଯୋଦ୍ଧାଙ୍କ ପାଇଁ ଏକ ମିନିଟ୍ ନୀରବ ପ୍ରାର୍ଥନାରେ ସାମିଲ ହୋଇଥିଲେ ବିଜେଡି କର୍ମକର୍ତ୍ତା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ ବୁଧବାର ସନ୍ଧ୍ୟା ୬ ଟାରେ ରାଜ୍ୟ ଯୋଜନା ବୋର୍ଡ଼ ଉପାଧ୍ୟକ୍ଷ ତଥା ବିଜେଡି ନେତା ସଞ୍ଜୟ ଦାସବର୍ମାଙ୍କ ନେତୃତ୍ୱରେ ବିଜେଡି…

ଗଂଜାମରେ ପୁଣି ୩ କରୋନା ଯୋଦ୍ଧାଙ୍କ ମୃତ୍ୟୁ

ଗଞ୍ଜାମ: ଗଂଜାମରେ ଆଜି ପୁଣି ୩ କରୋନା ଯୋଦ୍ଧାଙ୍କ ମୃତ୍ୟୁ ହୋଇଛି । ଏନେଇ ଗଂଜାମ ଜିଲ୍ଲାପାଳ ଟ୍ୱିଟ୍ କରି ସୂଚନା ଦେବା ସହ ଦୁଃଖ ପ୍ରକାଶ ମଧ୍ୟ କରିଛନ୍ତି । ସେ ଟ୍ୱିଟ୍ କରି ଲେଖିଛନ୍ତି ଯେ, ଆମେ ଆମ କୋଭିଡ ଯୋଦ୍ଧାଙ୍କୁ ହରାଇଛୁ। ଜିଲ୍ଲା ପ୍ରଶାସନ ମୃତ କୋଭିଡ ଯୋଦ୍ଧାଙ୍କ ପରିବାର ସହିତ…

ରେକର୍ଡ, ଦିନକରେ ସୁସ୍ଥ ହେଲେ ୧୨୫୫ କରୋନା ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ କରୋନା ସୁସ୍ଥ ହାର ଧୀରେ ଧୀରେ ବଢ଼ିବାରେ ଲାଗିଛି । ଓଡ଼ିଶାରେ ଦିନକରେ ରେକର୍ଡ ସଂଖ୍ୟାକ କରୋନା ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆଜି ସାରା ରାଜ୍ୟରୁ ୧୨୫୫ ରୋଗୀ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି । ଏହାକୁ ମିଶାଇ ମୋଟ କରୋନାରୁ ଆରୋଗ୍ୟ ସଂଖ୍ୟା…