ବାହାର ଲୋକଙ୍କୁ ରାଉରକେଲା ମହାନଗର ନିଗମ ଅଫିସ ମନା
ରାଉରକେଲା: ରାଉରକେଲା ମହାନଗର ନିଗମ ଅଫିସ୍କୁ ପ୍ରବେଶ ମନା । ସାଧାରଣ ଲୋକଙ୍କୁ ଆର୍ଏମ୍ସି ଅଫିସ ଯିବାକୁ ବାରଣ କରାଯାଇଛି । ଅଫିସରରେ ୪ ଜଣ ଇଂଜିନିୟରଙ୍କ ସହ କିଛି କର୍ମଚାରୀ ପଜିଟିଭ ଚିହ୍ନଟ ହେବା ପରେ ଏଭଳି ପଦକ୍ଷେପ ନିଆଯାଇଛି । ଏଥିସହ ଅଗଷ୍ଟ ୩୧ ଯାଏଁ ଅଫିସ ଭିତରକୁ ସାଧାରଣ…