Latest Odisha News

BREAKING NEWS

Browsing Tag

COVID-19

୩୦ ସେକେଣ୍ଡରେ ଜଣା ପଡ଼ିବ କୋଭିଡ୍ ଟେଷ୍ଟ ରିପୋର୍ଟ !

ନୂଆଦିଲ୍ଲୀ: କରୋନା ଟେଷ୍ଟ କଲେ ୩୦ ସେକେଣ୍ଡରେ ମିଳିଯିବ ଟେଷ୍ଟ ରିପୋର୍ଟ । ଏଭଳି ରାପିଡ୍ ଟେଷ୍ଟିଂ କିଟ୍ ବିକଶିତ କରିବା ଦିଗରେ କାମ କରୁଛନ୍ତି ଭାରତ ଓ ଇସ୍ରାଏଲ । ଡିଆରଡିଓ ସହ ମିଳିତ ଭାବରେ କାମ ଚଳାଇଛନ୍ତି ଇସ୍ରାଏଲ ବିଶେଷଜ୍ଞ ଟିମ୍ । ଖୁବ ଶୀଘ୍ର ଏକ ଉଚ୍ଚ କ୍ଷମତା ସମ୍ପନ୍ନ…

ଓଡିଶା ସମେତ ୯ଟି ରାଜ୍ୟର କୋଭିଡ ସ୍ଥିତି ସମୀକ୍ଷା କଲେ କ୍ୟାବିନେଟ୍ ସଚିବ

ଭୁବନେଶ୍ୱର: ଦେଶର ସର୍ବାଧିକ ପ୍ରଭାବିତ ଓଡିଶା ସମେତ ନଅଟି ରାଜ୍ୟର କରୋନା ସଂକ୍ରମଣ ପରିଚାଳନା ସ୍ଥିତି ସଂପର୍କରେ କ୍ୟାବିନେଟ ସଚିବ ସମୀକ୍ଷା କରିଛନ୍ତି । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ସମନ୍ୱୟ ରକ୍ଷା କରି କିପରି କରୋନାକୁ ମୁକାବିଲା କରାଯାଇପାରିବ ସେ ନେଇ ଆଲୋଚନା ହୋଇଥିଲା ।…

ବାରବାଟୀ ଓ ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମରେ କୋଭିଡ କେୟାର ସେଣ୍ଟର

କଟକ: ସିଲଭର ସିଟି କଟକରେ ଦିନକୁ ଦିନ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଏହାକୁ ଦୃଷ୍ଟିରେ ରଖି କଟକରେ ୨ଟି ନୂଆ କୋଭିଡ କେୟାର ସେଂଟର ପ୍ରସ୍ତୁତ କରାଯାଇଛି । ବାରବାଟୀ ଅଲିମ୍ପିକ ଆସୋସିଏସନ୍ ପରିସର ଓ ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମରେ କୋଭିଡ କେୟାର ସେଂଟାର ତିଆରି…

ଭୁୁବନେଶ୍ୱରରେ ୨୪ ଘଂଟାରେ ସେଞ୍ଚୁରି ପାର୍ କଲା କରୋନା କେସ୍

ଭୁବନେଶ୍ୱର: ଆଜି ଗୋଟିଏ ଦିନରେ ଭୁବନେଶ୍ୱରରେ ସେଂଚୁରି ପାର୍ କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଂଟାରେ ସର୍ବାଧିକ ୧୨୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କ୍ୱାରେଂଟାଇନ୍ ସେଂଟରୁ ୯୩ ଜଣ ଥିବାବେଳେ ୩୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଆଉ ୮୧ ଆକ୍ରାନ୍ତ ସୁସ୍ଥ…

ରାଜ୍ୟରେ କରୋନା ମହାମାରୀରେ ଅର୍ଥ ସଙ୍କଟ

ଭୁୁବନେଶ୍ୱର: କରୋନା ମହାମାରୀ ଭିତରେ ରାଜ୍ୟ ଆର୍ଥିକ ସଙ୍କଟ ଦେଇ ଗତି କରୁଛି । ତେଣୁ ସରକାରଙ୍କ ପାଖରେ ଋଣ କରିବା ଛଡା ଆଉ କିଛି ଉପାୟ ନାହିଁ ବୋଲି କହିଛନ୍ତି ଯୋଜନା ଓ ସଂଯୋଜନା ମନ୍ତ୍ରୀ ପଦ୍ମନାଭ ବେହେରା । ସେ କହିଛନ୍ତି, ଯେହେତୁ ରାଜ୍ୟ ବର୍ତ୍ତମାନ କରୋନା ମହାମାରୀକୁ ସାମ୍ନା କରୁଛି,…

ଏସ୍‌ସିବି ପରେ ରାଉରକେଲାରେ ଖୋଲିବ ପ୍ଲାଜମା ବ୍ୟାଙ୍କ

ଭୁବନେଶ୍ୱର: ଏସ୍‌ସିବି ପରେ ରାଉରକେଲାରେ ଖୋଲିବ ପ୍ଳାଜମା ବ୍ୟାଙ୍କ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଘୋଷଣା କରିଛନ୍ତି । କୋଭିଡ ରୋଗର ଚିକିତ୍ସାରେ ପ୍ଲାଜ୍‌ମା ଥେରାପି ସଫଳତାର ସହ କାମ କରୁଛି।  କଟକ SCB ପରେ ଏବେ ପଶ୍ଚିମ ଓଡିଶା ପାଇଁ…

୩୧ ଯାଏଁ ବରଗଡର ଅଧିକାଂଶ ଅଂଚଳ ସଟଡାଉନ୍‌

ବରଗଡ: ବରଗଡ଼ ଜିଲ୍ଲାର ଏକାଧିକ ଅଂଚଳ ଜୁଲାଇ ୨୩ ଠାରୁ ୩୧ ଯାଏଁ ସଟଡାଉନ ରହିବ । କରୋନା ଭାଇରସ ବୃଦ୍ଧି ଆଶଙ୍କାରେ ବରଗଡ଼ ଜିଲ୍ଲାର ଏକାଧିକ ଅଂଚଳ ସଟଡାଉନ ଘୋଷଣା କରିଛି ଜିଲ୍ଲା ପ୍ରଶାସନ । ବରଗଡ଼ ଜିଲ୍ଲାପାଳ ଜ୍ୟୋତି ରଂଜନ ପ୍ରଧାନ ବରଗଡ଼ ସବଡିଭିଜନ, ସୋହେଲା ବ୍ଳକ, ବିଜେପୁର ବ୍ଲକ, ବିଜେପୁର…

ପୁରୀରେ କୋଭିଡ ସ୍ଥିତି ସମୀକ୍ଷା କଲେ କେନ୍ଦ୍ରାଞ୍ଚଳ ରାଜସ୍ୱ କମିଶନର

ପୁରୀ: କେନ୍ଦ୍ରାଞ୍ଚଳ ରାଜସ୍ୱ କମିଶନର ଅନିଲ କୁମାର ସାମଲଙ୍କ ଅଧ୍ୟକ୍ଷତାରେ ଆଜି ପୁରୀ ଜିଲ୍ଲାର କୋଭିଡ ପରିସ୍ଥିତିର ସମୀକ୍ଷା ହୋଇଛି । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମ୍ମିଳନୀ କକ୍ଷରେ ଆୟୋଜିତ ସମୀକ୍ଷା ବୈଠକରେ ଜିଲ୍ଲାରେ କରୋନା ମୁକାବିଲା ନିମନ୍ତେ ନିଆଯାଇଥିବା ପଦକ୍ଷେପ ସଂପର୍କରେ ସେ…

ରାଜଧାନୀରେ ସାମ୍ବାଦିକଙ୍କର ହେଲା କୋଭିଡ ୧୯ ଆଣ୍ଟିଜେନ ଟେଷ୍ଟ

ଭୁବନେଶ୍ୱର: ପ୍ରତିଦିନ ଖବର ସଂଗ୍ରହ କରିବା ପାଇଁ ସାମ୍ବାଦିକମାନେ ଫିଲ୍ଡ ଯିବାକୁ ବାଧ୍ୟ ହୋଇଥାନ୍ତି । କରୋନା ସଂକ୍ରମଣ ଭୟରେ ସମସ୍ତଙ୍କୁ ଦରକାର ନ ଥିଲେ ବାହାରକୁ ନ ଯିବା ପାଇଁ ସତର୍କ କରୁଛନ୍ତି ସରକାର । କିନ୍ତୁ ଖବର ସଂଗ୍ରହ ପାଇଁ ସେ ବାହାରକୁ ଯିବାକୁ ବାଧ୍ୟ । ତେଣୁ ପ୍ରତିଟି ସମୟରେ…

ଝାରସୁଗୁଡା ଜିଲ୍ଲାକୁ ପ୍ରବେଶ ମନା

ଝାରସୁଗୁଡା: ଝାରସୁଗୁଡା ଜିଲ୍ଲାକୁ ପ୍ରବେଶ ମନା । ବାହାର ଲୋକଙ୍କ ପ୍ରବେଶ ଉପରେ ଲାଗିଲା କଟକଣା । ୭ଟି ଜିଲ୍ଲା ଓ ଗୋଟିଏ ସବ୍‌ଡିଭିଜନର ଲୋକଙ୍କୁ ଏହି ଜିଲ୍ଲାରେ ପ୍ରବଶେ ଉପରେ ରୋକ ଲାଗାଯାଇଛି । ୭ଜିଲ୍ଲା ଗଞ୍ଜାମ, ଗଜପତି, ଖୋର୍ଦ୍ଧା, କଟକ, ବାଲେଶ୍ୱର, ଭଦ୍ରକ, ଯାଜପୁର । ସୁନ୍ଦରଗଡ଼ର…