୧୦ କୋଟି ଭାରତୀୟ ନେଇନାହାନ୍ତି ଦ୍ୱିତୀୟ ଡୋଜ ଟିକା
ନୂଆଦିଲ୍ଲୀ: ଗୋଟିଏ ପଟେ ଦେଶରେ ଟିକାକରଣ ସଂଖ୍ୟା ୯୯ କୋଟି ଅତିକ୍ରମ କରିଥିବା ବେଳେ ନ୍ୟାସନାଲ କୋଭିଡ ଟାସ୍କ ଫୋର୍ସର ମୁଖ୍ୟ ଭି.କେ ପଲ କୋଭିଡ-୧୯ ଟିକାକରଣ ଅଭିଯାନରେ ଦ୍ୱିତୀୟ ଡୋଜ ନେଇ ନଥିବା ଲୋକଙ୍କୁ ନେଇ ଚିନ୍ତା ପ୍ରକଟ କରିଛନ୍ତି। ବହୁତ କମ୍ ସଂଖ୍ୟକ ଲୋକ ଦ୍ବିତୀୟ ଡୋଜ ଟିକା…