Latest Odisha News

BREAKING NEWS

Browsing Tag

COVID-19

କଟକରେ ଆଉ ୧୧ ପଜିଟିଭ ଚିହ୍ନଟ

କଟକ: କଟକ ମହାନଗର ନିଗମରୁ ଆଜି ପୁଣି ଆଉ ୧୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ୧୧ ଜଣଙ୍କ ମଧ୍ୟରୁ ୬ ଜଣ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ ୩ ଜଣ ହୋମ୍ କ୍ୱାରେଂଟିନ୍ ଓ ୨ଟି ଲୋକାଲ କେସ୍ ରହିଛି । ସ୍ଥାନୀୟ ସଂକ୍ରମିତଙ୍କ ମଧ୍ୟରେ କଟକ ବକ୍ସି ବଜାର ଗହ୍ମାଣ୍ଡିଆ ନ୍ୟୁ…

୨୨ ଦିନ ପାଇଁ ପାରାଦୀପ IOCL ସଟଡାଉନ୍‌

ପାରାଦୀପ: ଆଗାମୀ ୨୨ ଦିନ ପାଇଁ ସଟ୍‌ଡାଉନ୍ ହେବ ପାରାଦୀପ ଆଇଓସିଏଲ୍ ତୈଳ ବିଶୋଧନାଗାର । ଜୁଲାଇ ୨୫ରୁ ଅଗଷ୍ଟ ୧୫ ଯାଏଁ ଏହାକୁ ସଟ୍‌ଡାଉନ୍ ରଖାଯିବ ବୋଲି ନିଷ୍ପତ୍ତି ନିଆଯାଇଛି । ଏନେଇ ସୂଚନା ଦେଇଛନ୍ତି ଜଗତସିଂହପୁର ଜିଲ୍ଲାପାଳ । ଜିଲ୍ଲାପାଳ କହିଛନ୍ତି,ଆଇଓସିଏଲ କୁ ସଟ୍ ଡାଉନ କରାଯାଇ…

୧୪ ଦିନିଆ ଲକଡାଉନ୍‌ରେ କ’ଣ ଖୋଲା ରହିବ କ’ଣ ବନ୍ଦ, ଜାଣନ୍ତୁ

ଭୁବନେଶ୍ୱର: ରାଜ୍ୟରେ ହୁ ହୁ ବଢ଼ିଚାଲିଛି ମାହାମାରୀ କରୋନା । ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ୪ ଜିଲ୍ଲା । ଖୋର୍ଦ୍ଧା, କଟକ, ଗଂଜାମ, ଯାଜପୁର ସମତେ ରାଉରକେଲା ମୁନିସିପାଲଟି କର୍ପୋରେସନ୍‌କୁ ୧୪ ଦିନ ପାଇଁ ସମ୍ପୂର୍ଣ୍ଣ ଲକଡାଉନ୍ ଘୋଷଣା କରାଯାଇଛି । ଶୁକ୍ରବାର ରାତି ୯ଟାରୁ ଜୁଲାଇ ୩୧…

୨୦ରୁ ରାଜ୍ୟରେ ମିଳିବ ଟେଲିମେଡିସିନ୍ ସେବା

ଭୁବନେଶ୍ୱର: ଆସନ୍ତା ୨୦ ତାରିଖରୁ ରାଜ୍ୟରେ ଆରମ୍ଭ ହେବ ଟେଲି ମେଡିସିନ୍ ସେବା । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ମେଡିକାଲ କଲେଜରେ ଏହି ସେବା ମିଳିବ । କରୋନା ଯୋଗୁଁ ସାଧାରଣ ରୋଗୀ ହସ୍ପିଟାଲ ଯାଇପାରୁନଥିବାରୁ ରାଜ୍ୟ ସରକାର ଏପରି ବ୍ୟବସ୍ଥା କରିଛନ୍ତି। ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ…

କରୋନାକୁ ଲାଗୁନି ବ୍ରେକ୍, ଭୁବନେଶ୍ୱରରେ ଆଉ ୬୦ ପଜିଟିଭ

ଭୁବନେଶ୍ୱର: କରୋନାକୁ ଲାଗୁନି ବ୍ରେକ୍ । ରାଜ୍ୟରେ ଦିନକୁ ଦିନ ସଂକ୍ରମିତ ସଂଖ୍ୟା ବଢ଼ି ଚାଲିଛି । ଆଜି ପୁଣି ରାଜଧାନୀ ଭୁବନେଶ୍ୱରରୁ ୬୦ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୪୦ ଜଣ ସଙ୍ଗରୋଧର ହୋଇଥିବା ବେଳେ ୨୦ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ୧୮ ଜଣ…

ବିଧାନସଭା ଷ୍ଟାଣ୍ଡିଂ କମିଟିର ସବୁ ସଦସ୍ୟ କରୋନା ନେଗେଟିଭ୍‌

ଭୁବନେଶ୍ୱର: ବିଧାନସଭା ଷ୍ଟାଣ୍ଡିଂ କମିଟିର ସବୁ ସଦସ୍ୟଙ୍କ କରୋନା ରିପୋର୍ଟ ନେଗେଟିଭ୍ ଆସିଛି । କମିଟି ଅଧ୍ୟକ୍ଷ ଦେବୀ ପ୍ରସାଦ ମିଶ୍ର ସୂଚନା ଦେଇଛନ୍ତି ଯେ, ପରୀକ୍ଷା କରାଯାଇଥିବା ସମସ୍ତ ବିଧାୟକଙ୍କ ନମୁନା ରିପୋର୍ଟ ନେଗେଟିଭ୍ ରହିଛି । ଜୁଲାଇ ୨ ତାରିଖରେ ବିଧାନସଭାରେ ପଂଚାୟତିରାଜ ଓ…

ଘରୋଇ ଲ୍ୟାବରେ ୪୫୦ ଟଙ୍କାରେ ଆଣ୍ଟିଜେନ୍ ଟେଷ୍ଟ

ଭୁୁବନେଶ୍ୱର: ଏଣିକି ଘରୋଇ ଲ୍ୟାବରେ ହୋଇପାରିବ ଆଂଟିଜେନ୍ ଟେଷ୍ଟ । ଏଥିପାଇଁ ଖର୍ଚ୍ଚ ହେବ ମାତ୍ର ୪୫୦ ଟଙ୍କା । ଏନେଇ ରାଜ୍ୟ ସରକାର ଟଙ୍କା ଧାର୍ଯ୍ୟ କରିଛନ୍ତି । ଆଇସିଏମଆର୍ ନିୟମ ମାନି ଟେଷ୍ଟ କରିବାକୁ ଘରୋଇ ଲ୍ୟାବକୁ ଅନୁମତି ମିଳିଛି । ଆଂଟିଜେନ୍ ଟେଷ୍ଟ ଦ୍ୱାରା ଲୋକେ କରୋନାରେ…

୭ ଦିନ ପାଇଁ ଛତ୍ରପୁର ଏନଏସି ସଟଡାଉନ୍

ଗଞ୍ଜାମ: ଆସନ୍ତାକାଲିଠାରୁ ୭ ଦିନ ପାଇଁ ଗଂଜାମ ଜିଲ୍ଲାର ଛତ୍ରପୁର ଏନ୍ଏସି ଅଂଚଳକୁ ସଟଡାଉନ୍ ଘୋଷଣା କରାଯାଇଛି । କରୋନା ମୁକାବିଲା ପାଇଁ ଗଂଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ଏଭଳି ପଦକ୍ଷେପ ନେଇଛନ୍ତି । ଛତ୍ରପୁର, ଖଲ୍ଲିକୋଟ, ରମ୍ଭା, ପୁରୁଷୋତ୍ତମପୁର NAC, କୋଦଳା,…

ପ୍ଲାଜମା ଦାନ କରନ୍ତୁ ଗୁରୁତର ରୋଗୀଙ୍କ ଜୀବନ ବଞ୍ଚାନ୍ତୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:  ଓଡିଶାରେ ଆରମ୍ଭ ହେବ ପ୍ଲାଜମା ଥେରାପି । ରାଜ୍ୟରେ ପ୍ରଥମ ଥର ପାଇଁ ପ୍ଲାଜମା ଥେରାପି ପ୍ରକ୍ରିୟା ଆରମ୍ଭ ହେଲା । କରୋନା ମୁକାବିଲା ପାଇଁ ପ୍ଲାଜମା ଥେରାପି ପ୍ରକ୍ରିୟା ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏସସିବିରେ ପ୍ରାଥମିକ ପର୍ଯ୍ୟାୟରେ ଆରମ୍ଭ ହେଲା ଏହି…

ଔଷଧ ବାଂଟିଲା ବେଳେ କୋଭିଡ ଯୋଦ୍ଧାଙ୍କ ମୃତ୍ୟୁ

ଖୋର୍ଦ୍ଧା: ଔଷଧ ବାଂଟିବା ବେଳେ ଟଳିପଡିଲେ କରୋନା ଯୋଦ୍ଧା । ଏପରି ଏକ ଘଟଣା ଘଟିଛି ଖୋର୍ଦ୍ଧା ଜିଲ୍ଲାରେ । ତେବେ କେଉଁ କାରଣୁ ତାଙ୍କର ମୃତ୍ୟୁ ହୋଇଛି ତାହା ଜଣାପଡି ନାହିଁ । ଆଶା କର୍ମୀ ପୂର୍ଣ୍ଣମାସୀ ବଳିଆରସିଂହ ଆଜି ଓରବରସିଂ ପଞ୍ଚାୟତ ଡିହଖଳା ଗାଁରେ ଔଷଧ ବାଣ୍ଟୁଥିଲେ। ଗୋଟିଏ ଘରେ…