Latest Odisha News

BREAKING NEWS

Browsing Tag

COVID-19

ଭୁବନେଶ୍ୱରରେ ଆଉ ୯୦ ପଜିଟିଭ, ୨୪ ସୁସ୍ଥ

ଭୁୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରରୁ ପୁଣି ଆଉ ୯୦ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହା ଗୋଟିଏ ଦିନରେ ସର୍ବାଧିକ । ୯୦ ଜଣଙ୍କ ମଧ୍ୟରୁ ୬୩ ଜଣ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ ୨୭ ଜଣ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି । ଏଥିସହ ୨୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ…

ବ୍ରହ୍ମପୁର ସୀମା ସିଲ୍‌, ଯାଆସ ବନ୍ଦ

ବ୍ରହ୍ମପୁର: ସିଲ୍ ହେଲା ବ୍ରହ୍ମପୁର ସହର ସୀମା । ପ୍ରବେଶ ପ୍ରସ୍ଥାନ ଉପରେ ଲାଗିଲା କଟକଣା । ସହର ମଧ୍ୟକୁ କେହି ବି ଯିବା ଆସିବା କରିପାରିବେ ନାହିଁ । ମଙ୍ଗଳବାରଠୁ ଏହି କଟକଣା ଲାଗୁ ହୋଇଛି । ବଢ଼ୁଥିବା କରୋନା ସଂକ୍ରମଣଙ୍କୁ ଦୃଷ୍ଟିରେ ରଖି ପ୍ରଶାସନ ଏଭଳି ପଦକ୍ଷେପ ନେଇଛନ୍ତି । ବିଭିନ୍ନ…

କୋଭିଡ ହସ୍ପିଟାଲରୁ ୨ କରୋନା ରୋଗୀ ଫେରାର

ବ୍ରହ୍ମପୁର: କୋଭିଡ ହସ୍ପିଟାଲରୁ ଛୁ ମାରିଲେ ଦୁଇ କରୋନା ରୋଗୀ । ବ୍ରହ୍ମପୁର ସହର ଉପକଣ୍ଠ ଶୀତଳାପଲ୍ଲୀ ଟାଟା କୋଭିଡ ହସ୍ପିଟାଲରୁ ୨ କରୋନା ରେଗାୀ ଫେରାର ହୋଇଯାଇଛନ୍ତି । ଏନେଇ ଗୋପାଳପୁର ଥାନାରେ ଏକ ମାମଲା ରୁଜୁ ହୋଇଛି । ଗତ ୩ ତାରିଖରେ ବ୍ରହ୍ମପୁର ନୂଆ ବସ୍‌ଷ୍ଟାଣ୍ଡ ନିକଟରୁ ଏ ଦୁଇ…

ଡାକ୍ତରଙ୍କୁ ମିଳିବ ଭୋଜନ ଭତ୍ତା

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ଜଟିଳ ହେଉଛି କରୋନା ସ୍ଥିତି । ଏଭଳି ପରିସ୍ଥିତିରେ ଡାକ୍ତରଙ୍କ ରହିଛି ଗୁରୁତ୍ୱପୂର୍ଣ୍ଣ ଭୂମିକ । ଏଥିପାଇଁ କୋଭିଡ କେୟାର ସେଂଟରରେ କାର୍ଯ୍ୟରତ ଡାକ୍ତରଙ୍କୁ ଭୋଜନ ଭତ୍ତା ମିଳିବ । ପାରାମେଡ଼ିକାଲ କର୍ମଚାରୀଙ୍କୁ ବି ଦୈନିକ ୨୪୦ଟଙ୍କାର ଭତ୍ତା ମିଳିବ ।…

କର୍ପୋରେଟ୍ ସେକ୍ଟରକୁ ଆଇସୋଲେସନ ଅନୁମତି

ଭୁବନେଶ୍ୱର: ପ୍ରଥମ ପର୍ଯ୍ୟାୟରେ ସହରାଂଚଳରେ କରୋନା ରୋଗୀଙ୍କୁ ହୋମ୍ ଆଇସୋଲେସନ ପାଇଁ ସରକାର ଅନୁମତି ଦେଇଛନ୍ତି । ଏଥିସହ ଜିଲ୍ଲା, ଉପଖଣ୍ଡ ଓ ସଦର ମହକୁମାରେ ମଧ୍ୟ ପୃଥକବାସ ରହିହେବ । ତେବେ ଏଥିପାଇଁ ସମସ୍ତଙ୍କ ସହଯୋଗ ଲୋଡିଛନ୍ତି ସରକାର । ବିଶେଷ କରି କର୍ପୋରେଟ୍ ସେକ୍ଟରକୁ ମଧ୍ୟ ହୋମ୍…

ଘରେ ରହିପାରିବେ କରୋନା ରୋଗୀ: ସରକାର

ଭୁବନେଶ୍ୱର: ଏଣିକି ଘରେ ରହିପାରିବେ କରୋନା ଆକ୍ରାନ୍ତ । ଲକ୍ଷଣ ନଥିଲେ ଏବଂ ସାମାନ୍ୟ ଲକ୍ଷଣ ଥିଲେ କରୋନା ରୋଗୀଙ୍କୁ ନିଜ ଘରେ ଆଇସୋଲେସନରେ ରହିବାକୁ ସରକାର ଅନୁମତି ଦେଇଛନ୍ତି । ପ୍ରଥମ ପର୍ଯ୍ୟାୟରେ ସହରାଂଚଳରେ ଏହି ସୁବିଧା ମିଳିବ । ରାଜ୍ୟରେ କରୋନା ସ୍ଥିତି ଓ ପରିଚାଳନା ରଣନୀତିରେ…

ଭିସୁଟ୍ ଓ ସମ୍ବଲପୁର ବିଶ୍ୱବିଦ୍ୟାଳୟ ବନ୍ଦ

ସମ୍ବଲପୁର: ଆଗାମି ସପ୍ତାହ ପାଇଁ ବନ୍ଦ ରହିବ ସମ୍ବଲପୁର ବିଶ୍ୱାବିଦ୍ୟାଳୟ । ବଢ଼ୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ଏହି ଘୋଷଣା କରିଛନ୍ତି ବିଶ୍ୱବିଦ୍ୟାଳୟ କୂଳପତି । ଜୁଲାଇ ୨୦ ଯାଏଁ ବିଶ୍ୱବିଦ୍ୟାଳୟ ସଟ୍‌ଡାଉନ୍ ରହିବ । ବହୁ କର୍ମଚାରୀ ଓ ଶିକ୍ଷକ ସଙ୍ଗରୋଧରେ ଥିବାରୁ ଏହି ନିଷ୍ପତ୍ତି…

ଭୁବନେଶ୍ୱରରେ ଆଉ ୧୪ ପଜିଟିଭ, ୨୯ ସୁସ୍ଥ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ପୁଣି ବାହାରିଲେ ପଜିଟିଭ । ଆଜି ଆଉ ୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ୪ ଜଣ କ୍ୱାରେଂଟିନ୍‌ର ଥିବା ବେଳେ ୧୦ ଜଣ ସ୍ଥାନୀୟ ସଂକ୍ରମିତ । ଏଥିସହ ୨୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ବିଏମ୍‌ସି ଟ୍ୱିଟ୍ କରି ସୂଚନା…

କରୋନା ଯୋଦ୍ଧାଙ୍କ ହେବ କୋଭିଡ ଟେଷ୍ଟ

ଗଞ୍ଜାମ: କରୋନା ଯୋଦ୍ଧାଙ୍କ ହେବ କୋଭିଡ ଟେଷ୍ଟ । ଏନେଇ ଗଂଜାମ ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛନ୍ତି । ଡ଼୍ୟୁଟିରେ ଯିବା ପୂର୍ବରୁ ସମସ୍ତଙ୍କର କୋଭିଡ଼ ପରୀକ୍ଷା ହେବ ବୋଲି ଜିଲ୍ଲା ପ୍ରଶାସନ ନିଷ୍ପତି ନେଇଛି । ଏନେଇ ଟ୍ୱିଟ କରି ଗଂଜାମ ଜିଲ୍ଲାପାଳ ସୂଚନା ଦେଇଛନ୍ତି । All staff will…

କୋଭିଡ ହସ୍ପିଟାଲରେ ପର୍ଯ୍ୟାପ୍ତ ଆଇସିୟୁ ବେଡ୍ ରହିଛି: ସ୍ୱାସ୍ଥ୍ୟ ବିଭାଗ

ଭୁବନେଶ୍ୱର: ରାଜ୍ୟରେ କରୋନା ରୋଗୀଙ୍କ ଚିକିତ୍ସା ପାଇଁ କୋଭିଡ୍ ହସ୍ପିଟାଲରେ ପର୍ଯ୍ୟାପ୍ତ ପରିମାଣର ଆଇସିୟୁ ବେଡ୍ ରହିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ଟ୍ୱିଟ୍ କରି ସ୍ପଷ୍ଟ କରାଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ କହିଛି ଯେ, ବର୍ତ୍ତମାନ ରାଜ୍ୟର ସମସ୍ତ…