Latest Odisha News

BREAKING NEWS

Browsing Tag

COVID-19

ଭୁବନେଶ୍ୱର ଆରଟିଓ-୨ ସିଲ୍‌

ଭୁବନେଶ୍ୱର: ମଙ୍ଗଳବାର ଆରଟିଓ-୧ ସିଲ୍ ହୋଇଥିଲା । ଆଜି ସିଲ୍ ହୋଇଛି ଭୁବନେଶ୍ୱର ଆରଟିଓ-୨ । ଆରଟିଓ-୨ର କିଛି କର୍ମଚାରୀ ଆରଟିଓ-୧ କରୋନା ପଜିଟିଭ୍‌ଙ୍କ ସଂସ୍ପର୍ଶରେ ଆସିଥିବାରୁ ବିଏମସି ଆରଟିଓ-୨କୁ ସିଲ୍ କରିଛି । ଏଠାରେ କାମ କରୁଥିବା ୧୩ ଜଣ କର୍ମଚାରୀଙ୍କୁ ହୋମ୍ କ୍ୱାରେଂଟିନରେ ରହିବାକୁ…

କୋଭିଡ ପାଇଁ ଖର୍ଚ୍ଚ କାଟ୍, ୨ ବର୍ଷ ଯାଏଁ ନୂଆ ଚାକିରି ନାହିଁ

ଭୁବନେଶ୍ୱର: କରୋନା ପାଇଁ ଆର୍ଥିକ ସଂକଟ ସୃଷ୍ଟି ହୋଇଛି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ମଙ୍ଗଳବାର ବଡ ଘୋଷଣା କରିଛନ୍ତି । ଆସନ୍ତା ୨ ବର୍ଷ ଯାଏଁ ନୂଆ ଚାକିରି ସୃଷ୍ଟି ହେବ ନାହିଁ । ଏନେଇ ସବୁ ବିଭାଗକୁ ପ୍ରମୁଖ ସଚିବ ଅଶୋକ ମୀନା ଚିଠି ଲେଖିଛନ୍ତି। କେବଳ ସ୍ୱାସ୍ଥ୍ୟ ଓ ପରିବାର…

କାଲିଠୁ ପୁରୀ ସ୍ୱର୍ଗଦ୍ୱାରରେ ଶବଦାହ ମନା

ପୁରୀ: କରୋନା ପାଇଁ ଆସନ୍ତାକାଲି ଠାରୁ ପୁରୀ ସ୍ୱର୍ଗଦ୍ୱାରରେ ଶବ ସତ୍କାର ଉପରେ ଲାଗିଲା କଟକଣା । ପୁରୀ ଜିଲ୍ଲା ବାହାରୁ କୌଣସି ବ୍ୟକ୍ତିଙ୍କ ମୃତଦେହ ଓ ତାଙ୍କ ସମ୍ପର୍କୀୟ ପୁରୀ ସ୍ୱର୍ଗଦ୍ବାରକୁ ଆସିପାରିବ ନାହିଁ । ଏହାସହିତ ସମୁଦ୍ରକୂଳରେ ଅସ୍ଥି ବିସର୍ଜନ ମଧ୍ୟ ହୋଇପାରିବ ନାହିଁ। ପୁରୀ…

ଖୁସି ଖବର: ଚଳିତ ମାସରୁ ଉପଲବ୍ଧ ହେବ କରୋନା ଔଷଧ

ନୂଆଦିଲ୍ଲୀ: ଚଳିତ ମାସରୁ ଭାରତରେ ଉପଲବ୍ଧ ହେବ କରୋନା ଔଷଧ । ଏନେଇ ଔଷଧ ତିଆରି କମ୍ପାନି ମାଇଲନ୍ ଏନ୍‌ଭି ଘୋଷଣା କରିଛି । କରୋନା ରୋଗୀଙ୍କୁ ସୁସ୍ଥ କରିବା ପାଇଁ ମାଇଲନ୍ ଏନ୍‌ଭି ରେମଡେସିବିରର ଏକ ଜେନେରିକ୍ ସଂସ୍କରଣ ବଜାରକୁ ଛାଡ଼ିବ । ଏ ନେଇ କମ୍ପାନି ପକ୍ଷରୁ ଘୋଷଣା କରାଯାଇଛି ।…

ଅତ୍ୟାବଶ୍ୟକ ସାମଗ୍ରୀ ଲିଷ୍ଟରୁ ହଟିଲା ଫେସ୍ ମାସ୍କ ଓ ହ୍ୟାଣ୍ଡ ସାନିଟାଇଜର

ନୂଆଦିଲ୍ଲୀ: ଅତ୍ୟାବଶ୍ୟକ ସାମଗ୍ରୀ ଲିଷ୍ଟରୁ ବାଦ୍ ପଡିଲା ଫେସ୍ ମାସ୍କ ଓ ହ୍ୟାଣ୍ଡ ସାନିଟାଇଜର । ଦେଶରେ କରୋନା ଭୂତାଣୁ ସଂକ୍ରମଣ ବଢ଼ୁଥିବା ଦେଖି ଫେସ ମାସ୍କ ଏବଂ ସାନିଟାଇଜରର ଗୁରୁତ୍ୱକୁ ବିଚାରକୁ ନେଇ ଭାରତ ସରକାର ମାର୍ଚ୍ଚ ମାସରେ ଏହି ଦୁଇଟି ଜିନିଷକୁ ଏସେନସିଆଲ୍ କମୋଡିଟିସ୍ ଆକ୍ଟରେ…

ପୁଣି ସୁସ୍ଥ ହେଲେ ୨୧୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ବଢ଼ିଚାଲିଛି କରୋନା ସଂକ୍ରମଣ ସଂଖ୍ୟା । ଏଥିସହ ସୁସ୍ଥ ହାର ସଂଖ୍ୟା ମଧ୍ୟ ବଢ଼ୁଛି । ଆଜି ପୁଣି ରାଜ୍ୟରେ ୨୧୭ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ କରୋନା ସଂକ୍ରମିତଙ୍କ ଆରୋଗ୍ୟ ସଂଖ୍ୟା ୬୭୦୩କୁ ବୃଦ୍ଧି ପାଇଛି । 5 from Angul & Cuttack 4 each…

ତ୍ୟାଗ, ସଂଯମତା ଓ ଶୃଙ୍ଖଳା ଏହି ୩ଟି ଅସ୍ତ୍ର କୋଭିଡ଼ ଯୁଦ୍ଧରେ ଆମକୁ ବିଜୟ ଆଣିଦେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇ ଚାଲିଥିବା ପରିପ୍ରେକ୍ଷୀରେ ରାଜ୍ୟବାସୀଙ୍କୁ ଯଥେଷ୍ଟ ସତର୍କତା ଅବଲମ୍ବନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନ ରାଜ୍ୟବାସୀଙ୍କୁ ଆହ୍ୱାନ ଦେଇଛନ୍ତି । ଭାରତରେ ଦ୍ରୁତଗତିରେ ବଢି ଚାଲିଛି କରୋନା ସଂକ୍ରମଣ । ଭାରତରେ ପ୍ରତି…

ରାଜଧାନୀରେ ହେବ ରାପିଡ ଆଣ୍ଟିବଡି ଟେଷ୍ଟ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ପ୍ରତିଦିନ ଲୋକାଲ୍ କେସ୍ ଅଧିକ ବାହାରୁ ଥିବାରୁ ବିଏମ୍‌ସି ପକ୍ଷରୁ ଏହାର ମୁକାବିଲା କରିବା ପାଇଁ କଡ଼ା ଆଭିମୁଖ୍ୟ ଗ୍ରହଣ କରାଯାଇଛି। ଚଳିତ ସପ୍ତାହରୁ ଭୁବନେଶ୍ବରରେ ରାପିଡ୍…

ପ୍ଲାଜମା ଦାନ କଲେ ସମ୍ବିତ ପାତ୍ର

ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ସୋମବାର ଦିନ ନିଜର ପ୍ଲାଜମା କରୋନା ରୋଗୀଙ୍କ ଚିକିତ୍ସା ନିମନ୍ତେ ଦାନ କରିଛନ୍ତି । Donated Plasma today after blessings of @BJP4India National President Sh @JPNadda Ji. PM Sh…

ସୁସ୍ଥ ହେଲେ ଆଉ ୨୬୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ପୁଣି ଗୋଟିଏ ଦିନରେ ରାଜ୍ୟରେ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୬୨ ଜଣ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ କରୋନାରୁ ଆରୋଗ୍ୟ ଲାଭ କରିଥିବା ସଂକ୍ରମିତଙ୍କ ମୋଟ ସଂଖ୍ୟା ୬୪୮୬ରେ ପହଂଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି…