Latest Odisha News
Browsing Tag

COVID-19

କୋଭିଡ ହସ୍ପିଟାଲରୁ କରୋନା ରୋଗୀ ଛୁ’

ନବରଙ୍ଗପୁର: କୋଭିଡ ହସ୍ପିଟାଲରୁ ଛୁ ମାରିଲେ କରୋନା ରୋଗୀ । ନବରଙ୍ଗପୁର ସ୍ଥିତ କୋଭିଡ ହସ୍ପିଟାଲରୁ କାନ୍ଥ ଡେଇଁ ଜଣେ କରୋନା ସଂକ୍ରମିତ ଚମ୍ପଟ ମାରିଛନ୍ତି । ଆକ୍ରାନ୍ତଙ୍କ ଫେରାର ନେଇ ନବରଙ୍ଗପୁର ଥାନାରେ ଏତଲା ଦିଆଯାଇଛି । ଥାନାରେ ହସ୍ପିଟାଲର ସୁପରିଟେଣ୍ଡେଣ୍ଟ ଏତଲା ଦେଇଛନ୍ତି । ଏନେଇ…

ଜିଲ୍ଳାପାଳଙ୍କ କ୍ଷମତା ପ୍ରୟୋଗ କଲେ ସରପଂଚ, ୭ ଦିନ ପାଇଁ ମଥୁରା ପଂଚାୟତ ସଟଡାଉନ୍

ଗଞ୍ଜାମ: ପୋଲସରା ବ୍ଲକ ମଥୁରା ପଂଚାୟତକୁ  ଏକ ସପ୍ତାହ ଧରି ସଟଡାଉନ ଘୋଷଣା କଲେ  ସରପଂଚ । ସୋମବାର ରାତି ୧୦ଟାରୁ ଜୁଲାଇ ୧୩ ତାରିଖ ଯାଏଁ ସଟଡାଉନ ଘୋଷଣା ହୋଇଛି । ପୋଲସରା ଅଂଚଳରେ ପଜିଟିଭ ସଂଖ୍ୟା ବଢୁଥିବାରୁ ସରପଂଚ ଜିଲ୍ଲାପାଳ କ୍ଷମତା ପ୍ରୟୋଗ କରି ଏହି ପଦକ୍ଷେପ ଗ୍ରହଣ କରିଛନ୍ତି ।…

କଟକରୁ ଆଉ ୩ କରୋନା ପଜିଟିଭ ଚିହ୍ନଟ

କଟକ: ସୋମବାର କଟକ ଜିଲ୍ଲାରୁ ୧୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାରି ଭିତରେ ୩ ଜଣ ସିଏମ୍‌ସି ଅଂଚଳର ଅଛନ୍ତି । ଏନେଇ କଟକ ମହାନଗର ନିଗମ ଟୁଇଟ୍ କରି ସୂଚନା ଦେଇଛି । ସିଏମସି ଅଞ୍ଚଳରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣେ ପେଡ୍ କ୍ୱାରେଣ୍ଟାଇନରେ ୬୨ ବର୍ଷୀୟ…

ଭୁବନେଶ୍ୱରରେ ଆଉ ୧୦ ସ୍ଥାନୀୟ ସଂକ୍ରମିତ, ମୋଟ ୧୭ ପଜିଟିଭ୍‌

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଆଜି ଆଉ ୧୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ୧୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ୨ ଜଣ ଘରୋଇ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ଅନ୍ୟ ଦୁଇ ଜଣ ହେଉଛନ୍ତି କରୋନା ଯୋଦ୍ଧା । ଡୁମଡୁମା ରଘୁନାଥ ବସ୍ତିରୁ ୨ ଜଣ ସ୍ଥାନୀୟ…

ଚିହ୍ନଟ ହେଲା କରୋନା ଭାଇରସର ଛଅ ନୂଆ ଲକ୍ଷଣ

ନୂଆଦିଲ୍ଲୀ: ସାରା ବିଶ୍ୱରେ କାୟା ମେଲାଇଛି କରୋନା । ମହାମାରୀ କୋଭିଡ-୧୯କୁ ନେଇ ସବୁଠି କୋକୁଆ ଭୟ । ଚୀନର ଉହାନରୁ ବ୍ୟାପିଥିବା ଏହି ମହାମାରୀ ଏବେ ନିଜ ଚରିତ୍ର ବଦଳାଉଛି । ମଣିଷ ଶରୀରରେ ଦେଖିବାକୁ ମିଳିଛି ଏହି କିଲର ଭାଇରସର ନୂଆ ଳକ୍ଷଣ । ଏପ୍ରିଲ ମାସରେ ସେଂଟର ଫର କଂଟ୍ରୋଲ ଆଣ୍ଡ…

କଟକ ଏସ୍‌ସିବି ଓ କ୍ୟାନ୍‌ସର ହସ୍ପିଟାଲ ନ ଆସିବାକୁ ନିବେଦନ

କଟକ: କଟକର ହଟ୍‌ସ୍ପଟ ପାଲଟିଥିବା କ୍ୟାନ୍ସର ହସ୍ପିଟାଲ ଏବଂ ଏସ୍‌ସିବିରେ କଟକଣା ଲଗାଯାଇଛି । କ୍ୟାନ୍‌ସର ହସ୍ପିଟାଲ ଏବଂ ଏସ୍‌ସିବି ନ ଆସିବାକୁ ନିବେଦନ କରିଛନ୍ତି ସ୍ୱାସ୍ଥ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର । ଗତ ତିନି ଦିନ ମଧ୍ୟରେ କ୍ୟାନ୍‌ସର ହସ୍ପିଟାଲରୁ ୧୧୩ ପଜିଟିଭ୍ ଓ ଏସ୍‌ସିବିରୁ…

କରୋନାରୁ ସୁସ୍ଥ ପରେ ବି ହେଲେ ସାମାଜିକ ବାସନ୍ଦ

କେନ୍ଦ୍ରାପଡା: କରୋନାରୁ ସୁସ୍ଥ ହେବା ପରେ ମଧ୍ୟ ହେବାକୁ ପଡିଛି ବାସନ୍ଦ । କରୋନାରୁ ସୁସ୍ଥ ହୋଇଥିବା ଜଣେ ବ୍ୟକ୍ତିଙ୍କ ପରିବାରକୁ ଗାଁରୁ ବାସନ୍ଦ କରାଯାଇଥିବା ନେଇ କେନ୍ଦ୍ରାପଡା ଜିଲ୍ଲା ଆଳି ବ୍ଲକରୁ ଆସିଛି ଏଭଳି ଅଭିଯୋଗ । ଏହି ପଞ୍ଚାୟତର ଜଣେ ବ୍ୟକ୍ତି ବେଙ୍ଗାଲୋରରୁ ଆସି ସଙ୍ଗରୋଧ…

କଟକରେ ହେବ ଆଣ୍ଟିଜେନ୍ ଟେଷ୍ଟ

କଟକ: ରାଜ୍ୟରେ ବଢ଼ୁଛି କାୟା ବିସ୍ତାର କରି ଚାଲିଛି କରୋନା । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଟେଷ୍ଟ ସଂଖ୍ୟା ମଧ୍ୟ ବଢ଼ାଇଛନ୍ତି । କରୋନା ମହାମାରୀ ଯୋଗୁଁ କଟକରେ ଆଂଟିଜେନ୍ ଟେଷ୍ଟ ଆରମ୍ଭ ହେବ । ଆସନ୍ତା ମଙ୍ଗଳବାରଠାରୁ ଏହି ଟେଷ୍ଟ ହେବ । ଏହାଦ୍ୱାରା ଏହାଦ୍ୱାରା ଲୋକଙ୍କର କୋଭିଡ…

କରୋନାର ପ୍ରକୃତ ତଥ୍ୟ ଲୁଚାଉଛନ୍ତି ରାଜ୍ୟ ସରକାର: ବିଜୟ ମହାପାତ୍ର

ଭୁବନେଶ୍ୱର: ରାଜ୍ୟରେ କୋଭିଡ ପରିଚଳାନା ନେଇ ରାଜ୍ୟ ସରକାରଙ୍କୁ ପୁଣି ଘେରିଛି ବିଜେପି । ବରିଷ୍ଠ ବିଜେପି ନେତା ବିଜୟ ମହାପାତ୍ର ରାଜ୍ୟରେ କରୋନା ସ୍ଥିତି ଅସମ୍ଭାଳ ହେଉଥିବା ନେଇ ସରକାରଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି, ଆଗକୁ କରୋନା ସ୍ଥିତି ଆହୁରି ଭୟଙ୍କର ହେବ । ସରକାର ଏହାର…

ସୁସ୍ଥ ହେଲେ ରେକର୍ଡ ସଂଖ୍ୟକ ୨୯୦ କରୋନା ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟ ବଢ଼ି ଚାଲିଛି କରୋନା ସଂକ୍ରମିଣଙ୍କ ସଂଖ୍ୟା । ତେବେ ସଂକ୍ରମିତଙ୍କ ତୁଳନାରେ ସୁସ୍ଥ ହାର ମଧ୍ୟ ବଢ଼ି ଚାଲିଛି । ଆଜି ରାଜ୍ୟରେ ଗୋଟିଏ ଦିନରେ ରେକର୍ଡ ସଂଖ୍ୟକ ୨୯୦ କରୋନା ଆକ୍ରାନ୍‌ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ୬୨୨୪ ଜଣ କରୋନାରୁ ଆରୋଗ୍ୟ ଲାଭ…