Latest Odisha News

BREAKING NEWS

Browsing Tag

COVID-19

ସାଧାରଣ ଲୋକଙ୍କୁ ସରକାରୀ କାର୍ଯ୍ୟାଳୟ ମନା

ଯାଜପୁର: ସରକାରୀ କାର‌୍ୟ୍ୟାଳୟକୁ ସାଧାରଣ ଲୋକଙ୍କୁ ଯିବା ମନା । ଜୁଲାଇ ୮ ଯାଏଁ ଜିଲ୍ଲାର ସମସ୍ତ ସରକାରୀ କାର‌୍ୟ୍ୟାଳୟକୁ ଏହି କଟକଣା ପାଳନ ପାଇଁ ନିର୍ଦ୍ଦେଶ ଦିଆଯାଇଛି । କର୍ମଚାରୀମାନେ ମାସ୍କ ପିନ୍ଧି ଓ ସାମାଜିକ ଦୂରତା ମାନି କାର‌୍ୟ୍ୟ କରିବେ । ଯାଜପୁରରେ କରୋନା ସଂକ୍ରମଣ…

ପୁରୀରୁ ଆରମ୍ଭ ହେଲା ସେରୋଲୋଜିକାଲ ସର୍ଭେ

ଭୁବନେଶ୍ୱର: ଆଜିଠାରୁ ପୁରୀରେ ଆରମ୍ଭ ହୋଇଛି ସେରୋଲୋଜିକାଲ ସର୍ଭେ । ଆସନ୍ତା ୧ ତାରିଖରୁ ଗଂଜାମ, ଗଜପତି ଓ କଟକରେ ଟେଷ୍ଟ କରାଯିବ । ଆଇସିଏମଆର ଗାଇଡଲାଇନ୍ ଅନୁସାରେ ଅଧିକ ଜନସଂଖ୍ୟା ଆବଦ୍ଧ ଅଂଚଳରେ ଟେଷ୍ଟ କରାଯାଉଛି । ଆଇଏଲଏସ ନିର୍ଦ୍ଦେଶକ ଅଜୟ ପରିଡାଙ୍କ ସୂଚନା ଅନୁସାରେ, ବାହୁଡା…

ରାଜଧାନୀରେ ବଢୁଛି ସ୍ଥାନୀୟ ସଂକ୍ରମଣ, ଆଜି ୨୫ ପଜିଟିଭ୍‌

ଭୁବନେଶ୍ୱର: ଆଜି ଖୋର୍ଦ୍ଧାରେ ୨୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେଥିରୁ ୨୫ ଜଣ ହେଉଛନ୍ତି ରାଜଧାନୀ ଭୁବନେଶ୍ୱରର । ତେବେ ବଡ କଥା ହେଉଛି, ୨୫ ଜଣଙ୍କ ମଧ୍ୟରୁ ୨୩ ଜଣ ସ୍ଥାନୀୟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅର୍ଥାତ୍ ସେମାନେ କରୋନା ପଜିଟିଭ୍‌ଙ୍କ ସଂସ୍ପର୍ଶରେ ଆସି…

ଓଡ଼ିଶାରେ ପହଁଚିଲା କରୋନା ଔଷଧ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପାଖାପାଖି ୭ହଜାରରେ ପହଁଚିଗଲାଣି । ଜୁନ୍ ମାସରେ ସଂକ୍ରମଣ ବୃଦ୍ଧି ପାଇଛି । ତେବେ ଆଶ୍ୱସ୍ତିକର କଥା ହେଉଛି ଯେ, ଓଡିଶାରେ ପହଁଚିଯାଇଛି କରୋନା ଔଷଧ । ରାଜ୍ୟ ଔଷଧ ନିଗମରେ ରହିଛି କରୋନା ସମ୍ପର୍କିତ ଏହି ମେଡିସିନ୍ । ରାଜ୍ୟ ସ୍ୱାସ୍ଥ୍ୟ…

କଟକ ସିଡିଏ ସେକ୍ଟର-୯, ବଡମ୍ବା ପଂଚାୟତ କଣ୍ଟେନମେଣ୍ଟ ଜୋନ୍ ଘୋଷଣା

କଟକ: କଟକ ସିଡିଏ ସେକ୍ଟର-୯ ଅଂଚଳରୁ ଜଣେ ବ୍ୟକ୍ତି କରୋନା ପଜିଟିଭ ଚିହ୍ନଟ ହେବା ପରେ ସମ୍ପୃକ୍ତ ଅଂଚଳକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। କଟକ ମହାନଗର ନିଗମ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି l ସେହିପରି ବଡ଼ମ୍ବାରେ ଆଉ ୫ ଜଣ କରୋନା ପଜିଟିଭ ବ୍ୟକ୍ତି ଚିହ୍ନଟ ହେବା ପରେ…

ଦିଲ୍ଲୀରେ ତିଆରି ହେଲା ୧୦ ହଜାର ଶଯ୍ୟା ବିଶିଷ୍ଟ କୋଭିଡ ସେଣ୍ଟର

ନୂଆଦିଲ୍ଲୀ: ଦିଲ୍ଲୀରେ ତିଆରି ହୋଇଛି ବିଶ୍ୱର ସବୁଠାରୁ ବଡ କୋଭିଡ ସେଣ୍ଟର । ଦିଲ୍ଲୀର ଛତରପୁର ଅଞ୍ଚଳରେ ରାଧା ସ୍ୱାମୀ ସତସଙ୍ଗ ବେସ୍ କ୍ୟାମ୍ପରେ ୧୦ ହଜାର ଶଯ୍ୟା ବିଶିଷ୍ଟ କରୋନା ସେଂଟର ତିଆରି କରାଯାଇଛି । ଏହାକୁ ଦିଲ୍ଲୀ ଏବଂ କେନ୍ଦ୍ର ସରକାର ମିଳିତ ଭାବେ ପ୍ରସ୍ତୁତ କରିଛନ୍ତି।…

କଟକ କ୍ୟାନ୍‌ସର ହସ୍ପିଟାଲର ୨ ନର୍ସଙ୍କୁ କରୋନା

କଟକ: ରାଜ୍ୟରେ କରୋନା ତାର କାୟା ମେଲାଇବାରେ ଲାଗିଛି । କରୋନା ଯୋଦ୍ଧାଙ୍କୁ ହେଲାଣି କରୋନା । କଟକ ହରିହର କ୍ୟାନସର୍ ହସ୍ପିଟାଲର ୨ ନର୍ସ ପଜିଟିଜ ଚିହ୍ନଟ ହୋଇଛନ୍ତି । କ୍ୟାନସର ହସ୍ପିଟାଲର ଜଣେ ପୁରୁଷ ଓ ଜଣେ ମହିଳା ନର୍ସ ପଜିଟିଭ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ହସ୍ପିଟାଲର ୫୨ ଜଣ…

ବ୍ରହ୍ମପୁରରେ ସ୍ଥିତି ସାଂଘାତିକ: ୬ଟି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା

ବ୍ରହ୍ମପୁର: ରାଜ୍ୟରେ ବଢ଼ି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ବ୍ରହ୍ମପୁରରେ ସର୍ବାଧିକ କରୋନାରେ ଆକ୍ରାନ୍ତ ହୋଇଛି । ଏହି ସଂକ୍ରମଣକୁ ଦୃଷ୍ଟିରେ ରଖି ବ୍ରହ୍ମପୁର ସହରରେ ୬ଟି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରିଛନ୍ତି ବ୍ରହ୍ମପୁର ମହାନଗର ନିଗମ କର୍ତ୍ତୃପକ୍ଷ । ଗତ କିଛି ଦିନ…

କରୋନା ମୁକାବିଲା ପାଇଁ ସଜାଗ ଅଛନ୍ତି କେନ୍ଦ୍ର ସରକାର: ଅମିତ ଶାହା

ନୂଆଦିଲ୍ଲୀ: କରୋନା ସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ଅଛନ୍ତି ସରକାର । ଦେଶରେ ବର୍ତମାନ ଗୋଷ୍ଠୀ ସଂକ୍ରମଣର ସ୍ଥିତି ନାହିଁ । ଖବର ସରବରାହ ସଂସ୍ଥା ଏଏନଆଇକୁ ସାକ୍ଷାତକାର ଦେଇ ଏହି ସୂଚନା ଦେଇଛନ୍ତି ଗୃହମନ୍ତ୍ରୀ ଅମିତ ଶାହ । ଦିଲ୍ଲୀର କରୋନା ସ୍ଥିତିସମ୍ପର୍କରେ ଗୃହମନ୍ତ୍ରୀ…

ସାମ୍ବାଦିକଙ୍କର ହେଲା କରୋନା ଟେଷ୍ଟ

ପୁରୀ: ରାଜ୍ୟରେ ଦିନକୁ ଦିନ କରୋନା ସ୍ଥିତି ଉପର ମୁହାଁ ହୋଇ ଚାଲିଛି । ଫଳରେ ରଥଯାତ୍ରା ଭଳି ବାହୁଡା ଯାତ୍ରା ମଧ୍ୟ ଯେପରି ସୁରୁଖୁରୁରେ ହେବ ସେଥିପାଇଁ ଚାଲିଛି ପ୍ରସ୍ତୁତି । ଆଜି ରଥଯାତ୍ରା ଖବର ସଂଗ୍ରହ କରୁଥିବା ସମସ୍ତ ସାମ୍ବାଦିକଙ୍କର କରୋନା ପରୀକ୍ଷା କରାଯାଇଛି । ରଥଯାତ୍ରା ସହ…