Latest Odisha News

BREAKING NEWS

Browsing Tag

COVID-19

ମହାରାଷ୍ଟ୍ରରେ ଖୋଲିଲା ସେଲୁନ ଓ ବିଉଟି ପାର୍ଲର

ମହାରାଷ୍ଟ୍ର: ଦେଶରେ କରୋନା ସଂକ୍ରମଣରେ ସବୁଠୁ ଶୀର୍ଷରେ ଥିବା ମହାରାଷ୍ଟ୍ରରେ ଖୋଲିଲା ସେଲୁନ୍ ଓ ବିଉଟି ପାର୍ଲର । ମିଶନ ବିଗିନ୍ ଏଗେନ ପର୍ଯ୍ୟାୟରେ ଆଜିଠାରୁ ଦୋକାନ ଓ ପାର୍ଲର ଖୋଲାଯାଇଛି । ତେବେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ମୁତାବକ, ବାରିକ ମାନେ କୋଭିଡ୍‌-୧୯ର ସମସ୍ତ ଗାଇଡଲାଇନ…

ସତର୍କତା ଓ ସଚେତନତା ହିଁ କରୋନା ବିରୋଧୀ ଲଢେଇର ମୂଳମନ୍ତ୍ର: ମୋଦି

ନୂଆଦିଲ୍ଲୀ: କରୋନା ସଙ୍କଟ ସମୟରେ ଦେଶ ଲକଡାଉନ୍‌ରୁ ବାହାରି ଆସିଛି । ଦେଶ ଏବେ ଅନଲକ୍ ପର୍ଯ୍ୟାୟରେ । ତେବେ ଏହି ସମୟରେ ଦେଶବାସୀଙ୍କୁ ଅଧିକ ସଚେତନ ରହିବାକୁ ପଡିବ ବୋଲି ପ୍ରଧାନମନ୍ତ୍ରୀ ମୋଦି ନିବେଦନ କରିଛନ୍ତି । ମନ କି ବାତ୍ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧନ କରି…

କଟକକୁ ବାହାର ରାଜ୍ୟରୁ ଆସିଛନ୍ତି ୫୧୦୧ ଜଣ ପ୍ରବାସୀ: ସିଏମ୍‌ସି କମିଶନର

କଟକ: କଟକ ସିଏମ୍‌ସି ଅଂଚଳକୁ ବାହାର ରାଜ୍ୟରୁ ଏଯାଏଁ ୫,୧୦୧ ଜଣ ପ୍ରବାସୀ ଆସିଛନ୍ତି । ଏନେଇ ଆଜି ସାମ୍ବାଦିକ ସମ୍ମିଳନୀରେ ସିଏମ୍‌ସି କମିଶନର ଅନନ୍ୟା ଦାସ କହିଛନ୍ତି । ସେ କହିଛନ୍ତି, ବାହାର ରାଜ୍ୟରୁ ଆସିଥିବା ଲୋକଙ୍କୁ ଟ୍ରାକ୍ କରାଯାଇ ସଂଗରୋଧ ବ୍ୟବସ୍ଥା କରାଯାଇଛି। ସିଏମ୍‌ସି…

ଧରାକୋଟରେ କୋରୋନାରେ ୩ ନୁହେଁ ଜଣଙ୍କର ମୃତ୍ୟୁ: ଜିଲ୍ଲାପାଳ

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଧରାକୋଟର ଜାହାଡାରେ ୩ କୋରୋନା ମୃତ୍ୟୁ ଖବରକୁ ଖଣ୍ଡନ କରିଛନ୍ତି ଜିଲ୍ଲାପାଳ । ୩ ଜଣଙ୍କର ନୁହେଁ, ବରଂ ଜଣଙ୍କର ମୃତ୍ୟୁ ହୋଇଥିବା ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ସ୍ପଷ୍ଟ କରିଛନ୍ତି । ପୂର୍ବରୁ ୩ ଜଣଙ୍କ ମୃତ୍ୟୁ ନେଇ ସୂଚନା ଦେଇଥିଲେ ଜାହାଡ଼ା ସରପଞ୍ଚ ।…

ଭଲ ଖବର: ସୁସ୍ଥ ହେଲେ ଆଉ ୧୮୪ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ତୁଳନାରେ ବଢ଼ି ଚାଲିଛି ସୁସ୍ଥ ସଂଖ୍ୟା । ଆଜି ରାଜ୍ୟରେ ୧୮୪ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ଲାଭ କରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୪୬୦୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର…

କରୋନାରେ ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକ ଉପାଧ୍ୟକ୍ଷଙ୍କ ମୃତ୍ୟୁ

ଗଞ୍ଜାମ: କରୋନାରେ ଗଂଜାମ ଜିଲ୍ଲା ଧରାକୋଟ ବ୍ଲକ ଉପାଧ୍ୟକ୍ଷ ଭଗବାନ ସ୍ୱାଇଁଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି । ସେ ଗତ କିଛି ଦିନ ହେବ କରୋନାରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ । ଉପାଧ୍ୟକ୍ଷଙ୍କ ସମେତ କରୋନା ମହାମାରୀରେ ୩ ଜଣଙ୍କ ଜୀବନ ଯାଇଥିବା ନେଇ ଖବର ସାମ୍ନାକୁ ଆସିଛି ।…

ଭୁବନେଶ୍ୱରରେ ପୁଣି ୯ ନୂଆ କରୋନା ପଜିଟିଭ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଆଜି ପୁଣି ୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜଣେ ଘରୋଇ ସଙ୍ଗରୋଧରେ ଥିବାବେଳେ ଅନ୍ୟ ୮ ଜଣ ସ୍ଥାନୀୟ ଅଚଂଳରୁ ଚିହ୍ନଟ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ଟ୍ୱିଟ୍ କରି ସୂଚନା ଦେଇଛି । ଶିରିପୁର ଲକ୍ଷ୍ମିବଜାର ବସ୍ତି ଅଚଂଳରୁ ୩୧…

କରୋନାରୁ ସୁସ୍ଥ ହେବା ହାର ବଢ଼ୁଛି: ମୋଦୀ

ନୂଆଦିଲ୍ଲୀ: ଦିନକୁ ଦିନ ଦେଶରେ କରୋନା ତାର କାୟା ମେଲାଇବାରେ ଲାଗିଛି । ତେବେ କୋଭିଡ-୧୯ ମହାମାରୀ ସଂଗ୍ରାମ କ୍ଷେତ୍ରରେ ଅନ୍ୟ ଦେଶ ତୁଳନାରେ ଭାରତର ସ୍ଥିତି ବେଶ୍ ଭଲ ରହିଛି । ଶନିବାର ରେଭ୍. ଡକ୍ଟର୍ ଜୋସେଫ୍ ଟୋମା ମେଟ୍ରୋପଲିଟାନ୍‌ଙ୍କ ୯୦ତମ ଜୟନ୍ତୀ ଅବସରରେ ଉଦ୍‌ଘାଟନୀ ଭାଷଣ ଦେବା…

ଭୁବନେଶ୍ୱର ଶ୍ରୀବିହାର ଅଞ୍ଚଳର ଆପାର୍ଟମେଂଟ ସିଲ୍‌

ଭୁବନେଶ୍ୱର: ଚିହ୍ନଟ ହୋଇନାହାନ୍ତି ଆକ୍ରାନ୍ତ । ତଥାପି ସିଲ୍ ହେଲା ଆପାର୍ଟମେଂଟ । ଭୁବନେଶ୍ୱର ଶ୍ରୀବିହାର ଅଂଚଳର ଏକ ନିର୍ମାଣଧିନ ଆପାର୍ଟମେଂଟକୁ ପ୍ରଶାସନ ସିଲ୍ କରିଛି । ନିର୍ମାଣଧୀନ ଆପାର୍ଟମେଂଟକୁ ସିଲ କରିବା ସହ ତାରି ଭିତରେ ଶ୍ରମିକ ମାନଙ୍କୁ ୧୪ ଦିନ କ୍ୱାରେନଟିନରେ ରହିବାକୁ…

ମାସେ ଭିତରେ ୪ହଜାର ନୂଆ କରୋନା ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ 6 ହଜାର 350 ଛୁଇଁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ମେ ମାସ ଅପେକ୍ଷା ଜୁନ୍ ମାସରେ ସଂକ୍ରମଣ ହାର ଅଧିକ ରହିଛି । ମାସେ ଭିତରେ ଚିହ୍ନଟ ହୋଇଛନ୍ତି 4 ହଜାର 105 ନୂଆ ପଜିଟିଭ୍ । ଅର୍ଥାତ୍ ମୋଟ୍ ସଂକ୍ରମିତଙ୍କ 64 ପ୍ରତିଶତ କେବଳ ଜୁନରେ ବାହାରିଛନ୍ତି । ଦୈନିକ…