Latest Odisha News

BREAKING NEWS

Browsing Tag

COVID-19

କୋଭିଡ-୧୯ ନିୟମ ଉଲ୍ଲଙ୍ଘନ: ବେସରକାରୀ ହସ୍ପିଟାଲରେ ଚଢ଼ାଉ

ଭୁବନେଶ୍ୱର: କୋଭିଡ ନିୟମ ଉଲ୍ଲଙ୍ଘନ ଅଭିଯୋଗରେ ରାଜଧାନୀର ବ୍ଲୁ ହ୍ୱିଲ୍ ହସ୍ପିଟାଲ ସିଲ୍ ହେବା ପରେ ଅନ୍ୟ ବେସରକାରୀ ହସ୍ପିଟାଲ ଉପରେ ଚଢ଼ାଉ ଆରମ୍ଭ ହୋଇଛି । ଆଜି ଭୁବନେଶ୍ୱରର କିଛି ନର୍ସିଂ ହୋମ୍ ଓ ବେସରକାରୀ ହସ୍ପିଟାଲ ଉପରେ ରେଡ୍ କରାଯାଇଛି । ପୋଲିସ, ବିଏମ୍‌ସି ଅଧିକାରୀ ଏବଂ…

ଜୁଲାଇ ୧୫ ଯାଏଁ ଅନ୍ତର୍ଜାତୀୟ ବିମାନ ସେବା ବନ୍ଦ

ନୂଆଦିଲ୍ଳୀ: ଜୁଲାଇ ୧୫ ଯାଏଁ ସ୍ଥଗିତ ହେଲା ଅନ୍ତର୍ଜାତୀୟ ବିମାନ ସେବା । କରୋନା ସଂକ୍ରମତଣ ବୃଦ୍ଧିକୁ ଦେଖି ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ ତଥା ଡିଜିସିଏ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ତେବେ ଅନ୍ତର୍ଜାତୀୟ କାର୍ଗୋ ଅପରେସନ୍ ଏବଂ ବିମାନ ଚଳାଚଳ ନିୟନ୍ତ୍ରକ ଦ୍ୱାରା…

ଭୁବନେଶ୍ୱରରେ ବଢ଼ୁଛି ପଜିଟିଭ ସଂଖ୍ୟା, କମିିଛି ସତର୍କତା: ଅନୁ ଗର୍ଗ

ଭୁବନେଶ୍ୱର: ମୁମ୍ବାଇ, ଦିଲ୍ଲୀ ଓ ଚେନ୍ନାଇ ଭଳି ଭୁବନେଶ୍ୱରରେ ମଧ୍ୟ ଦିନକୁ ଦିନ କରୋନା ପଜିଟିଭି ସଂଖ୍ୟା ବଢ଼ିବାରେ ଲାଗିଛି, ହେଲେ ଆମର ସତର୍କତା କମିଛି । ଆଗକୁ ଆହୁରି କରୋନା କେସ୍ ବଢ଼ିବାରେ । ତେଣୁ ଆମକୁ ସତର୍କ ରହିବାକୁ ହେବ ବୋଲି ଭୁବନେଶ୍ୱର କୋଭିଡ ଅବଜରଭର ତଥା ମହିଳା ଓ ଶିଶୁ ବିକାଶ…

ହଟ୍‌ସ୍ପଟ୍ ଜିଲ୍ଲାରୁ ଆସିଲେ ବସ୍ତିରେ ହୋମ୍ କ୍ୱାରେଂଟିନ୍ ମନା

ଭୁବନେଶ୍ୱର: ଏଣିକି ହଟ୍‌ସ୍ପଟ୍ ଜିଲ୍ଲାରୁ ଆସିଥିଲେ, ରାଜଧାନୀର ବସ୍ତିରେ ଆଉ ଗୃହ ସଂଗରୋଧରେ ରହି ହେବନି । ବାହାର ଜିଲ୍ଲାରୁ ଆସୁଥିବା ବ୍ୟକ୍ତିଙ୍କୁ ବାଧ୍ୟତାମୂଳକ ସରକାରୀ କ୍ୱାରେଂଟାଇନ୍‌ରେ ରଖିବାକୁ ବିଏମ୍‌ସି ନିଷ୍ପତ୍ତି ନେଇଛି । ଭୁବନେଶ୍ୱରରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢ଼ି…

ଭୁବନେଶ୍ୱରରେ ପୁଣି ୯ ଜଣ ହସ୍ପିଟାଲ କର୍ମଚାରୀ କରୋନା ପଜିଟିଭ

ଭୁବନେଶ୍ୱର: ରାଜଧାନୀରେ ଆଜି ପୁଣି ୧୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ବଡ କଥା ହେଉଛି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ୨ ଜଣ ହୋମ୍ କ୍ୱାରେଂଟିନ୍ ମାମଲା ଥିବା ବେଳେ ୧୪ଟି ସ୍ଥାନୀୟ ସଂକ୍ରମଣ ରହିଛି । ଏନେଇ ବିଏମ୍‌ସି ଟ୍ୱିଟ୍ କରି ସୂଚନା ଦେଇଛି । ୧୬ ଜଣଙ୍କ ମଧ୍ୟରେ ୯ ଜଣ…

ରାଜ୍ୟରେ ଆଉ ୧୩୧ ଆକ୍ରାନ୍ତ ସୁସ୍ଥ, ମୋଟ ୪୪୨୨ ଆରୋଗ୍ୟ

ଭୁବନେଶ୍ୱର: ରାଜ୍ୟରେ ଆଜି ସକାଳେ ୨୧୮ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଅପରାହ୍ନରେ ୧୩୧ ଜଣ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୪୪୨୨ରେ ପହଂଚିଛି । 1 each from Baragarh, Bolangir, Jharsuguda, Keonjhar & Sundergarh The total…

ପ୍ରତିଦିନ ୫ ହଜାର ଟେଷ୍ଟ , ମଗାଗଲା ୫୦ ହଜାର କିଟ୍‌

ଭୁବନେଶ୍ୱର: ଜୁଲାଇ ମାସରେ ବଢିବ କରୋନା ଟେଷ୍ଟ । ପ୍ରତିଦିନ ୫ ହଜାର ଟେଷ୍ଟ ପାଇଁ ସରକାର ଟାର୍ଗେଟ୍ ରଖିଥିବା ଆଇଏଲଏସ ନିର୍ଦ୍ଦେଶକ ଅଜୟ ପରିଡା ସୂଚନା ଦେଇଛନ୍ତି । ସେ କହିଛନ୍ତି, ଖୁବଶୀଘ୍ର ଏସସିବି, ଆରଏମଆରସି ଏବଂ ଆଇଏଲଏସରେ ଅଧିକ ସଂଖ୍ୟକ ଟେଷ୍ଟ ହେବ । ସେହିପରି ୭ଟି ମେଡିକାଲ କଲେଜରେ…

କରୋନା ପ୍ରଭାବ: ଉଦଘାଟନ ହେବାର ୨ ଘଣ୍ଟା ପରେ ସିଲ୍ ହେଲା ସୁପର୍ ଷ୍ଟୋର୍ !

ଢେଙ୍କାନାଳ: ଢେଙ୍କାନାଳ ସହରର ଦକ୍ଷିଣକାଳୀ ରୋଡ଼ରେ ଶୁକ୍ରବାର ଦିନ ରିଲାଏନ୍ସ ସୁପର ଷ୍ଟୋର୍ ଉଦଘାଟନ ହେବାର ମାତ୍ର ୨ ଘଣ୍ଟା ପରେ ସିଲ୍ ହୋଇଛି । ଏହି ଘଟଣାନେଇ ଏବେ ସହରରେ ଚର୍ଚ୍ଚା ହେବାରେ ଲାଗିଛି । ଏସମ୍ପର୍କରେ ତହସିଲଦାର ଲକ୍ଷ୍ମୀଧର ରାଉତ ଗଣମାଧ୍ୟମକୁ କହିଛନ୍ତି ଯେ, ସାମାଜିକ…

କୋଭିଡ ପରିଚାଳନାରେ ସରକାର ବିଫଳ: ବିରୋଧୀ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ କୋଭିଡ୍ ପରିଚାଳନାରେ ବିଫଳତାକୁ ନେଇ ରାଜରାସ୍ତାରେ ଗର୍ଜିଛନ୍ତି ବିରୋଧୀ । ଆଜି ୧୩ଟି ବିରୋଧୀ ଦଳ ଏକାଠି ହୋଇ ମିଳିତ ଭାବେ ପ୍ରତିବାଦ କରିଛନ୍ତି । କଂଗ୍ରେସ, ବାମ ଦଳ, ଆମ୍ ଆଦମୀ ପାର୍ଟି ସମେତ ୧୩ଟି ବିରୋଧୀ ଦଳ ରାଜଧାନୀର ମାଷ୍ଟର କ୍ୟାଂଟିନ ଛକରେ ପ୍ରତିବାଦ…

କରୋନା ସଂକ୍ରମଣରେ ଚୀନକୁ ଟପିଯିବ ଦିଲ୍ଲୀ-ଏନସିଆର୍

ଦିଲ୍ଲୀ: ପ୍ରଦିତିନ ହଜାର ହଜାର ନୂଆ କରୋନା କେସ ସାମନାକୁ ଆସୁଛି । ଦିଲ୍ଲୀର କରୋନା ଗ୍ରାଫ ଦର୍ଶାଉଛି ବିଶ୍ୱରେ ୧୬୭ ଦେଶର ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ଯେତିକି କେବଳ ଦିଲ୍ଲୀ ଓ ଏହାର ଆଖପାଖ ଅଞ୍ଚଳରୁ ବାହାରିଛନ୍ତି ତାଠୁ ଅଧିକ ଆକ୍ରାନ୍ତ । ହନ୍ ହପକିଙ୍ଗସ ବିଶ୍ୱବିଦ୍ୟାଳୟ ରିପୋର୍ଟ ଏହି…