Latest Odisha News

BREAKING NEWS

Browsing Tag

COVID-19

କୋଭିଡ୍‌-୧୯ ଲକଡାଉନ କାଳରେ ଭାରତର ୬୫ ପ୍ରତିଶତ ବରିଷ୍ଠ ନାଗରିକ ହରାଇଛନ୍ତି ରୋଜଗାର !

ଭୁବନେଶ୍ୱର: ବିଶ୍ୱ ବରିଷ୍ଠ ନାଗରିକ ଦୁର୍ବ୍ୟବହାର ସଚେତନତା ଦିବସ ପାଳନ ଅବସରରେ 'ହେଲ୍ପଏଜ୍ ଇଣ୍ଡିଆ' ଦ୍ୱାରା କରାଯାଇଥିବା ର୍ବଭାରତୀୟ ସ୍ତରର ସର୍ଭେ ‘କୋଭିଡ୍‌-୧୯ ସମୟରେ ବରିଷ୍ଠ ନାଗରିକଙ୍କ ସ୍ଥିତି’ ର ତଥ୍ୟକୁ ଆଜି ପ୍ରକାଶ କରାଯାଇଛି । ଏଥିରେ ଲକଡାଉନ୍ କାଳରେ ଭାରତର ବରିଷ୍ଠ…

ଜୁନ୍ ୨୦ରୁ ଦିଲ୍ଲୀରେ ପ୍ରତିଦିନ ହେବ ୧୮୦୦୦ କରୋନା ଟେଷ୍ଟ

ନୂଆଦିଲ୍ଲୀ: ଦିଲ୍ଲୀରେ ଦିନକୁ ଦିନ ଉଗ୍ର ହେଉଛି କରୋନା । ଏଠାରେ କରୋନା ସ୍ଥିତି ବିଗିଡିବାରେ ଲାଗିଛି । ତେବେ ଦିଲ୍ଲୀରେ କରୋନା ମୁକାବିଲା ପାଇଁ ଆଜି କେନ୍ଦ୍ର ଗୃହମନ୍ତ୍ରୀ ଅମିତା ଶାହାଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ କରୋନା ମୁକାବିଲା ପାଇଁ ଉଭୟ…

କୋଭିଡ ନିୟମ ଉଲ୍ଲଙ୍ଘନ: ୬ଟି ଦୋକାନ ସିଲ୍ କଲା ସିଏମ୍‌ସି

କଟକ: ସିଲ୍ ହେଲା କଟକର ୬ଟି ଦୋକାନ । ସାମାଜିକ ଦୂରତା ନିୟମ ଉଲଂଘନ ଅଭିଯୋଗରେ ୬ଟି ଦୋକାନକୁ ସିଲ୍ କଲା କଟକ ମହାନଗର ନିଗମ। ସହରରେ ଥିବା ୨ ଟି କପଡା ଦୋକାନ, ବାଦାମବାଡିରେ ଥିବା ୨ଟି ମୋବାଇଲ ଦୋକାନ, ଏକ ସୁଇଟ୍ସ ଷ୍ଟଲ ଏବଂ ଅନ୍ୟ ଏକ ଦୋକାନକୁ ସିଲ କରିଛି ସିଏମସି। ସହରରେ ସାମାଜିକ…

ସକାଳେ ୧୪୬ ପଜିଟିଭ, ଅପରାହ୍ଣରେ ୧୪୬ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୪୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୮୫୪ରେ ପହଂଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି । 3 each from Jajpur and Nayagarh 2 each from…

ବିଷାଦ ବ୍ୟାଧିର ବଳୟରେ ବିଶ୍ୱ

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… କରୋନା ମହାମାରୀ, ଭୋକର ଜ୍ୱାଳା ଭଳି ଏବେ ବିଷାଦର ବ୍ୟାଧି ସମଗ୍ର ବିଶ୍ୱରେ ବ୍ୟାପିବାରେ ଲାଗିଛି । ମଣିଷ ମନରୁ ଶାନ୍ତି ଉଭେଇ ଯାଇଛି । ଧନସମ୍ପତି, କୋଠାବାଡି, ସୁନାରୂପା, ଗାଡିଘୋଡା ସବୁଥାଇ ମଣିଷ ମନରେ ସୁଖ ନାହିଁ । ଏବେ ସେ ପାଗଳ ଭଳି…

ଭୁବନେଶ୍ୱରକୁ ଫେରୁଛି କରୋନା, ଆଜି ଆଉ ୫ ପଜିଟିଭ୍‌

ଭୁବନେଶ୍ୱର: ଆଜି ଖୋର୍ଦ୍ଧାରେ ଚିହ୍ନଟ ହୋଇଥିବା ୭ ଜଣଙ୍କ ମଧ୍ୟରୁ ରାଜଧାନୀ ଭୁବନେଶ୍ୱରର ୫ ଜଣ ରହିଛନ୍ତି । ଏମାନଙ୍କ ମଧ୍ୟରେ ୩ ଜଣ ଘରେ ସଙ୍ଗରୋଧରେ ଥିବା ବେଳେ ଅନ୍ୟ ଦୁଇ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଚିନ୍ତାମଣିଶ୍ୱର ବୁଦ୍ଧେଶ୍ୱରୀ…

ସୁସ୍ଥ ହେଲେ ଆଉ ୧୧୪ କରୋନା ସଂକ୍ରମିତ

ଭୁବନେଶ୍ୱର: ଆଜି ରାଜ୍ୟରେ ୧୧୪ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଆରାଗ୍ୟ ଲାଭ କରିଥିବା ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୭୦୮ରେ ପହଂଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି । The total recovered cases of #Odisha now stand at…

ବଢ଼ିଲା କଟକଣା: ଜୁନ୍ ୩୦ ଯାଏଁ ଗଞ୍ଜାମ ଜିଲ୍ଲା ଲକଡାଉନ୍‌

ଗଞ୍ଜାମ: ଗଂଜାମ ଜିଲ୍ଲାରେ ବଢ଼ିଲା କଟକଣା । ଆଜିଠାରୁ ଜୁନ୍ ୩୦ ଯାଏଁ ଜିଲ୍ଲାରେ ଲକଡାଉନ୍ ଘୋଷଣା କରାଯାଇଛି । ଏନେଇ ଗଂଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ଗଂଜାମରେ ଗୋଷ୍ଠୀ ସଂକ୍ରମଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ…

ସତ୍ୟବାଦୀ ବ୍ଲକର ୩ଟି ଗ୍ରାମ କଣ୍ଟେନମେଣ୍ଟ୍ ଜୋନ୍ ଭାବେ ଘୋଷିତ

ପୁରୀ: ପୁରୀ ଜିଲ୍ଲା ସତ୍ୟବାଦୀ ବ୍ଲକ ଅନ୍ତର୍ଗତ ୩ଟି ଗ୍ରାମକୁ ଶନିବାର ଦିନ କରୋନା ସଂକ୍ରମଣ ନହେବା ଲାଗି କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷିତ କରାଯାଇଛି । ସତ୍ୟବାଦୀ ବ୍ଲକ ଦାସବିଦ୍ୟାଧରପୁର ପଞ୍ଚାୟତର ପଖିମୁଣ୍ଡା ଗ୍ରାମରେ ୨ଜଣ ବ୍ୟକ୍ତି କରୋନା ପଜିଟିଭ୍ ଚିହ୍ନଟ ହେବାପରେ ସ୍ଥାନୀୟ…

ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ୟୁସୁଫ ରାଜା ଗିଲାନୀ କରୋନା ସଂକ୍ରମିତ

ଇସଲାମାବାଦ: ପାକିସ୍ତାନରେ ଏବେ କରୋନା ମହାମାରୀ ଉତ୍କଟ ରୂପ ଧାରଣ କରିଛି । ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ୟୁସୁଫ ରାଜା ଗିଲାନୀ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ନେଇ ପାକିସ୍ତାନୀ ଗଣମାଧ୍ୟମ ‘ଡନ୍‌’ ରେ ଏକ ରିପୋର୍ଟ ପ୍ରକାଶିତ ହୋଇଛି । ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ…