Latest Odisha News

BREAKING NEWS

Browsing Tag

COVID-19

କରୋନା ରାଜନୀତିରେ ପ୍ରବାସୀ ଶ୍ରମିକ

ଚାଇନାର ଉହାନ ସହରରୁ ବାହାରି ଆଜି କରୋନା ସାରା ବିଶ୍ୱକୁ ବ୍ୟାପିଛି । ଏଯାବତ ୨୧୨ ଦେଶକୁ ଗ୍ରାସ କରି ଏକ ମହାବିପତ୍ତିର ରୂପ ଧାରଣ କରିଛି । ଭାରତ ମଧ୍ୟ ଏହି ମହାମାରୀ କବଳରୁ ବଞ୍ଚିପାରି ନାହିଁ । ସଂକ୍ରମଣ ରୋକିବାକୁ ଯାଇ ସରକାରଙ୍କ ଲକ୍‌ଡ଼ାଉନ ଫର୍ମୁଲା ଆଜି ଅର୍ଥନୀତି ପାଇଁ ବୁମେରାଂ…

ଆର୍ଥିକ ଦୁର୍ବଳ ଶ୍ରେଣୀ ଛାତ୍ରଛାତ୍ରୀଙ୍କ କୋଟା ସିଟ୍ ଭରିବାକୁ ଏକ ବର୍ଷ ଅଧିକା ସମୟ ମାଗିଲା ‘ଆଇଆଇଟି’

ନୂଆଦିଲ୍ଲୀ: ଆର୍ଥିକ ଦୁର୍ବଳ ଶ୍ରେଣୀ ଛାତ୍ରଛାତ୍ରୀଙ୍କ କୋଟା ସିଟ୍ ପୁରଣ କରିବାକୁ ଇଣ୍ଡିଆନ ଇନଷ୍ଟିଟିୟୁଟ ଅଫ୍ ଟେକ୍ନୋଲୋଜି (ଆଇଆଇଟି) କେନ୍ଦ୍ର ଠାରୁ ଏକ ବର୍ଷ ଅଧିକା ସମୟ ମାଗିଛି । ପୂର୍ବରୁ ସରକାର ୨୦୨୧ କୁ ଏହାର ଶେଷ ସମୟ ରୂପେ ଧାର୍ଯ୍ୟ କରିଥିଲେ । ଅଧିକ ପଢନ୍ତୁ: ଶ୍ରୀଦେବୀଙ୍କ…

ଅନୁଗୁଳରେ ୬ ବର୍ଷର ନାବାଳକ କରୋନା ପଜିଟିଭ୍ ଚିହ୍ନଟ

ଅନୁଗୁଳ: ଅନୁଗୁଳ ବ୍ଲକ ଅନ୍ତର୍ଗତ ଏକ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ରରୁ ଆଜି ଏକ ୬ ବର୍ଷର ବାଳକ କରୋନା ଆକ୍ରାନ୍ତ ହୋଇଥିବାର ଜିଲ୍ଲା ପ୍ରଶାସନ ସୂତ୍ରରୁ ପ୍ରକାଶ। ଉକ୍ତ ବାଳକ ନିଜ ପିତାମାତାଙ୍କ ସହ ମହାରାଷ୍ଟ୍ରରୁ ଫେରି ସଂଗରୋଧରେ ଥିଲେ।ଆଜି ତାଙ୍କ ନମୁନା ପଜିଟିଭ ଜଣାପଡ଼ିଛି ବୋଲି…

ଲକ୍ ଡାଉନ୍‌ର ମାଡ଼ ଉପରେ ଆର୍ଥିକ ପ୍ୟାକେଜ୍‌ର ଉପହାସ

ବିଚିତ୍ର ବିଶ୍ୱାଳଙ୍କ ନିୟମିତ ସ୍ତମ୍ଭ: ‘ସମୟର ସ୍ୱର’… ଆମ ଓଡ଼ିଆରେ ଗୋଟେ କଥା ଅଛି, ‘ଉପରେ ପାଣି ଦେଇ ଭିତରେ ଚେର କାଟିବା’ । ଏହାର ଅର୍ଥ ହେଉଛି, ଲୋକଙ୍କୁ ଲାଗୁଥିବ ପାଣି ଦେଇ ଗଛକୁ ବଂଚାଯାଉଛି, କିନ୍ତୁ ଅସଲରେ ଭିତରେ ଚେର କାଟି ଗଛକୁ ମାରିବାର ବ୍ୟବସ୍ଥା କରାଯାଉଥିବ । ଲକ୍ ଡାଉନ୍‌ର…

ଜୁଲାଇ ୩୧ ଯାଏଁ ବନ୍ଦ ରହିବ ସ୍କୁଲ, କଲେଜ

ଭୁବନେଶ୍ୱର: ଆସନ୍ତା ଜୁଲାଇ ୩୧ ଯାଏଁ ଖୋଲିବନି ସ୍କୁଲ ଓ କଲେଜ । ଦେଶରେ କରୋନା ମହାମାରୀ ପାଇଁ ଏବେ ସ୍କୁଲ, କଲେଜ୍ ଛୁଟି ଅଛି। ତେବେ ଗତ ଦୁଇ ଦିନ ମଧ୍ୟରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କୁ ଦୃଷ୍ଟିରେ ରଖି ସ୍କୁଲ କଲେଜ୍ ଆଦି ୩୧ ଯାଏଁ ବନ୍ଦ ରହିବ ବୋଲି ରାଜ୍ୟ ସରକାର ନିଷ୍ପତ୍ତି…

ଜଡଜଗତରେ ଜଡିତ ହେବାକୁ ଏ ଜୀବଜଗତ…

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ଆମେ ପ୍ରକୃତି ସହିତ ଖେଳ ଖେଳିଲେ । ଏବେ ପ୍ରକୃତିର ଭୟଙ୍କର ଖେଳ ଆରମ୍ଭ ହୋଇଯାଇଛି । ଆମେ ଆମର ବଡିମା ଦେଖାଇବା ପାଇଁ ମାଟି, ପାଣି, ପବନ, ଆକାଶକୁ ଅକ୍ତିଆରରେ ଆଣିବାପାଇଁ ନୂଆ ନୂଆ ଯନ୍ତ୍ରପାତି, ମାରଣାସ୍ତ୍ର ବ୍ୟବହାର କଲେ । ଧରଣୀବକ୍ଷକୁ…

ଉତ୍ତରାଖଣ୍ଡର କ୍ୟାବିନେଟ୍ ମନ୍ତ୍ରୀ ସତପାଲ ସିଂହ ମହାରାଜଙ୍କୁ କରୋନା

ଡେରାଡୁନ: ଦେଶରେ ଦିନକୁ ଦିନ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ ମାମଲା । ଉତ୍ତରାଖଣ୍ଡର କ୍ୟାବିନେଟ ମନ୍ତ୍ରୀ ସତପାଲ ସିଂହ ମହାରାଜ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାସହ ତାଙ୍କ ପୁଅ, ବୋହୂ ସମେତ ୨୨ଜଣ କର୍ମଚାରୀଙ୍କ ରିପୋର୍ଟ ମଧ୍ୟ ପଜିଟିଭ୍ ଆସିଛି । ସତପାଲ୍ କରୋନା ସଂକ୍ରମିତ…

‘ବନ୍ଦେ ଉତ୍କଳ ଜନନୀ’ ଗାନ ଲାଗି କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ; କହିଲେ ମୁଁ ଋଣୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିବେଦନ କ୍ରମେ ଆଜି ସନ୍ଧ୍ୟାରେ ସମଗ୍ର ଓଡ଼ିଶାବାସୀ ତଥା ବିଶ୍ୱର କୋଣ ଅନୁକୋଣରେ ରହିଥିବା ଓଡ଼ିଆ ଭାଇ ଭଉଣୀମାନେ ଏକାସାଙ୍ଗରେ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରି କୋଭିଡ ଯୋଦ୍ଧାଙ୍କ ତ୍ୟାଗକୁ ସମ୍ମାନ ଜଣାଇବା ସହିତ ସେମାନଙ୍କୁ ଯେଭଳି ଉତ୍ସାହିତ…

କୋଭିଡ-୧୯ ମେଗାଲ୍ୟାବ ପ୍ରୋଜେକ୍ଟ: ‘ଆଇଆଇଟି ଆଲୁମ୍‌ନି କାଉନସିଲ’ର ସହଭାଗୀ ହେଲା ‘ମୁମ୍ବାଇ…

ମୁମ୍ବାଇ: କୋଭିଡ-୧୯ ସଙ୍କଟ ତଥା ଅନ୍ୟ ରୋଗର ମୁକାବିଲା ପାଇଁ ତିଆରି ହେବାକୁ ଥିବା ବିଶ୍ୱର ସର୍ବ ବୃହତ ସଂକ୍ରାମକ ରୋଗ ଟେଷ୍ଟିଂ ଲ୍ୟାବ ବିସ୍ତାର ନିମନ୍ତେ ଆଇଆଇଟି ଆଲୁମ୍‌ନି କାଉନସିଲକୁ ସହଯୋଗର ହାତ ବଢାଇଛି ମୁମ୍ବାଇ ବିଶ୍ୱବିଦ୍ୟାଳୟ । ଅଧିକ ପଢନ୍ତୁ: ‘ଇନଟର୍ଣ୍ଣଶାଳା’ ସହଯୋଗରେ…

ସବୁ ଦୋଷ ଚୀନ୍‌ର; ‘ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ’ ସହ ସମସ୍ତ ସମ୍ପର୍କ ଚ୍ଛିନ୍ନ କଲେ ଡ଼ୋନାଲ୍ଡ୍ ଟ୍ରମ୍ପ୍

ୱାଶିଂଟନ: ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ଡବ୍ଲୁଏଚଓ) ସହିତ ଆମେରିକା ତାହାର ସମସ୍ତ ସମ୍ପର୍କ ଚ୍ଛିନ୍ନ କରିଥିବା ନେଇ ମାର୍କିନ୍ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଆଜି ଘୋଷଣା କରିଛନ୍ତି । ଏପରିକି କରୋନା ଭୂତାଣୁ ସାରା ବିଶ୍ୱରେ ସଂକ୍ରମଣ ହେବାନେଇ ଚୀନକୁ ସମସ୍ତ ଦୋଷ ଦେଇଛନ୍ତି ଆମେରେକୀୟ…