କରୋନା ଆକ୍ରାନ୍ତଙ୍କ ପରିଚୟ ପ୍ରଘଟ ନ’କରିବାକୁ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
କଟକ: ଓଡ଼ିଶା ହାଇକୋର୍ଟ ଶନିବାର ଦିନ କରୋନା ରୋଗୀଙ୍କ ସମ୍ପର୍କରେ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି, ରାଜ୍ୟର କୌଣସି କରୋନା ରୋଗୀ କିମ୍ବା ସନ୍ଦିଗ୍ଧ କରୋନା ଆକ୍ରାନ୍ତଙ୍କ ପରିଚୟ ପ୍ରଘଟ ନକରିବାକୁ ।
“ରାଜ୍ୟର ବିଭାଗୀୟ କର୍ତ୍ତୃପକ୍ଷ ରାଜ୍ୟ…