ମହରଗରୁ କାନ୍ତାରରେ ଆମ ପ୍ରବାସୀ ଶ୍ରମିକ
ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର…
ଭାରତ ସରକାର କରୋନା ମହାମାରୀ ପାଇଁ ଲକ୍ଡାଉନ୍ ଚତୁର୍ଥ ପର୍ଯ୍ୟାୟରେ ସବୁ ଶ୍ରେଣୀର ଜନଗଣ ଗଭୀର ସମସ୍ୟାରେ ପଡିଛନ୍ତି । ଦେଶର ଶ୍ରମଜୀବିଙ୍କ ଜୀବନ ଜୀବିକା ଠପ୍ ହୋଇଯାଇଛି । ସେମାନଙ୍କ ଦୁର୍ଦ୍ଦଶା କହିଲେ ନସରେ । ସାରା ଦେଶରେ କାର୍ଯ୍ୟରତ…