Latest Odisha News

BREAKING NEWS

Browsing Tag

COVID-19

ଜୀବନ, ଜୀବିକା ଓ ମହାମାରୀ…

ମାନବ ସମାଜର ଇତିହାସରେ ଜୀବନ ଓ ଜୀବିକାର ସୁରକ୍ଷା ସର୍ବଦା ସମାଜ ଏବଂ ରାଷ୍ଟ୍ରର ପ୍ରଥମ କର୍ତ୍ତର୍ବ୍ୟ । ଅତୀତରେ ସ୍ପେନିସ ଇନ୍‌ଫ୍ଲୁଏଞ୍ଜା(୧୯୧୮-୨୦), ବୁବୋନିକ୍ ପ୍ଲେଗ୍‌(୧୩୪୬-୫୩), ଏସିଆନ୍ ଫ୍ଲୁ, କଲେରା, ସ୍ମଲ୍‌ପକ୍‌ସ ଭଳି ମହମାରୀ ଜୀବନ ଓ ଜୀବିକା କ୍ଷେତ୍ରରେ ଅନେକ ବିପର୍ଯ୍ୟୟ…

ଅଟୋଇମ୍ୟୁନ୍ ରୋଗ ଓ କୋଭିଡ୍‌-୧୯

ଚିକିତ୍ସା ଓ ସ୍ୱାସ୍ଥ୍ୟ ସମ୍ପର୍କୀତ ଡାକ୍ତର ଦୁର୍ଗା ପ୍ରସାଦ ମିଶ୍ରଙ୍କ ନିୟମିତ ସ୍ତମ୍ଭ: ଆରୋଗ୍ୟ ଆପଣମାନଙ୍କ ପାଇଁ ଯେଉଁମାନେ ମାସ୍କ ପିନ୍ଧିବାକୁ ଚାହାନ୍ତି ନାହିଁ କିମ୍ବା ଭାବନ୍ତି ଲୋକମାନେ କୋଭିଡ୍‌-୧୯ ପ୍ରତି ଅତ୍ୟଧିକ ପ୍ରତିକ୍ରିୟା କରୁଛନ୍ତି, ଦୟାକରି ମନେରଖନ୍ତୁ ଏବଂ ଯେଉଁମାନେ…

ପ୍ରବାସୀ ଶ୍ରମିକ ସମସ୍ୟାର ପରିଚାଳନା ଏକ ଆହ୍ୱାନ

ସୋମେଶ ମହାପାତ୍ରଙ୍କ ନିୟମିତ ସ୍ତମ୍ଭ: ସାମ୍ପ୍ରତିକୀ କୋଭିଡ-୧୯ର ମୁକାବିଲା ଲାଗି କେନ୍ଦ୍ର ସରକାର ଯାତାୟତ ଉପରେ ୪୦ଦିନ ଲାଗି ସମ୍ପୂର୍ଣ୍ଣ ନିଷେଧାଦେଶ ଜାରିକରିବା ଯୋଗୁ ଦେଶ ଭିତରେ କାମକରୁଥିବା ବିଭିନ୍ନ ରାଜ୍ୟର ଶ୍ରମିକ କାର୍ଯ୍ୟ ହରାଇ ସମ୍ପୃକ୍ତ ଅଞ୍ଚଳଗୁଡ଼ିକରେ ଉପାୟଶୂନ୍ୟ ହୋଇ ଅଟକି…

କରୋନା ସହ ଲଢେଇ: ସଚେତନତା ସହ ସେବା କରିଚାଲିଛନ୍ତି ସଞ୍ଜୟ…

ଜଗତସିଂହପୁର: ସମ୍ପ୍ରତି ସମଗ୍ର ବିଶ୍ୱରେ କରୋନା ମହାମାରିର ଭୂତାଣୁ ତାର କାୟା ବିସ୍ତାର କରିଥିବା ବେଳେ ସରକାରୀ ନିର୍ଦ୍ଦେଶନାମା ଅନୁସାରେ ପ୍ରତିଟି ମଣିଷ ନିଜ ନିଜର ବାସ ଗୃହରେ ରହି ମାକ୍ସ ପିନ୍ଧିବା ସହିତ ସାନିଟାଇଜରରେ ରହିବା ଦ୍ୱାରା ହିଁ ଏହି ମହାମାରିକୁ ପ୍ରତିହତ କରିପାରିବା । …

କରୋନା ଅପଡ଼େଟ୍‌: ଓଡ଼ିଶା,ଭାରତ ସମେତ ବିଶ୍ୱର ତାଜା ସ୍ଥିତି

ଭୁବନେଶ୍ୱର: ଆଜି ସନ୍ଧ୍ୟା ସୁଦ୍ଧା ଓଡ଼ିଶାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪୨କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୧ରେ ରହିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୩୯ଜଣ ଆରୋଗ୍ୟ ଲାଭ କରିଥିବା ନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂତ୍ରରୁ…

ସୁରା ପାଣ୍ଠିରେ କରୋନା ଲଢ଼େଇ !

ସୋମେଶ ମହାପାତ୍ରଙ୍କ ନିୟମିତ ସ୍ତମ୍ଭ: ସାମ୍ପ୍ରତିକୀ ବିନାଶକାରୀ କୋଭିଡ ସଂକ୍ରମଣର ମୁକାବିଲା ପାଇଁ ଏବେ ବିପୁଳ ପାଣ୍ଠି ଆବଶ୍ୟକ ପଡୁଛି| ଜି-୨୦ ଭଳି ବିଭିନ୍ନ ବହୁରାଷ୍ଟ୍ରିୟ ସଙ୍ଗଠନ ସଦସ୍ୟଭୂକ୍ତ ଦେଶଗୁଡ଼ିକୁ ଜରୁରୀ ସହାୟତାଦେବା ଲାଗି ଅର୍ଥବ୍ୟବସ୍ଥା କରୁଥିବା ବେଳେ ବିଶ୍ବରେ ଜାତୀୟ ତଥା…

ଅଥ ଅଥର୍ବ ଅର୍ଥନୀତି

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ଏ ନିବନ୍ଧ ଲେଖିବା ପୂର୍ବରୁ ପଣ୍ଡିତ ବିଷ୍ଣୁ ଶର୍ମା ସଂସ୍କୃତରେ ଲେଖିଥିବା ଅଥ କୃଷ୍ଣସର୍ପ କଥା ମନେ ପକାଇଦେଉଛି । ଥରେ ଗୋଟିଏ ବେଙ୍ଗ ତା’ର ପରିବାର ଓ ସାଙ୍ଗ ସାଥୀ ମାନଙ୍କ ସହିତ କୂଅରେ ବାସ କରୁଥିଲା । ତା’ ପାଖ ସଂପର୍କୀୟମାନେ ତାକୁ…

କରୋନା: ଆରମ୍ଭରୁ ଆଜି ଯାଏଁ…

ରାତି ପାହିଲେ ଚାଲିଛି ଅଙ୍କ କଷା l ସ°କ୍ରମିତଙ୍କ ସ°ଖ୍ୟା କେତେ ବଢିଲା ! ମୃତକଙ୍କ ସ°ଖ୍ଯା କେତେ ହେଲା ! ଆଶଙ୍କାରେ କେତେ ଲୋକଙ୍କୁ ଏକାନ୍ତରେ ରଖାଗଲା, ଏମିତି ଅନେକ l ସାରା ପୃଥିବୀରେ ଏବେ ଭୟର ବାତାବରଣ l ସାରା ବିଶ୍ଵବାସୀ ଏବେ ଆତଙ୍କିତ l ପରମାଣୁ ଶକ୍ତିରେ ଶକ୍ତିଶାଳୀ…

ଏକ କୋଟିରୁ ଅଧିକ ମାସ୍କ ପ୍ରସ୍ତୁତ କଲେ ସ୍ୱୟଂ ସହାୟିକା ଗୋଷ୍ଠୀ

ନୂଆଦିଲ୍ଲୀ: ଦେଶର ବିଭିନ୍ନ ସ୍ୱୟଂ ସହାୟିକା ଗୋଷ୍ଠୀଙ୍କ ଦ୍ୱାରା ଏକ କୋଟିରୁ ଅଧିକ ଫେସ ମାସ୍କ ତିଆରି କରାଯାଇଛି । ସହରାଂଚଳ ବ୍ୟାପାର ଓ ଆବାସ ମନ୍ତ୍ରଣାଳୟ ଅଧୀନରେ କାର୍ଯ୍ୟକାରୀ ହେଉଥିବା ଡିଏୱାଇ-ଏନୟୁଏଲଏମ୍ କାର୍ଯ୍ୟକ୍ରମରେ ସଂପୃକ୍ତ ସ୍ୱୟଂ ସହାୟିକା ଗୋଷ୍ଠୀର ସଦସ୍ୟମାନେ ଏହି ମାସ୍କ…

ଡାକ୍ତରଙ୍କୁ ଦୁର୍ବ୍ୟବହାର କରି ଗିରଫ ହେଲେ ଯୁବକ

ଯାଜପୁର: କରୋନା ସଙ୍କଟ ସମୟରେ ଡାକ୍ତରମାନଙ୍କୁ ଯୋଦ୍ଧାର ମାନ୍ୟତା ଦେଇଛନ୍ତି ରାଜ୍ୟ ସରକାର । ସେମାନଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଆଇନ ମଧ୍ୟ ପ୍ରସ୍ତୁତ କରିଛନ୍ତି । ଏଭଳି ପରିସ୍ଥିତିରେ ଯାଜପୁର ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଡାକ୍ତରଙ୍କୁ ଦୁର୍ବ୍ୟବହାର କରାଯାଇଛି । ମିଳିଥିବା…