Latest Odisha News

BREAKING NEWS

Browsing Tag

COVID-19

ଭଦ୍ରକର ୫ଟି ପଞ୍ଚାୟତ କଣ୍ଟେନମେଣ୍ଟ୍ ଜୋନ୍ ଭାବେ ଘୋଷିତ

ଭଦ୍ରକ: ଭଦ୍ରକରେ ୫ଟି ନୂଆ କରୋନା ପଜିଟିଭ୍ ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲ୍ଲା ପ୍ରଶାସନ ୫ଟି ଗ୍ରାମ ପଞ୍ଚାୟତକୁ ସିଲ୍ କରିଦେବା ସହିତ କଣ୍ଟେନ୍‌ମେଣ୍ଟ୍ ଜୋନ୍ ଭାବେ ଘୋଷିତ କରିଛନ୍ତି । Containment Zones notified by District Administration Bhadrak.…

କରୋନା ଆତଙ୍କ: ଭଦ୍ରକରେ ୫, ବାଲେଶ୍ୱରରେ ୨ ନୂଆ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୋମବାର ପ୍ରଦାନ କରାଯାଇଥିବା ସୂଚନା ଅନୁଯାୟୀ, ରାଜ୍ୟରେ ଯେଉଁ ୭ଟି ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ସେଥିମଧ୍ୟରେ ଭଦ୍ରକ ଜିଲ୍ଲାରୁ ୫ଜଣ ଏବଂ ବାଲେଶ୍ୱର ଜିଲ୍ଲାରୁ ୨ ଜଣ । 7 New Positive Cases of…

ଓଡ଼ିଶାରେ ଆଉ ୭ କରୋନା ପଜିଟିଭ୍ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୬୮କୁ ବୃଦ୍ଧି

ଭୁବନେଶ୍ୱର: ଓଡ଼ିଶାରେ ୭ଟି ପଜିଟିଭ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂତ୍ରରୁ ସୂଚନା ମିଳିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନାନୁଯାୟୀ, ୧୦,୬୪୧ଟି କୋଭିଡ୍‌-୧୯ ନମୂନା ପରୀକ୍ଷା ହୋଇଥିବା ବେଳେ ୧୦,୫୭୩ଟି…

ସାମାଜିକ ଦୂରତା ରକ୍ଷା ବେଳେ ମନୁଷ୍ୟର ମନସ୍ଥିତି…

ପ୍ରଥମ ପର୍ଯ୍ୟାୟ ୨୧ ଦିନିଆ ତାଲାବନ୍ଦ ଘୋଷଣାର ଦି’ସପ୍ତାହ ଯିବା ପରଠୁ ଆମ ଦେଶରେ କିଛି ଲୋକଙ୍କ ଭିତରେ ଗୃହବନ୍ଦୀଜନିତ ବିରକ୍ତି ଦେଖାଦେଇଥିବା ବିଷୟ ଗଣମାଧ୍ୟମରେ ଚର୍ଚ୍ଚିତ ହୋଇଥିଲା| ଏବେ ଏହା ଅବସାଦରେ ପରିଣତ ହୋଇଥିବା କୁହାଯାଉଛି| ସେମାନେ କୁଆଡ଼େ ଘୋର ମାନସିକ ଅଶାନ୍ତିରେ କାଳ…

କରୋନା ସହ ୧୦ ଦିନ ଲଢି ଆଖି ବୁଜିଦେଲେ ଏସିପି…

ଲୁଧିଆନା: ପଞ୍ଜାବପ ପ୍ରଦେଶ ଲୁଧିଆନାର ଆସିଷ୍ଟାଷ୍ଟ କମିଶନର୍ ଅଫ ପୋଲିସ (ଏସିପି) ହେଲେ ଅନିଲ୍ କୋହଲି । ଜନସାଧାରଣଙ୍କୁ କରୋନା କବଳରୁ ବଞ୍ଚାଇବା ଲାଗି ଦିନ ରାତି ଖରାରେ ଛିଡ଼ା ହୋଇ ସେବା ସହିତ କର୍ତ୍ତବ୍ୟ କରୁଥିଲେ । କରୋନା ଭୂତାଣୁରେ ସଂକ୍ରମିତ ହେବାପରେ ଚିକିତ୍ସିତ ହେଉଥିଲେ । ଶନିବାର…

ପାକିସ୍ତାନରେ ଚାଲିଛି ଅଜବ କାର୍ଯ୍ୟ; ନାଚିଲେ ମିଳୁଛି କରୋନା ସହଯୋଗ !

ଇସ୍ଲାମାବାଦ: ଘାତକ କରୋନା ମହାମାରୀର ଯନ୍ତ୍ରଣା ଭୋଗୁଛି ଏବେ ସାରା ବିଶ୍ୱ । ତେବେ ପାକିସ୍ତାନରେ ସାଧାରଣ ଜନତାଙ୍କ ସମେତ ଗରିବ ଅସହାୟ ଜନସାଧାରଣ ଅସହ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ପାକିସ୍ତାନରେ ଅଧିକାଂଶ ଗରିବ ଜନସାଧାରଣ ଭୋଗୁଛନ୍ତି ଅବ୍ୟକ୍ତ ଯନ୍ତ୍ରଣା । କେବଳ ଜନସାଧାରଣ…

ଆରମ୍ଭ ହେଲା ଜନ ସହାୟତା କେନ୍ଦ୍ର: ଫୋନରେ ମିଳିବ ସ୍ୱାସ୍ଥ୍ୟ ଓ ମାନସିକ ସମସ୍ୟା ପରାମର୍ଶ

ଭୁବନେଶ୍ୱର: କରୋନା ମହାମାରୀର ମୁକାବିଲାରେ ସରକାରଙ୍କ ସହ କାନ୍ଧ ମିଳାଇଛନ୍ତି ରାଜ୍ୟର ବିଭିନ୍ନ ସ୍ୱେଚ୍ଛାସେବୀ ସଂଗଠନ । ରାଜ୍ୟର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ସିୱାଇଏସ୍‌ଡି ଓ ଏହାର ସହଯୋଗୀ ସଂଗଠନମାନେ ମିଳିତ ଭାବେ ଏକ ଜନ ସହାୟତା କେନ୍ଦ୍ର ଆରମ୍ଭ କରି ଏକ ନିଶୁଳ୍କ ନମ୍ବର ଜାରି…

୨ୟ ପର୍ଯ୍ୟାୟ ଲକ୍‌ଡ଼ାଉନ: ଏହି ୯ଟି ଜିଲ୍ଲାରେ ଚାଲିବନି ଘରୋଇ ଯାନବାହନ

ଭୁବନେଶ୍ୱର: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନ୍ ସମୟସୀମା ବୃଦ୍ଧି କରିବା ପରେ ରାଜ୍ୟ ସରକାର ନୂଆ ନିର୍ଦ୍ଦେଶନାମା ଜାରି କରିଛନ୍ତି । କରୋନା ଭୂତାଣୁ ଯୋଗୁଁ ଯେଉଁ ସବୁ ଜିଲ୍ଲାଗୁଡ଼ିକୁ ଅଧିକ ନଜର ରଖାଯାଇଛି ସେହିସବୁ ଜିଲ୍ଲା ଗୁଡ଼ିକରେ ଘରୋଇ ଯାନବାହନ ଚଳାଚଳ କରିବ ନାହିଁ । କେବଳ…

କୋଭିଡ୍ ମୁକାବିଲା: ୨୭୪ଟି ବିମାନ ଯୋଗେ ହେଲା ଦେଶବ୍ୟାପୀ ଔଷଧ ପରିବହନ

ନୂଆଦିଲ୍ଲୀ:ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ କୋଭିଡ-୧୯ର ମୁକାବିଲା ପାଇଁ ଜୀବନରେଖା ଉଡାଣ ଅଧିନରେ ଅତ୍ୟାବଶ୍ୟକ ଔଷଧ ସାମଗ୍ରୀ ଦେଶର ବିଭିନ୍ନ ଅଗମ୍ୟ ଅଞ୍ଚଳକୁ ପଠାଯାଉଛି । S No Date Air India Alliance IAF Indigo SpiceJet Total…

କୋଭିଡ୍ ମୁକାବିଲା ଲାଗି ପ୍ରସ୍ତୁତ ହେଲା ବ୍ୟକ୍ତିଗତ ସୁରକ୍ଷା କଭରାଲ୍ ସୁଟ୍

ବେଙ୍ଗାଲୁରୁ: ବେଙ୍ଗାଲୁରୁସ୍ଥିତ ସିଏସଆଇଆରର ସହଯୋଗୀ ଲାବରୋଟାରୀ ଜାତୀୟ ଏରୋସ୍ପେସ୍ ଲାବରୋଟାରୀ ଏବଂ ଏମଏଏଫ କ୍ଲଦିଙ୍ଗ ପ୍ରାଇଭେଟ ଲିମିଟେଡ ମିଳିତ ସହଯୋଗରେ ବ୍ୟକ୍ତିଗତ ସୁରକ୍ଷା କଭରାଲ ସୁଟର ମଡେଲ (ପ୍ରୋଟୋଟାଇପ) ବିକଶିତ ହୋଇଛି । ଏହି ସୁରକ୍ଷା ପୋଷାକରେ ସାଧାରଣ ମେସିନ ବୁଣା କପଡା…