Latest Odisha News

BREAKING NEWS

Browsing Tag

COVID-19

ବରିଷ୍ଠ କଂଗ୍ରେସ ନେତା ଅହମ୍ମଦ ପଟେଲଙ୍କ ଦେହାନ୍ତ

ନୂଆଦିଲ୍ଲୀ: ବରିଷ୍ଠ କଂଗ୍ରେସ ନେତା ଅହମ୍ମଦ ପଟେଲଙ୍କର ବୁଧବାର ସକାଳେ ଦେହାନ୍ତ ହୋଇଥିବା ତାଙ୍କ ପୁଅ ଫେଜଲ ପଟେଲ ସୂଚନା ପ୍ରଦାନ କରିଛନ୍ତି। ଏକ ଟ୍ୱିଟ ଯୋଗେ ସେ ଜଣାଇଛନ୍ତି ଯେ, "ଗୁଜରାଟର ରାଜ୍ୟସଭା ସାଂସଦ ଆଜି ସକାଳ ୩.୩୦ ସମୟରେ ମୃତ୍ୟୁ ବରଣ କରିଛନ୍ତି। ‘ମୁଁ ବହୁତ ଦୁଃଖର ସହିତ…

ଓଡିଶାରୁ ସୁସ୍ଥ ହେଲେ ଆଉ ୧୨୯୭ କରୋନା ରୋଗୀ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୨୯୭ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଉଲ୍ଲେଖଯୋଗ୍ୟ, ଓଡିଶାରେ ୩,୦୯,୪୦୮ କରୋନା ମାମଲା ରହିଥିବା ବେଳେ ମୋଟ୍ ୨,୯୯,୧୫୯ ଜଣ ଆରୋଗ୍ୟ…

ଭୁବନେଶ୍ୱରରେ କମୁଛି କରୋନା ପଜିଟିଭ କେସ୍‌

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ କମୁଛି କରୋନା । ଧୀରେ ଧରରେ ପଜିଟିଭ ସଂଖ୍ୟା ହ୍ରାସ ପାଉଛି । ଗତ କିଛି ଦିନ ହେବ ରାଜଧାନୀରେ ଶହେ ତଳକୁ କରୋନା ରୋଗୀ ବାହାରୁଛନ୍ତି । ଗତ ୨୪ ଘାଂଟାରେ ୫୭ଟି ନୂଆ ମାମଲା ସାମ୍ନାକୁ ଆସିଛି । ସେଥିମଧ୍ୟରୁ ସଙ୍ଗରୋଧରୁ ୧୧ ଓ ସ୍ଥାନୀୟ ଅଂଚଳରୁ ୪୬ ଜଣ…

ଦିଲ୍ଲୀରେ ବଢ଼ୁଛି କରୋନା ସଂକ୍ରମଣ, ଜରୁରୀ ବୈଠକ ଡାକାଇଲେ ଗୃହମନ୍ତ୍ରୀ

ନୂଆଦିଲ୍ଳୀ: ରାଜଧାନୀ ଦିଲ୍ଲୀରେ ଦ୍ରୁତ ଗତିରେ ବଢ଼ୁଛି କରୋନା ସଂକ୍ରମଣ । କରୋନାର ସେଠାରେ ତୃତୀୟ ପର୍ଯ୍ୟାୟ ଲହର ଚାଲିଛି । ଯାହା ସମସ୍ତଙ୍କ ଚିନ୍ତା ବଢ଼ାଇ ଦେଇଛି । ଏଭଳି ସ୍ଥିତିରେ ଗୃହମନ୍ତ୍ରୀ ଅମିତ ଶାହା ଆଜି ଜରୁରୀ ବୈଠକ ଡକାଇଛନ୍ତି । ଏଥିରେ ଦିଲ୍ଲୀ ସ୍ୱାସ୍ଥ୍ୟ ମନ୍ତ୍ରୀ…

ଥମୁନି କରୋନା ମୃତ୍ୟୁ, ରାଜ୍ୟରେ ଆଖି ବୁଜିଲେ ଆଉ ୧୭

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା ସଂଖ୍ୟା ହେଲେ କମୁନି କରୋନା ମୃତ୍ୟୁ । ପ୍ରତିଦିନ ୧୦ରୁ ଉର୍ଦ୍ଧ୍ୱ ଲୋକଙ୍କ ଜୀବନ ନେଉଛି ପ୍ରାଣଘାତି ଭାଇରସ । ଗତ ୨୪ ଘଂଟାରେ ରାଜ୍ୟରେ ପୁଣି ୧୭ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୫୨୭ରେ…

ରାଜ୍ୟରେ ୮୦୦ ତଳକୁ ଖସିଲା କରୋନା ପଜିଟିଭ କେସ୍‌

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନାର କୋପ । ଖସୁଛି କରୋନା ଗ୍ରାଫ । ହାରୁଛି କରୋନା ଜିତିଛୁ ଓଡ଼ିଶା । ଗତ ୨୪ ଘଂଟାରେ ରାଜ୍ୟରେ ୮ଶହ ତଳକୁ କରୋନା ପଜିଟିଭ କେସ୍ ଚିହ୍ନଟ ହୋଇଛି । ୩୦ ଜିଲ୍ଲାରୁ ୭୫୩ଟି ନୂଆ ମାମଲା ସାମ୍ନାକୁ ଆସିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩୪ଜଣ…

ଓଡିଶାରୁ ସୁସ୍ଥ ହେଲେ ଆଉ ୧୨୬୪ କରୋନା ରୋଗୀ; ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୨୪୬ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ସୁସ୍ଥ ହୋଇଥିବା ୧୨୪୬ ଜଣଙ୍କ ମଧ୍ୟରୁ ୧୬୧ ଜଣ ଖୋର୍ଦ୍ଧା, ୧୧୦ ଜଣ ଅନୁଗୁଳ, ୭୯ ଜଣ ସୁନ୍ଦରଗଡରୁ, ବାଲେଶ୍ୱର ଓ…

ରାଉରକେଲାରେ ଏ ବର୍ଷ ଛଟ୍ ପୂଜା ମନା

ରାଉରକେଲା: ଏ ବର୍ଷ ରାଉରକେଲାରେ ହେବନି ଛଟ୍ ପୂଜା । ଏଥିସହ ନଭେମ୍ବର ୩୦ ଯାଏଁ ରାଉରକେଲା ସହରରେ କୌଣସି ପୂଜା ହେବ ନାହିଁ । କରୋନା ଯୋଗୁଁ ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଛି । ଏହାଛଡ଼ା ନଭେମ୍ବର ୩୦ ତାରିଖ ଯାଏଁ ରାଉରକେଲା ସହରରେ କୌଣସି ପୂଜା ହେବ ନାହିଁ। ଛଟ୍‌ ପୂଜା ପରି ଦୀପାବଳି,…

ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ପୟା ଶ୍ରାଦ୍ଧ ମନା

ପୁରୀ: ଏଥର ଶ୍ରୀମନ୍ଦିର ସିଂହଦ୍ୱାର ଆଗରେ ପିଣ୍ଡଦାନ କରିପାରିବେନି ସାଧାରଣ ଲୋକ । ଚଳିତ ବର୍ଷ କରୋନା ପାଇଁ ସିଂହଦ୍ୱାର ସମ୍ମୁଖରେ ପୟା ଶ୍ରାଦ୍ଧ ତଥା ପିଣ୍ଡ ଦାନ କରିବାକୁ ମନା ହୋଇଛି। ପୟା ଶ୍ରାଦ୍ଧ କ’ଣ? ଘରେ ରହି ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପୟାଶ୍ରାଦ୍ଧ କରିବାକୁ ଲୋକମାନଙ୍କୁ…

କରୋନା ଟିକା ପାଇଁ ୯୦୦ କୋଟି

ନୂଆଦିଲ୍ଲୀ: ଆଜି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆତ୍ମନିଭର ଭାରତ ୩.୦ ଘୋଷଣା କରିଛନ୍ତି । ଏଥିରେ କେନ୍ଦ୍ର ସରକାରଙ୍କ ପକ୍ଷରୁ କରୋନା ଟିକା ପାଇଁ ୯ ଶହ କୋଟି ଟଙ୍କା ଘୋଷଣା ହୋଇଛି । କୋଭିଡ ସୁରକ୍ଷା ମିଶନ ଜରିଆରେ ବାୟୋଟେକ୍ନୋଲଜି ବିଭାଗକୁ ଏହି ଅର୍ଥ ରାଶି ପ୍ରଦାନ କରାଯିବ ବୋଲି ଘୋଷଣା…