Latest Odisha News

BREAKING NEWS

Browsing Tag

covid case

ଆଜି ବି ରାଜ୍ୟରେ ୧୧୦୦ ଉପରେ ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ବର: ଆଜି ରାଜ୍ୟରେ ପୁଣି ଦୈନିକ କରୋନା ସଂକ୍ରମଣ ବୃଦ୍ଧି ପାଇଛି। ଗତକାଲି ୧୧୨୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୯୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୯୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪୯୭ ଜଣ…

ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୧୬ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର : ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଲଗାତର ଭାବେ କିଛି ଦିନ ହେଲା ଏକ ହଜାର ଉପରେ ରହୁଥିଲା କରୋନା । କିନ୍ତୁ ଏହା ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୧୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୭୭ ଜଣ…

ରାଜ୍ୟରେ ଦୈନିକ ସଂକ୍ରମଣ ବୃଦ୍ଧି। ମାସ୍କ ପିନ୍ଧିବା ପାଇଁ ଅପିଲ୍ କରିଛନ୍ତି ମୁଖ୍ୟମନ୍ତ୍ରୀ।

 ଭୁବନେଶ୍ୱର : ରାଜ୍ୟରେ କରୋନାର ଦୈନିକ ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ସମସ୍ତଙ୍କୁ ମାସ୍କ ପିନ୍ଧିବା ପାଇଁ ଅପିଲ୍ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ୍ କରି କୁହାଯାଇଛି, କରୋନା ବିପଦ ଟଳି ନାହିଁ, ସୁରକ୍ଷିତ ରହିବା ପାଇଁ…

ରାଜ୍ୟରେ ଆଜି ୪୭୦ ଜଣ କରୋନା ପଜିଟିଭ ଚିହ୍ନଟ: ଖୋର୍ଦ୍ଧା ଜିଲ୍ଲାରେ ଦୁଇଶହ ଟପିଲା ଦୈନିକ ସଂକ୍ରମଣ

ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଆଜି ପୁଣି ବଢ଼ିଛି। ଗତ ୧୧ଦିନ ହେଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ତିନି ଅଙ୍କରୁ ତଳକୁ ଖସୁନଥିବା ବେଳେ ଶୁକ୍ରବାର ଦିନ ୪୭୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୪୨୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪…

ଉପରମୁହାଁ କରୋନା: ୧୩୦ ଦିନ ପରେ ଦୈନିକ ପଜିଟିଭିଟି ହାର ୪ ପ୍ରତିଶତ ଟପିଲା

ନୂଆଦିଲ୍ଲୀ : କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁୟାୟୀ, ସୋମବାର ଦେଶରେ ୧୨ ହଜାର ୭୮୧ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ନୂଆ ସଂକ୍ରମିତଙ୍କ ସହ ଏବେ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୪,୩୩,୦୯,୪୭୩ କୁ ବୃଦ୍ଧି ପାଇଛି। ଏବଂ ୧୩୦ ଦିନ ପରେ ଦୈନିକ ପଜିଟିଭିଟି ହାର ୪…

ରାଜ୍ୟରେ ଆଉ ୨୧ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୫୦୩ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨୧ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୭୭୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ…

ରାଜ୍ୟରେ ୫,୮୯୧ କରୋନା ପଜିଟିଭ ଚିହ୍ନଟ: ୮୫୨ ଜଣ ୧୮ ବର୍ଷରୁ କମ୍ ବର୍ଗର ସଂକ୍ରମିତ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫,୮୯୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୪୧୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୨୪୭୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୫୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର…

ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ

ଭୁବନେଶ୍ୱର: ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି ।  କିଛି ଦିନ କରୋନା ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୪୬୭ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ…