Latest Odisha News

BREAKING NEWS

Browsing Tag

covid cases

ବିଦେଶରେ ହୁ ହୁ ବଢୁଛି କରୋନା, ଦେଶରେ ନିୟନ୍ତ୍ରଣ ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ବୈଠକ ଆଜି

ନୂଆଦିଲ୍ଲୀ: ଚୀନ ପରେ ଜାପାନ ଓ ଅନ୍ୟ କେତେକ ଦେଶରେ ବି କୋଭିଡ୍ ସଂକ୍ରମଣ ବୃଦ୍ଧିକୁ ଦେଖି ଆକ୍ସନ ମୋଡରେ ଭାରତ ସରକାର । କୋଭିଡ ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଆଗୁଆ ପଦକ୍ଷେପ ନେଲାଣି । ଆଜି କେନ୍ଦ୍ର ସରକାର ବରିଷ୍ଠ ଅଧିକାରୀ ଓ ବିଶେଷଜ୍ଞ ମାନଙ୍କ ବୈଠକ…

[ଦେଖନ୍ତୁ ଭିଡିଓ] ଚୀନରେ ପୁଣି ବଢିଲା ସଂକ୍ରମଣ ,୧୦ ସହରରେ ତାଲାବନ୍ଦ

ବେଜିଂ: ଚାଇନାରେ ପୁଣି ସଂକ୍ରମଣ ଭୟ ବଢିବାରେ ଲାଗିଛି । ଆରମ୍ଭ ହୋଇଯାଇଛି ତାଲା ବନ୍ଦ । ୧୦ ସହରରେ ତାଲା ବନ୍ଦ ହୋଇଛି । ୧୦ଟି ସହରରେ ଏବେ ଲକଡାଉନ୍ ଘୋଷଣା ହୋଇଛି । ୫,୨୮୦ ନୂତନ ସଂକ୍ରମଣ ମାମଲା ପଞ୍ଜିକୃତ ହୋଇଛି । ଜାତୀୟ ସ୍ୱାସ୍ଥ୍ୟ ଆୟୋଗ (NHC) ଅନୁଯାୟୀ, କୋଭିଡ -୧୯ ଆରମ୍ଭରୁ ଗୋଟିଏ…

ରାଜ୍ୟରେ ୨୪ଘଣ୍ଟା ଭିତରେ ୮ହଜାର ୫୨୦ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କମୁଛି ଦୈନିକ କରୋନା ସଂକ୍ରମଣ । ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ୮ହଜାର ୫୨୦ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୧୮ବର୍ଷରୁ କମ୍ ବୟସ ମଧ୍ୟରେ ୯୩୭ଜଣ ସଂକ୍ରମିତ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୪ହଜାର ୯୪୧ଜଣ ଓ ସ୍ଥାନୀୟ ସଂକ୍ରମଣରୁ ୩ହଜାର ୫୭୯ଜଣ ଚିହ୍ନଟ…

ରାଜ୍ୟରେ ୧୦ ହଜାର ୪୮୯ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ଭିତରେ ୧୦ ହଜାର ୪୮୯ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୬ହଜାର ୮୨ଜଣ ଓ ସ୍ଥାନୀୟ ସଂକ୍ରମଣରୁ ୪ହଜାର ୪୦୭ଜଣ ଜଣ ସଂକ୍ରମିତ ହୋଇଥିଲେ । ୧୮ବର୍ଷରୁ କମ୍ ବୟସ ମଧ୍ୟରେ ୯୮୨ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ବୋଲି ରାଜ୍ୟ…

ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୨୨୧ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨୧ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୨୯ଜଣ ଓ ସ୍ଥାନୀୟ ସଂକ୍ରମଣରୁ ୯୨ଜଣ ଆକ୍ଟିଭ୍ କେସ୍ ରହିଛନ୍ତି । ୧୮ବର୍ଷରୁ କମ୍ ବୟସ ମଧ୍ୟରେ ୩୪ଜଣ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ…

ରାଜ୍ୟରେ ୨୪ଘଣ୍ଟା ଭିତରେ ୧୨୩ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ଘଣ୍ଟା ଭିତରେ ୧୨୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୭୨ଜଣ ଓ ସ୍ଥାନୀୟ ସଂକ୍ରମଣରୁ ୫୧ଜଣ ଆକ୍ଟିଭ୍ କେସ୍ ରହିଛି । ୧୮ବର୍ଷରୁ କମ୍ ବୟସ ମଧ୍ୟରେ ୧୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ…

ରାଜ୍ୟରେ ଗତ ୨୪ଘଣ୍ଟା ଭିତରେ ୧୮୩ଜଣ କୋଭିଡ଼ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ଘଣ୍ଟା ମଧ୍ୟରେ ୧୮୩ଜଣ ନୂଆ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ମଧ୍ୟରୁ ସଙ୍ଗରୋଧରୁ ୧୦୮ଜଣ ଓ ସ୍ଥାନୀୟ ସଂକ୍ରମଣରୁ ୭୫ ଆକ୍ଟିଭ୍ କେସ୍ ରହିଛି । ୧୮ବର୍ଷରୁ କମ୍ ବୟସ ମଧ୍ୟରେ ୩୦ଜଣ ସଂକ୍ରମିତ ହୋଇଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା…

୨୪ଘଣ୍ଟାରେ ରାଜ୍ୟରେ ୧୭୩ଜଣ କରୋନା ପଜିଟିଭ ଚିହ୍ନଟ, ଜଣେ ମୃତ

ଭୁବନେଶ୍ୱର: ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୯୮ଜଣ ଓ ସ୍ଥାନୀୟ ସଂକ୍ରମଣ କେସ୍ ରହିଛି ୭୫ଜଣ । ୧୮ବର୍ଷରୁ କମ୍ ବୟସ ମଧ୍ୟରେ ୨୬ଜଣ ପଜିଟିଭ୍ ବାହାରିଛନ୍ତି ବୋଲି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା…

ଗତ ୨୪ଘଣ୍ଟାରେ ରାଜ୍ୟରେ ୧୯୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ଘଣ୍ଟା ମଧ୍ୟରେ ୧୯୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ମଧ୍ୟରେ ସଙ୍ଗରୋଧରେ ୧୧୫ଜଣ ଓ ସ୍ଥାନୀୟ ସଂକ୍ରମଣରୁ ୮୦ ଜଣ କୋଭିଡ଼ ସଂକ୍ରମିତ ରହିଛନ୍ତି । ୧୮ବର୍ଷରୁ କମ୍ ବୟସ ମଧ୍ୟରେ ୨୪ଜଣ ଚିହ୍ନଟ ହୋଇଛନ୍ତି ବୋଲି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ…

ରାଜ୍ୟରେ ଗତ ୨୪ଘଣ୍ଟାରେ ୨୫୫ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ଘଣ୍ଟା ମଧ୍ୟରେ ୨୫୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୫୨ଜଣ ଚିହ୍ନଟ ହୋଇଛନ୍ତି । ସ୍ଥାନୀୟ ସଂକ୍ରମଣରୁ ୧୦୩ଜଣ କୋଭିଡ଼ ପଜିଟିଭ ହୋଇଛନ୍ତି । ୧୮ବର୍ଷରୁ କମ୍ ବୟସ ମଧ୍ୟରେ ୫୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।…