ରହୁନି ତାଳମେଳ, ଭୁବନେଶ୍ୱର କରୋନା ଆକ୍ରାନ୍ତଙ୍କୁ ନେଇ ବଢିଲା ଦ୍ୱନ୍ଦ୍ୱ
ଭୁବନେଶ୍ୱର: ଭୁବନେଶ୍ୱର କରୋନା ଆକ୍ରାନ୍ତଙ୍କୁ ନେଇ ବଢିଲା ଦ୍ୱନ୍ଦ୍ୱ । ଭୁବନେଶ୍ୱର ମହାନଗର ନିଗମ ଓ ସ୍ୱାସ୍ଥ୍ୟ ବିଭାଗର ତଥ୍ୟ ମେଳ ଖାଉନଥିବାରୁ ଚିନ୍ତା ବଢୁଛି । ବିଏମସି କହୁଛି ରାଜଧାନୀରେ ଆଜି ୩୮ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସ୍ୱାସ୍ଥ୍ୟ ବିଭାଗ ତାଲିକାରେ ଖୋର୍ଦ୍ଧାରୁ ଆଜି…