୨୬ ଦିନ ପରେ ପ୍ରଥମ ଥର ପାଇଁ ୩ ଲକ୍ଷ ତଳକୁ ଖସିଲା ଦୈନିକ ସଂକ୍ରମଣ
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶ ୨୮୧,୩୮୬ ନୂଆ କରୋନା ମାମଲା ରିପୋର୍ଟ ହୋଇଛି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୋମବାର ସୂଚନା ଦେଇଛି।
୨୬ ଦିନ ପରେ ପ୍ରଥମ ଥର ପାଇଁ ଦୈନିକ ସଂକ୍ରମଣ ସଂଖ୍ୟା ୩ ଲକ୍ଷ ତଳକୁ ଖସିଛି।
ସୂଚନାଯାଗ୍ୟ ସାପ୍ତାହିକ ପଜିଟିଭ ହାର…