Latest Odisha News
Browsing Tag

Covid Death Case

ଦେଶରେ ବଢୁଛି କରୋନା ମୃତ୍ୟୁସଂଖ୍ୟା, ତଳମୁହାଁ ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ ତଳକୁ ତଳକୁ ଖସୁଛି ଦୈନିକ କରୋନା କେସ୍ । କିନ୍ତୁ ମୃତ୍ୟୁସଂଖ୍ୟା ବଢୁଛି । ଏବେ ଦୈନିକ ସଂକ୍ରମଣ ପାଖାପାଖି ୩ଲକ୍ଷରୁ ୨ ଲକ୍ଷକୁ ଖସିଲାଣି । କିନ୍ତୁ ମୃତ୍ୟୁସଂଖ୍ୟା ହଜାରେ ମୁହାଁ ହେଲାଣି । ୨୪ ଘଣ୍ଟାରେ ସାରା ଦେଶରୁ ଆଉ ୨ଲକ୍ଷ ୯ହଜାର ୯ହଜାର ୯୧୮ ଆକ୍ରାନ୍ତ ଚିହ୍ନଟ…

ରାଜ୍ୟରୁ ଆଜି ୭୫୪ କରୋନା ପଜିଟିଭ୍, କମିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସ୍ଥିର ରହିଛି । ଦିନକୁ ୭୦୦ରୁ ୮୦୦ ଭିତରେ ଚିହ୍ନଟ ହେଉଛନ୍ତି ସଂକ୍ରମିତ । ୨୪ ଘଣ୍ଟାରେ ୭୫୪ ଜଣ ନୂଆ ଆକ୍ରାନ୍ତ ବାହାରିଛନ୍ତି । ଏମାନଙ୍କ ଭିତରେ ୧୮ ବର୍ଷ ଭିତରେ ଅଛନ୍ତି ୧୦୮ ଜଣ ସଂକ୍ରମିତ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ…

ରିପୋର୍ଟ ତୁଳନାରେ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୧୦ ଗୁଣା ଅଧିକ

ନୂଆଦିଲ୍ଲୀ: ଆମେରିକାର ଏକ ଅନୁସନ୍ଧାନ ଗୋଷ୍ଠୀ ମଙ୍ଗଳବାର କହିଛନ୍ତି ଯେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ରିପୋର୍ଟ କରିଥିବା ପ୍ରକୃତ ଆକଳନ ତୁଳନାରେ ଭାରତର କରୋନାଭାଇରସ୍ ମୃତ୍ୟୁ ସଂଖ୍ୟା ୧୦ ଗୁଣ ଅଧିକ। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ, ଭାରତର ମୋଟ ମୃତ୍ୟୁ ସଂଖ୍ୟା ୪୧୪,୪୮୨ ରେ…

ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୧୭୭୧କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଦୈନିକ ସଂକ୍ରମଣ ସହ କରୋନା ମୃତ୍ୟୁସଂଖ୍ୟା କମିଛି । ଗତ ୨୪ ଘଣ୍ଟାରେ ପ୍ରାଣ ହରାଇଛନ୍ତି ଆଉ ୬ ଜଣ ଆକ୍ରାନ୍ତ । ୫ଟି ଜିଲ୍ଲାରୁ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨ ଜଣ ଆକ୍ରାନ୍ତ ଆଖି ବୁଜିଛନ୍ତି ।…

କରୋନା ଡେଥ୍ କେସ୍: ଓଡ଼ିଶାର ୯ ଜିଲ୍ଲାରୁ ଆଉ ୧୨ ମୃତ

ଭୁବନେଶ୍ୱର: ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟାରେ ଲାଗୁନି ବ୍ରେକ୍ । ବଢୁଛି ଡେଥ୍ କେସ୍ । ଗତ ୨୪ ଘଣ୍ଟାରେ ଆଉ ୧୨ ଜୀବନ ନେଇଛି ମହାମାରୀ । ଚିକିତ୍ସାଧୀନ ଅବସ୍ଥାରେ ୯ଟି ଜିଲ୍ଲାର ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ଏମାନଙ୍କ ଭିତରେ ଅଛନ୍ତି ୫ ଜଣ ମହିଳା ଓ ୭ ଜଣ ପୁରୁଷ…

୮ ଜିଲ୍ଲାରୁ କରୋନାରେ ଆଖି ବୁଜିଲେ ୧୬ ଆକ୍ରାନ୍ତ

ଭୁବନେଶ୍ୱର: କରୋନା କାୟା ଭିତରେ ରାଜ୍ୟରେ ଜୀବନ ଯାଉଛି । ଗତ ୨୪ ଘଣ୍ଟାରେ ଆଉ ୧୬ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଚିକିତ୍ସାଧୀନ ଅବସ୍ଥାରେ ୮ଟି ଜିଲ୍ଲାର ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମହାମାରୀ ୧୧ଶହ ୬୮ ଜୀବନ ନେଲାଣି । 2.A 60-year old male of…