Latest Odisha News

BREAKING NEWS

Browsing Tag

covid death

ଦେଶରେ ୨୪ ଘଣ୍ଟାରେ କରୋନାରେ ୨୭ ଜଣଙ୍କ ମୃତ୍ୟୁ, ୬୦ ହଜାର ଟପିଲା ସକ୍ରିୟ ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ ପୁଣି ଥରେ କୋଭିଡ୍ ସଂକ୍ରମଣ ବଢ଼ିବାରେ ଲାଗିଛି । ବିଭିନ୍ନ ରାଜ୍ୟରେ ସଂକ୍ରମଣ ବୃଦ୍ଧି ପାଇବା ସହ ମୃତ୍ୟୁ ସଂଖ୍ୟା ବଢ଼ୁଛି । ଗତ ୨୪ ଘଣ୍ଟାରେ କରୋନା ସଂକ୍ରମିତ ୨୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଦେଶରେ ସକ୍ରିୟ ସଂକ୍ରମଣ ମାମଲା ୬୦ ହଜାର ପାର୍ କରିଛି । ଗତ ୨୪…

ରାଜ୍ୟରେ କୋଭିଡରେ ଆଉ ୨ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ ମାମଲା ଖସିଛି । ଗତ ୨୪ ଘଣ୍ଟାରେ ଆଉ ୨୬୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଶୂନରୁ ୧୮ ବର୍ଷ ମଧ୍ୟରେ ୪୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କ୍ୱାରେଣ୍ଟାଇନରୁ ୧୫୩ ଓ ୧୦୯ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଅନ୍ୟପଟେ ରାଜ୍ୟରେ…

କୋଭିଡ ମୃତ୍ୟୁ ଗଣିବାକୁ WHO କୁ ରୋକୁଛି ଭାରତ; ୫ ଲକ୍ଷ ନୁହେଁ ୪୦ ଲକ୍ଷ ମୃତ୍ୟୁ ହୋଇଛି

ଭୁବନେଶ୍ୱର: ଦେଶରେ କରୋନା ସଂକ୍ରମଣରେ ୫ ଲକ୍ଷ ନୁହେଁ ବରଂ ୪୦ ଲକ୍ଷ ଲୋକଙ୍କ ମୃତ୍ୟୁ ହୋଇଛି । କଂଗ୍ରେସ ନେତା ରାହୁଲ ଗାନ୍ଧୀ ଟ୍ୱିଟରରେ ଏହି ତଥ୍ୟ ଲେଖିଛନ୍ତି । ନ୍ୟୁୟର୍କ ଟାଇମ୍ସର ଏକ ନ୍ୟୁଜ ର ସ୍କ୍ରିନସଟ୍ ଟ୍ୱିଟ୍ କରି ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀଙ୍କୁ ସମାଲୋଚନା କରିଛନ୍ତି ।…

୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଜଣେ ୧୦ ବର୍ଷିୟ ବାଳକ ଅଛନ୍ତି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୫୩୨କୁ ବୃଦ୍ଧି ପାଇଛି।…

ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର: ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମଣ ଉପରମୁହାଁ ହେଉଛି । ଯାହା ଏବେ ଚିନ୍ତାର କାରଣ ପାଲଟିଛି । ଗତ ୨୪ଘଣ୍ଟା ଭିତରେ ୭୦୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହି ମଧ୍ୟରେ ଜଣେ କରୋନା ଆକ୍ରାନ୍ତ ହୋଇ ମୃତ୍ୟୁବରଣ କରିଛନ୍ତି । ମୃତକ ଜଣକ ବଲାଙ୍ଗିର ଜିଲ୍ଲାର…

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ପୁଣି ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ । ରାଜ୍ୟରେ ଗତ ୨୪ଘଣ୍ଟା ମଧ୍ୟରେ ୧୪୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହି ମଧ୍ୟରେ ରାଜ୍ୟରୁ ଆଉ ଜଣେ କୋଭିଡ଼ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଖୋର୍ଦ୍ଧା ଜିଲ୍ଲାରୁ । ଖୋର୍ଦ୍ଧା ଜିଲ୍ଲାରୁ ୭୧ବର୍ଷୀୟ…

ରାଜ୍ୟରେ କରୋନାରେ ଆଉ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ଘଣ୍ଟାରେ ୧୮୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ମଧ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକ ଜଣକ ଖୋର୍ଦ୍ଧାରୁ ବାହାରିଛନ୍ତି । ଖୋର୍ଦ୍ଧାରୁ…

ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତ ମୃତ

ଭୁବନେଶ୍ୱର: କରୋନାରେ ପୁଣି ଦୁଇଜଣଙ୍କ ମୃତ୍ୟୁ । ରାଜ୍ୟରେ ଗତ ୨୪ଘଣ୍ଟାରେ ୧୯୩ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଦୁଇଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । କରୋନା ଜନିତ ମୃତକଙ୍କ…

ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା । ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨ଜଣଙ୍କ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୩୬ବୃଦ୍ଧି ପାଇଛି । ଏନେଇ ରାଜ୍ୟ…

ରାଜ୍ୟରୁ କରୋନା ନେଲା ରେକର୍ଡ ୫୯ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ଆଉ ୫୯ ଆକ୍ରାନ୍ତଙ୍କ ଜୀବନ ଯାଇଛି । ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଯାହାକି ବର୍ତ୍ତମାନ ସୁଦ୍ଧା ସର୍ବାଧିକ । ମୋଟ୍ ୧୭ ଜିଲ୍ଲାରୁ ୫୯ ଜଣ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ…