Latest Odisha News

BREAKING NEWS

Browsing Tag

covid death

ଓଡ଼ିଶାରୁ ଦିନକରେ ସର୍ବାଧିକ ୫୨ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ କରୋନା ମୃତ୍ୟୁରେ ବ୍ରେକ୍ ଲାଗୁନି । ନୂଆ ରେକର୍ଡ କରିଛି ଦୈନିକ ମୃତ୍ୟୁସଂଖ୍ୟା । ଦିନକରେ ରାଜ୍ୟରୁ କରୋନା ନେଇଛି ୫୨ ଜୀବନ । ଯାହାକି ବର୍ତ୍ତମାନ ସୁଦ୍ଧା ସର୍ବାଧିକ । ୧୮ ଜିଲ୍ଲାରୁ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ…

୧୩ ଜିଲ୍ଲାରୁ ୩୩ କୋଭିଡ୍ ଆକ୍ରାନ୍ତଙ୍କ ମୃତ୍ୟୁ, ଅନୁଗୁଳରୁ ସର୍ବାଧିକ ୫

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ମାମଲା ସାମାନ୍ୟ ଖସିଥିବା ବେଳେ ମୃତ୍ୟୁସଂଖ୍ୟା ୩୦ ଉପରେ ରହିଛି । ୨୪ ଘଣ୍ଟାରେ ରାଜ୍ୟର ୧୩ ଜିଲ୍ଲାରୁ ୩୩ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ଏଥିସହ ରାଜ୍ୟରେ ମୋଟ କରୋନା ମୃତ୍ୟୁସଂଖ୍ୟା ବୃଦ୍ଧି ପାଇ ୨୬୫୧ରେ ପହଞ୍ଚିଛି । ଅନୁଗୁଳରୁ…

ରାଜ୍ୟରେ ଖସିଲା ସଂକ୍ରମଣ, ଥମୁନି ମୃତ୍ୟୁ; ଲଗାତାର ଦ୍ୱିତୀୟ ଦିନରେ ଆଉ ୩୪ ଆକ୍ରାନ୍ତ ମୃତ

ଭୁବନେଶ୍ୱର: ଜୀବନ ନେଉଛି କରୋନା । ରାଜ୍ୟରେ ଦୈନିକ ସଂକ୍ରମଣ ମାମଲା ହଠାତ୍ ପ୍ରାୟ ୪ ହଜାର ପାଖାପାଖି ହ୍ରାସ୍ ପାଇଛି । ଦିନକରେ ୬ ହଜାର ୭୩୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୪ ଜଣଙ୍କ ଜୀବନ ନେଇଛି କିଲର୍ କରୋନା । ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୨ ହଜାର ୬୧୮କୁ ବୃଦ୍ଧି ପାଇଛି ।…

ରକ୍ତ ସଂପର୍କକୁ ଫିକା କରିଦେଉଛି କରୋନା ମହାମାରୀ

ସଇଁନ୍ତଳା: ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି କରୋନା ମହାମାରୀର ଭୟାବହତା । ଅକାଳରେ ଚାଲିଯାଉଛି ଜୀବନ, ସଂକ୍ରମଣ ଭୟରେ ସଂପର୍କ ଭୁଲିଯାଉଛି ମଣିଷ । ରକ୍ତ ସଂପର୍କ ହେଉ କି ବନ୍ଧୁବାନ୍ଧବ ଅବା ପଡୋଶୀ । କରୋନା ସଂକ୍ରମିତଙ୍କ ମୃତ ଶରୀରକୁ ହାତ ମାରିବାକୁ ସମସ୍ତେ ପଛଘୁଂଚା ଦେଉଛନ୍ତି ।…

ଦେଶରେ କରୋନା ମୃତ୍ୟୁରେ ସର୍ବକାଳୀନ ରେକର୍ଡ, ୨୪ ଘଣ୍ଟାରେ ୪ ହଜାର ୫୨୯ ଜଣ ମୃତ

ନୂଆଦିଲ୍ଲୀ: ଦେଶରେ ଦୈନିକ ସଂକ୍ରମଣ ମାମଲା ୪ ଲକ୍ଷରୁ ଖସି ଏବେ ୩ ଲକ୍ଷ ତଳେ ରହିଛି । ସଂକ୍ରମଣ ଯେଉଁ ହାରରେ ହ୍ରାସ୍ ପାଇଛି ସେହି ହାରରେ ମୃତ୍ୟୁଦର ଖସୁନି । ଗତ ୨୪ ଘଣ୍ଟାରେ ଦେଶରେ ୪ ହଜାର ୫୨୯ ଜଣ କରୋନାରେ ପ୍ରାଣ ହରାଇଛନ୍ତି । ଦୈନିକ ମୃତ୍ୟୁରେ ଏହା ପୂର୍ବର ସମସ୍ତ ରେକର୍ଡକୁ…

କରୋନାରେ ସିଏମ୍‌ ମମତା ବାନାର୍ଜୀଙ୍କ ଭାଇ ଅଶିମ୍ ବନ୍ଦୋପାଧ୍ୟାୟଙ୍କ ପରଲୋକ

ପଶ୍ଚିମବଙ୍ଗ: କରୋନାରେ ପ୍ରାଣ ହରାଇଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସାନଭାଇ ଅଶିମ୍ ବନ୍ଦୋପାଧ୍ୟାୟ। କରୋନା ଯୋଗୁ ଆଜି ସକାଳେ ତାଙ୍କର ଦେହାନ୍ତ ହୋଇଛି। ପାରିବାରିକ ସୂତ୍ର ଅନୁଯାୟୀ, ଗତ ଏକ ମାସ ଧରି ଅଶିମ୍‌ କରୋନା ସଂକ୍ରମିତ ହୋଇ ଚିକିତ୍ସିତ ହେଉଥିଲେ।…

ଦୈନିକ ସଂକ୍ରମଣ ସହ ମୃତ୍ୟୁରେ ବି କରୋନାର ନୂଆ ରେକର୍ଡ, ୨୪ ଘଣ୍ଟାରେ ୨୨ ମୃତ

ଭୁବନେଶ୍ୱର: ରାଜ୍ୟରେ କରୋନାର ପ୍ରକୋପ ଜାରି ରହିଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ସର୍ବାଧିକ ୧୨ ହଜାର ୩୯୦ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସର୍ବାଧିକ ୨୨ ଜଣଙ୍କ ମୃତ୍ୟୁ ହୋଇଛି । ଏଥିସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୨୭୩କୁ ବୃଦ୍ଧି ପାଇଛି । ରାଜ୍ୟର କରୋନ ମୃତ୍ୟୁହାର ଜାତୀୟ ହାରର…

ମହାମାରୀ କରୋନା ନେଲା ଆଉ ୧୭ ଜୀବନ, ଖୋର୍ଦ୍ଧା ଓ ଅନୁଗୁଳରୁ ସର୍ବାଧିକ

ଭୁବନେଶ୍ୱର: କରୋନା ମୃତ୍ୟୁରେ ରୋକ୍ ଲାଗୁନି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଆଉ ୧୭ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏଥିସହ ମୃତ୍ୟୁସଂଖ୍ୟା ୨୨୩୨କୁ ବୃଦ୍ଧି ପାଇଛି । ଅନୁଗୁଳ ଓ ଖୋର୍ଦ୍ଧାରୁ ସର୍ବାଧିକ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି ।…

ମହାମାରୀ କରୋନା ନେଲା ଆଉ ୧୫ ଜୀବନ, ଖୋର୍ଦ୍ଧାରୁ ୫ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର: ଥମୁନି ସଂକ୍ରମଣ କି କମୁନି କରୋନା ମୃତ୍ୟୁ । ରାଜ୍ୟରେ କରୋନା ସଂକ୍ରମଣ ମାମଲା ଭଳି ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୧୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ମହାମାରୀରେ ଖୋର୍ଦ୍ଧାରୁ ୫ ଜଣଙ୍କ ଜୀବନ ଯାଇଥିବା ବେଳେ ରାୟଗଡ଼ାରୁ ୩,…

କରୋନାରେ ଟିଏମ୍‌ସି ପ୍ରାର୍ଥୀଙ୍କ ମୃତ୍ୟୁ

କୋଲକାତା: ପାରାଗାନା ଜିଲ୍ଲାର ଖାରଦା ବିଧାନସଭା ନିର୍ବାଚନମଣ୍ଡଳୀରୁ ଟିଏମ୍‌ସି ପ୍ରାର୍ଥୀ କାଜଲ ସିହ୍ନା ରବିବାର କୋଲକାତାରେ କୋଭିଡ ସଂକ୍ରମଣରେ ଆକ୍ରାନ୍ତ ହୋଇ ମୃତ୍ୟୁବରଣ କରିଥିବା ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଟୁଇଟ୍ କରିଛନ୍ତି ଯେ, ସେ ନିଜ ଜୀବନକୁ ଲୋକଙ୍କ…