Latest Odisha News

BREAKING NEWS

Browsing Tag

covid death

କରୋନାରେ ଆଉ ଜଣେ ଡାକ୍ତରଙ୍କ ମୃତ୍ୟୁ

ମୁମ୍ବାଇ: କରୋନା ଯୋଗୁ ମୁମ୍ବାଇର ଜଣେ ଡାକ୍ତର ମୃତ୍ୟୁବରଣ କରିଥିବା ଜଣାପଡ଼ିଛି। ଫେସ୍‌ବୁକ୍‌ରେ ବିଦାୟ ନେବାର ଗୋଟିଏ ଦିନ ପରେ ଦୁନିଆରୁ ବିଦାୟ ନେଇଛନ୍ତି ଏହି ମହିଳା ଡାକ୍ତର। ମୃତ୍ୟୁର ଗୋଟିଏ ଦିନ ପୂର୍ବରୁ ଉକ୍ତ ଡାକ୍ତର ଜଣକ ସୋସିଆଲ ମିଡିଆରେ ଲେଖିଥିଲେ ଯେ, ଏହା ହୁଏତ ତାଙ୍କ…

କରୋନାରେ ରାଜ୍ୟରେ ଆଖି ବୁଜିଲେ ଆଉ ୩ ଜଣ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୩ ହଜାର ପାର୍ କରିଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ କରୋନାରେ ଆଉ ୩ ଜଣଙ୍କ ମୃତ୍ୟୁ ହୋଇଛି । ଏଥିସହ ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ବୃଦ୍ଧି ପାଇ ୧୯୩୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା…

ରାଜ୍ୟରେ ଆଖି ବୁଜିଲେ ଆଉ ୧୪ କରୋନା ରୋଗୀ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ହେଲେ କରୋନା ଜନିତ ମୃତ୍ୟୁ ସଂଖ୍ୟା କିନ୍ତୁ କମୁନି । ବଢ଼ି ଚାଲିଛି କରୋନାରେ ପ୍ରାଣ ହରାଉଥିବା ମୃତକଙ୍କ ସଂଖ୍ୟା । ଗତ ୨୪ ଘଂଟାରେ ପୁଣି ଥରେ ରାଜ୍ୟରେ ଆଉ ୧୪ କରୋନା ରୋଗୀଙ୍କ ଜୀବନ ଯାଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍…

ପୁଣି କରୋନା ନେଲା ଜୀବନ, ଆଖି ବୁଜିଲେ ଆଉ ୧୭

ଭୁବନେଶ୍ୱର: ରାଜ୍ୟରେ ତଳମୁହାଁ ହେଉଛି କରୋନା ମିଟର । ହେଲେ କମୁନି ମୃତ୍ୟୁ ସଂଖ୍ୟା । ପ୍ରତିଦିନ ୧୦ରୁ ଅଧିକ ସଂକ୍ରମିତଙ୍କ ମୁଣ୍ଡ ନେଉଛି କିଲର ଭାଇରସ । ଗତ ୨୪ ଘଂଟାରେ ରାଜ୍ୟରେ ପୁଣି ଆଉ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ…

ରାଜ୍ୟରେ ଆଉ ୯ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ କ୍ରମାଗତ ଭାବେ ଖସୁଛି କରୋନ ମିଟର । ହେଲେ କରୋନା ଜନିତ ମୃତ୍ୟୁ ସଂଖ୍ୟାରେ କିନ୍ତୁ ବ୍ରେକ ଲାଗୁନି । ଗତ ୨୪ ଘଂଟାରେ ରାଜ୍ୟରେ ଆଉ ୯ ଜଣଙ୍କ କରୋନାରେ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୩୪୦କୁ ବୃଦ୍ଧି ପାଇଛି । ୯…

ରାଜ୍ୟରେ ପୁଣି କରୋନା ନେଲା ୧୩ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ କମିବାରେ ଲାଗିଛି । କିନ୍ତୁ କରୋନା ଜନିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍ ଲାଗୁନି । ପ୍ରତିଦିନ ୧୦ରୁ ଉର୍ଦ୍ଧ୍ୱ ଲୋକଙ୍କ ଜୀବନ ନେଉଛି କିଲର ଭାଇରସ । ଗତ ୨୪ ଘଂଟାରେ ରାଜ୍ୟରେ ପୁଣି ୧୩ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି ।…

ରାଜ୍ୟରେ ଆଉ ୧୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର: କରୋନା ନେଲା ପୁଣି ଜୀବନ । ରାଜ୍ୟରେ ଆଉ ୧୨ ଜଣଙ୍କ ଜୀବନ ନେଇଛି ମାରାତ୍ମକ ଭୂତାଣୁ। ଏହାକୁ ମିଶାଇ ରାଜ୍ୟରେ ଏଯାଏଁ ୧୨୮୪ ଜଣ କରୋନାରେ ପ୍ରାଣ ହରାଇଛନ୍ତି । ଏନେି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି । https://t.co/jLhVCXz319…

କରୋନା ନେଲା ଆଉ ୧୫ ମୁଣ୍ଡ, ମୋଟ ମୃତ୍ୟୁ ସଂଖ୍ୟା ୧୨୨୯କୁ ବୃଦ୍ଧି

ଭୁବନେଶ୍ୱର: ଗୋଟିଏ ପଟେ ରାଜ୍ୟରେ କରୋନା ଗ୍ରାଫ ଖସୁଥିବା ବେଳେ ଆଉ ଗେଟେ ପଟେ କରୋନା ଜନିତ ମୃତ୍ୟୁ ସଂଖ୍ୟା କିନ୍ତୁ କମୁନି । ଗତ ୨୪ ଘଂଟାରେ ରାଜ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଇଛି କିଲର ଭାଇରସ। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୨୯କୁ ବୃଦ୍ଧି ପାଇଛି । ୧୫…

ରାଜ୍ୟରେ ଆଉ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ଆଜି ରାଜ୍ୟରେ ଗତ ୨୪ ଘଂଟାରେ ଆଖିବୁଜିଲେ ଆଉ ୧୪ କରୋନା ରୋଗୀ । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୧୩୫ରେ ପହଂଚିଛି । ୧୪ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, କଟକ ଜିଲ୍ଲାରୁ ୨ ଜଣ, ଜଗତସିଂହପୁର ଜିଲ୍ଲାରୁ ୨, ମୟୂରଭଞ୍ଜ, ପୁରୀ,…

ରାଜ୍ୟରେ ଆଉ ୧୫ କରୋନା ରୋଗୀଙ୍କ ମୃତ୍ୟୁ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ରାଜ୍ୟରେ ଶୁକ୍ରବାର ଦିନ ଆଉ ୧୫ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୧,୧୦୪ରେ ପହଞ୍ଚିଛି । ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ଭୁବନେଶ୍ୱରରୁ ୨, ଭଦ୍ରକରୁ ୧, ବରଗଡରୁ ୧, କଟକରୁ ୨, ଜଗତସିଂହପୁରରୁ ୧,…