Latest Odisha News

BREAKING NEWS

Browsing Tag

Covid Deaths

ଦେଶରେ ବଢୁଛି ଦୈନିକ କରୋନା ମୃତ୍ୟୁସଂଖ୍ୟା, ୧୦% ତଳେ ପଜିଟିଭ୍ ହାର

ନୂଆଦିଲ୍ଲୀ: ଦେଶରେ କାବୁ ପାଉଛି କରୋନା ସଂକ୍ରମଣ । ଦୈନିକ କେସ୍ ୨ ଲକ୍ଷ ତଳକୁ ଖସିଛି । ପାଖାପାଖି ଦେଢ଼ ଲକ୍ଷକୁ ଖସିଲାଣି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧ଲକ୍ଷ ୬୧ହଜାର ୩୮୬ ଆକ୍ରାନ୍ତ । ଦୈନିକ ସଂକ୍ରମଣ ତଳକୁ ତଳକୁ ଖସୁଛି । ଦେଶରେ ଦୈନିକ ପଜିଟିଭ୍ ହାର ୯.୨୬ ପ୍ରତିଶତ ରହିଛି ।…

ରାଜ୍ୟରୁ କରୋନା ନେଲା ଆଉ ୧୭ ଜୀବନ

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଆଉ ୧୭ ଜଣଙ୍କର ଜୀବନ ନେଇଛି ପ୍ରାଣଘାତୀ କରୋନା । ଅଡିଟ୍ ପ୍ରୋସେସରେ ସେମାନଙ୍କର ମୃତ୍ୟୁ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏମାନଙ୍କ ଭିତରେ କଟକ ଜିଲ୍ଲାରୁ ସର୍ବାଧିକ ୪ ଜଣ କରୋନାରେ ପ୍ରାଣ ହରାଇଛନ୍ତି…

ରାଜ୍ୟରୁ କରୋନା ନେଲା ଆଉ ୧୮ ଜୀବନ

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଆଉ ୧୮ ଜଣଙ୍କ ଜୀବନ ନେଇଛି ପ୍ରାଣଘାତୀ କରୋନା । ଅଡିଟ୍ ପ୍ରୋସେସରେ ସେମାନଙ୍କର ମୃତ୍ୟୁ ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଯାଜପୁର ଓ ଗଞ୍ଜାମ…

ରାଜ୍ୟରୁ କରୋନାରେ ଆଉ ୧୫ ଆକ୍ରାନ୍ତଙ୍କର ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୫ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ଅଡିଟ୍ ପ୍ରୋସେସରେ ଆଉ ୧୫ଜଣଙ୍କ ମୃତ୍ୟୁ ନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ବିଭାଗ । ମୃତକଙ୍କ ଭିତରେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ ଅଛନ୍ତି ଜଣେ ୧୩ ମାସର ଶିଶୁ ।…

ରାଜ୍ୟରୁ କରୋନାରେ ଆଖି ବୁଜିଲେ ଆଉ ୭ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କରୋନାରେ ଆଉ ୭ଜଣ ଆକ୍ରାନ୍ତଙ୍କ ଜୀବନ ଯାଇଛି । ଅନୁଗୁଳରୁ ସର୍ବାଧିକ ୨ଜଣଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି । କଟକ ଓ ଯାଜପୁରରୁ ଜଣେ ଲେଖାଏଁ ସଂକ୍ରମିତ ପ୍ରାଣ ହରାଇଛନ୍ତି । Details of cases confirmed as death due to Covid-19, after due…

ଆଉ ୫ ମୁଣ୍ଡ ନେଲା କରୋନା, ନୂଆପଡ଼ାରୁ ୨ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର: ହୁ ହୁ ହୋଇ ମାଡ଼ି ଚାଲିଛି କରୋନା । ବିଗତ ୨୪ ଘଣ୍ଟାରେ ରାଜ୍ୟରୁ ୪ ହଜାର ୮୫୧ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କ ଜୀବନ ନେଇଛି ମହାମାରୀ । କଟକରୁ ଜଣେ, ମୟୂରଭଞ୍ଜରୁ ଜଣେ, ନୂଆପଡ଼ାରୁ ୨ ଜଣ, ସୁନ୍ଦରଗଡ଼ ଜିଲ୍ଲାର ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏଥିସହ…

ଆଉ ୨ ମୁଣ୍ଡ ନେଲା କରୋନା, ମୃତ୍ୟୁସଂଖ୍ୟା ୧୯୨୬କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ବଢ଼ିଥିବା ବେଳେ ମୃତ୍ୟୁସଂଖ୍ୟା ପ୍ରଥମ ଲହର ଅପେକ୍ଷା କମ୍ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୩୭୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୨ ଜଣଙ୍କ ଜୀବନ ନେଇଛି କରୋନା । ଆଉ ୨ କରୋନା ମୃତ୍ୟୁକୁ ମିଶାଇ ରାଜ୍ୟରେ କୋଭିଡ୍ ମୃତ୍ୟୁସଂଖ୍ୟା…