ମହଙ୍ଗା ପଡ଼ୁଛି କୋଭିଡ୍ ନିୟମ ଉଲ୍ଲଂଘନ, ୨୪ ଘଣ୍ଟାରେ ୨୪ ଲକ୍ଷରୁ ଅଧିକ ଟଙ୍କା ଜରିମାନା ଆଦାୟ
ଭୁବନେଶ୍ୱର: ରାଜ୍ୟରେ କୋଭିଡ୍ ସଂକ୍ରମଣ ମାମଲା ବଢ଼ି ଚାଲିଥିବା ବେଳେ ସୁଧୁରୁନାହାଁନ୍ତି ଅମାନିଆ । ରାଜ୍ୟବ୍ୟାପୀ ନାଇଟ୍ କର୍ଫ୍ୟୁ ଓ ସପ୍ତାହନ୍ତ ସଟଡାଉନ୍ ସତ୍ତ୍ୱେ କେତେକ ନିଜ ଜୀବନକୁ ବିପଦରେ ପକାଇବା ସହ ଅନ୍ୟମାନଙ୍କ ଜୀବନକୁ ବିପଦ ମୁହଁକୁ ଠେଲୁଛନ୍ତି । ସେମାନଙ୍କୁ ସାବାଡ୍ କରୁଛି…