Latest Odisha News

BREAKING NEWS

Browsing Tag

Covid guidelines

କୋଭିଡ-୧୯ ନିୟମ ଉଲ୍ଲଂଘନ: ଭୁବନେଶ୍ୱରରେ କୋଚିଂ ଇନଷ୍ଟିଚ୍ୟୁଟ୍ ବନ୍ଦ

ଭୁବନେଶ୍ୱର: କୋଭିଡ-୧୯ ନିର୍ଦ୍ଦେଶାବଳୀ ଉଲ୍ଲଂଘନ ଅଭିଯୋଗରେ ଭୁବନେଶ୍ୱର ମ୍ୟୁନିସିପାଲିଟି କର୍ପୋରେସନ (ବିଏମସି) ରବିବାର ଦିନ ଓଡିଶା ରାଜଧାନୀରେ ଏକ କୋଚିଂ ଇନଷ୍ଟିଚ୍ୟୁଟ୍ ବନ୍ଦ କରିଛି। ଇଞ୍ଜିନିୟରିଂ ଏବଂ ମେଡିକାଲ ଆଶାୟୀଙ୍କ ପାଇଁ କୋଚିଂ କ୍ଲାସ୍ ପ୍ରଦାନ କରୁଥିବା ନାଗେଶ୍ୱର…

ଆଜିଠୁ ଖୋଲିବ ଅକ୍ଷରଧାମ ମନ୍ଦିର

ନୂଆଦିଲ୍ଲୀ: ଆଜିଠୁ ଖୋଲିବ ସ୍ୱାମୀନାରାୟଣ ଅକ୍ଷରଧାମ ମନ୍ଦିର । କରୋନା ମହାମରୀ ଯୋଗୁଁ ଏହା ବନ୍ଦ ଥିଲା । ତେବେ ପ୍ରଶାସନ ଏବେ ମନ୍ଦିର ଖୋଲିବାକୁ ନିଷ୍ପତ୍ତି ନେଇଛି । ଆଜି ସନ୍ଧ୍ୟା ୫ଟାରେ ଭକ୍ତଙ୍କ ପାଇଁ ମନ୍ଦିର ଖୋଲାଯିବ । କୋଭିଡ ଗାଇଡଲାଇନ୍ ଭିତରେ ମନ୍ଦିର ଖେଶଲିବାକୁ ପ୍ରଶାସନ…

ବିଧାନସଭାର ମୌସୁମୀ ଅଧିବେଶନ: ମାସ୍କ ଓ ଫେସ୍ ସିଲ୍‌ଡରେ ବିଧାୟକ

ଭୁବନେଶ୍ୱର: କୋଭିଡ କଟକଣା ଭିତରେ ଆରମ୍ଭ ହୋଇଛି ବିଧାନସଭାର ମୌସୁମୀ ଅଧିବେଶନ ଗୃହ କାର୍ଯ୍ୟ । ପ୍ରଥମ ଦିନରେ ଦିବଙ୍ଗତ ନେତା, କୋଭିଡ ଯୋଦ୍ଧା, ଦେଶ ପାଇଁ ସହିଦ ହୋଇଥିବା ସେନା ଅଧିକାରୀଙ୍କ ସହ ମୋଟ ୧୮ ଜଣଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ଆଜିଠୁ ବିଧାନସଭା ମୌସୁମୀ ଅଧିବେଶନ

ଭୁବନେଶ୍ୱର: ମହାମାରୀ କରୋନା ଭିତରେ ଆଜିଠୁ ଆରମ୍ଭ ହେଉଛି ବିଧାନସଭା ମୌସୁମୀ ଅଧିବେଶନ । ବିଭିନ୍ନ ପ୍ରସଙ୍ଗକୁ ନେଇ ସରକାରଙ୍କୁ ଘେରିବାକୁ ବିରୋଧୀ ପ୍ରସ୍ତୁତ ଅଛନ୍ତି । ସେପେଟେ ମୁକାବିଲା କରିବାକୁ ସରକାର ବି ରଣ କୌଶଳ ପ୍ରସ୍ତୁତ କରିସାରିଛନ୍ତି । ଏହି ଅଧିବେଶନରରେ ମୋଟ ୮ଟି କାର୍ଯ୍ୟ…

ମୃତକଙ୍କ ହେବନି କରୋନା ପରୀକ୍ଷା

ଭୁବନେଶ୍ୱର: ମୃତ ବ୍ୟକ୍ତିଙ୍କ ହେବନି କୋଭିଡ ଟେଷ୍ଟ । ମୃତକଙ୍କ କରୋନା ପରୀକ୍ଷା ନକରିବା ଲାଗି ସବୁ ହସ୍ପିଟାଲକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର । ଏହାଦ୍ୱାରା ଅଯଥାରେ ମୃତଦେହ ହସ୍ତାନ୍ତରରେ ବିଳମ୍ବ ହେବା ସହ ମୃତକଙ୍କ ପରିବାରବର୍ଗ ଶୋଷଣରୁ ମୁକ୍ତ ହୋଇପାରିବେ । ଏଥିସହ ଯେଉଁ ସରକାରୀ…

ଆଜିଠୁ +୩ ଓ ପିଜି ଶେଷ ସେମିଷ୍ଟର

ଭୁବନେଶ୍ୱର: କରୋନା କଟକଣା ଭିତରେ ଆଜିଠାରୁ ଆରମ୍ଭ ହେଉଛି ପରୀକ୍ଷା । ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଆଜିଠାରୁ ଯୁକ୍ତ ୩ ଏବଂ ପିଜି ଶେଷ ସେମିଷ୍ଟର ପରୀକ୍ଷା ଆରମ୍ଭ ହୋଇଛି । ଏଥିପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟ…

ଦୀର୍ଘ ୬ ମାସ ପରେ ଖୋଲିଲା ତାଜମହଲ

ଆଗ୍ରା: ଦୀର୍ଘ ୬ ମାସପରେ ଖୋଲିଲା ବିଶ୍ୱ ପ୍ରସିଦ୍ଧା ତଜମହଲ । ୧୧୮ ଦିନ ପରେ ପର୍ଯ୍ୟଟକଙ୍କ ପାଇଁ ଏହା ଖୋଲିଛି । ତେବେ ଏଠାକୁ ଆସୁଥିବା ପର୍ଯ୍ୟଟକଙ୍କୁ କୋଭିଡ ନିୟମ ପାଳନ କରିବାକୁ ପଡିବ । ପ୍ରବେଶ ବେଳେ ମାସ୍କ ପିନ୍ଧିବା ସହ ସାମାଜିକ ଦୂରତା ଓ କୋଭିଡ ନିୟମ ମାନିବାକୁ ପଡିବ । କରୋନା…

କଟକରେ ଏଥର ମଣ୍ଡପରେ ଦୁର୍ଗାପୂଜା ମନା

କଟକ: ଏଥର ସିଲଭର ସିଟିରେ ଜମିବନି ଦଶହରା । ମଣ୍ଡପକୁ ଆସିବେନି ମା’ ଦୁର୍ଗା । କୋଭିଡ ଗାଇଡଲାଇନ୍ ଦୃଷ୍ଟିରେ ରଖି ଚଳିତ ବର୍ଷ କଟକଣା ଭିତରେ କଟକରେ ପାଳନ ହେବ ଦୁର୍ଗାପୂଜା । ଏନେଇ ଜିଲ୍ଲାପାଳ ଭବାନୀ ଶଙ୍କର ଚୟିନୀ ସୂଚନା ଦେଇଛନ୍ତି । ସେ କହିଛନ୍ତି, ଚଳିତ ବର୍ଷ ଦୁର୍ଗାପୂଜା ମଣ୍ଡପ…

ସୁର ଭାଙ୍ଗିଲେ କୋଭିଡ ନିୟମ !

ଭୁବନେଶ୍ୱର: ଓଡ଼ିଶାରେ ପ୍ରତ୍ୟେକ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ପ୍ରଶାସନ ପକ୍ଷରୁ ଜନସାଧାରଣ ସଚେତନ ରହିବା ପାଇଁ ବାରମ୍ବାର ନିବେଦନ କରାଯାଉଛି । ରାଜ୍ୟ ସରକାର, ପୋଲିସ୍ ଓ ସ୍ୱାସ୍ଥ୍ୟ ବିଭାଗ ସମସ୍ତେ କୋଭିଡ ନିୟମ ପାଳନ ଓ ସାମାଜିକ ଦୂରତା ରକ୍ଷା କରିବା…

ଆସିଲା ଅନ୍‌ଲକ୍‌-୩ର ଗାଇଡଲାଇନ୍‌, ଜାଣନ୍ତୁ କ’ଣ ରହିବ ଖୋଲା କ’ଣ ବନ୍ଦ

ନୂଆଦିଲ୍ଲୀ: ସାରା ଦେଶରେ କାୟା ମେଲାଇଛି କରୋନା । ପ୍ରତିଦିନ ନୂଆ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ସବୁ ପ୍ରୟାସ ପରେ ବି ଥମୁନି ସଂକ୍ରମଣ । ୪ଟି ପର୍ଯ୍ୟାୟରେ ଲକଡାଉନ୍ ସରିବା ପରେ ଦେଶରେ ଅନ୍‌ଲକ୍ ଲାଗୁ ହୋଇଛି । ଆସନ୍ତା ଜୁଲାଇ ୩୧ରୁ ଅନ୍‌ଲକ୍‌-୨ ସରୁଥିବା ବେଳେ ଅନ୍‌ଲକ-୩ ପାଇଁ…