Latest Odisha News

BREAKING NEWS

Browsing Tag

Covid guidelines

କଟକଣା ଭିତରେ ହେବ ସ୍ୱାଧୀନତା ଦିବସ ପାଳନ

ନୂଆଦିଲ୍ଲୀ: ଦୂର ହେଲା ଦ୍ୱନ୍ଦ । ଚଳିତ ବର୍ଷ ପାଳନ ହେବ ସ୍ୱାଧୀନତା ଦିବସ । କରୋନା କଟକଣା ଭିତରେ ପାଳନ କରିବାକୁ ନିର୍ଦ୍ଦେଶ ଦେଲେ ସରକାର । ଚଳିତ ବର୍ଷ ସ୍ୱାଧୀନତା ଦିବସ ପାଳନ ପାଇଁ କେନ୍ଦ୍ର ଓ ଗୃହ ବିଭାଗ ପକ୍ଷରୁ ଗାଇଡ ଲାଇନ୍ ଜାରି ହୋଇଛି । ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର…

କରୋନା ହଟ୍‌ସ୍ପଟ ଜିଲ୍ଲାରେ କଟକଣାକୁ ଫୁ’, ବିରାଟ ଯଜ୍ଞ ସହ କଳସ ଶୋଭାଯାତ୍ରା

ଗଞ୍ଜାମ: ଗଂଜମାରେ କରୋନାରେ ସ୍ଥିତି ସଙ୍ଗୀନ । ୩୬ ଜଣଙ୍କ ମୃତ୍ୟୁ ଏବଂ ୩ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଗଂଜାମ ଜିଲ୍ଲାରୁ । ହଟ୍‌ସ୍ପଟ ଜିଲ୍ଲାରେ ପରିଣତ ହୋଇଛି ଗଂଜାମ ଜିଲ୍ଲା । ତେବେ ଏତେ ଆକ୍ରାନ୍ତ ଚିହ୍ନଟ ସତ୍ତ୍ୱେ ଏଠି ସରକାରୀ କଟକଣାକୁ ଫୁ କରିଦେଇଛନ୍ତି ଲୋକେ ।…

ସାଂସଦ ଅପରାଜିତାଙ୍କ ନାଁରେ ମାମଲା ପଛରେ ରାଜନୈତିକ ଷଡ଼ଯନ୍ତ୍ର !

ଭୁବନେଶ୍ୱର: କୋଭିଡ ଗାଇଡଲାଇନ୍ ଉଲ୍ଳଂଘନ ଅଭିଯୋଗରେ ସାଂସଦ ଅପରାଜିତା ଷଡଙ୍ଗୀଙ୍କ ନାଁରେ ମାମଲା ପ୍ରସଙ୍ଗରେ ରାଜନୀତି ଜୋର୍ ଧରିଛି । ଅପରାଜିତାଙ୍କ ବିରୋଧରେ କି ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି, ସେ ନେଇ କମିଶନରେଟ୍ ପୋଲିସକୁ ଆକ୍ସନ ଟେକେନ୍ ରିପୋର୍ଟ ମାଗିଛି ବିଏମସି।…

କୋଭିଡ ନିୟମ ଉଲ୍ଲଂଘନ: ସିଲ୍ ହେଲା ୩ଟି ନର୍ସିଂହୋମ୍‌

ଝାରସୁଗୁଡା: ପୁଣି କୋଭିଡ ନିୟମ ଉଲ୍ଲଂଘନ ଅଭିଯୋଗ । ମାନିଲେନି ନିୟମ । ସିଲ୍ ହେଲା ୩ଟି ନର୍ସିଂହୋମ୍ । ଝାରସୁଗୁଡାରେ କୋଭିଡ ଗାଇଡଲାଇନ୍ ଉଲ୍ଲଂଘନ ଅଭିଯୋଗରେ ତିନୋଟି ନର୍ସିଂହୋମ୍‌କୁ ଜିଲ୍ଲା ପ୍ରଶାସନ ସିଲ୍ କରିଥିବା ନେଇ ସୂଚନା ମିଳିଛି । ସହରରେ ଥିବା ଅଗ୍ରୱାଲ ନର୍ସିଂହୋମ, ଆର. କେ.…

ରାଜଧାନୀର ରୁଚିକା ନର୍ସିଂହୋମରେ ପଡିଲା ତାଲା

ଭୁବନେଶ୍ୱର: କୋଭିଡ ନିୟମ ଉଲ୍ଲଂଘନ ଅଭିଯୋଗରେ ରାଜଧାନୀର ରୁଚିକା ନର୍ସିଂ ହୋମରେ ତାଲା ପଡିଛି । ବରମୁଣ୍ଡା ଜିବି କୋଲନୀରେ ଥିବା ଏହି ନର୍ସିଂ ହୋମରେ ଆଜି ବିଏମସି ଓ ବିଡିଏର ଟିମ୍ ଚଢାଉ କରିଥିଲେ । ନର୍ସିଂ ହୋମ୍ କୋଭିଡ୍ ଗାଇଡଲାଇନ୍ ଉଲ୍ଲଂଘନ କରୁଥିବା ଅଧିକାରୀଙ୍କ ଦୃଷ୍ଟିକୁ ଆସିଥିଲା ।…

ବିନା ଅନୁମତିରେ ବିବାହ କରାଇଲେ ବନ୍ଧା ହେବେ ପୁରୋହିତ

ଗଞ୍ଜାମ: ବିନା ଅନୁମତିରେ ବିବାହ କରାଇଲେ ବନ୍ଧା ହେବେ ପୁରୋହିତ । କେବଳ ସେତିକି ନୁହେଁ ତାଙ୍କ ନାଁରେ ମାମଲା ମଧ୍ୟ ରୁଜୁ ହେବ । ଆଜି ଟ୍ୱିଟ୍ କରି ଏଭଳି ନିର୍ଦ୍ଦେଶନାମା ଜାରି କରିଛନ୍ତି ଗଂଜମା ଜିଲ୍ଲା ପ୍ରଶାସନ । ସେ କହିଛନ୍ତି ଯେ, ସବ୍‌ଡିଭିଜନାଲ୍ ମାଜିଷ୍ଟ୍ରେଟ୍‌ଙ୍କ ଠାରୁ ଅନୁମତି…

ମାନିଲେନି ନିୟମ: ବନ୍ଦ ହେଲା ଜିମ୍‌, ଶ୍ରୀଲେଦର, ପଣ୍ଡା, ମାକ୍ସ ଦେଲେ ଫାଇନ୍‌

ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହୋଇଛି ସରକାରଙ୍କ ନୂଆ ଗାଇଡଲାଇନ୍ । ଆଉ ପ୍ରଥମ ଦିନରେ ହିଁ କଡାକଡି ହୋଇଛି ଯାଂଚ୍ । କୋଭିଡ ନିୟମ ଉଲ୍ଲଂଘନ ଅଭିଯୋଗରେ ରାଜଧାନୀର ଅଲଟାଇମ୍ ଫିଟନେଓ ଜିମକୁ ସିଲ କରିଛି ବିଏମସି । ଖଣ୍ଡଗିରି ଆଇଟିଇଆର କଲେଜ ନିକଟରେ ଥିବା ଏହି ଜିମ୍ ନିୟମ ନମାନି ଖୋଲା…

ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଝିଅ ନାଁରେ ଏତଲା

ଭୁବନେଶ୍ୱର: ସ୍ୱାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସଙ୍କ ଝିଅ ନାଁରେ ଏତଲା । ସ୍ୱାସ୍ଥ୍ୟ ମନ୍ତ୍ରୀ ଝିଅ ଦୀପାଳି ଦାସ ଓ ଅନ୍ୟମାନଙ୍କ ବିରୋଧରେ ମାମଲା ରୁଜୁ ହୋଇଛି । କୋଭିଡ-୧୯ ଗାଇଡ୍ ଲାଇନ୍ ଉଲ୍ଲଂଘନ ଅଭିଯୋଗରେ ମାମଲା ରୁଜୁ କରିଛି ପୋଲିସ। ଏନେଇ ଝାରସୁଗୁଡା ଏସ୍‌ପି ସୂଚନା ଦେଇଛନ୍ତି ।…

ଫାଇନ ଦେଲେ ପିସିସି ସଭାପତି

ଭୁବନେଶ୍ୱର: କରୋନା ସମୟରେ ସାମାଜିକ ଦୂରତା ନମାନି ରାଜନୈତିକ କାର୍ଯ୍ୟକ୍ରମ କରିଥିବାରୁ ପିସିସି ସଭାପତି ଜରିମାନା ଦେଇଛନ୍ତି । ପିସିସି ସଭାପତି ନିରଂଜନ ପଟ୍ଟନାୟକଙ୍କ ଠାରୁ ଫାଇନ କାଟିଛି ପୋଲିସ । ସେ ୫ଶହ ଟଙ୍କା ଫାଇନ୍ ଦେଇଛନ୍ତି । ରାଜ୍ୟ ସରକାରଙ୍କ କୋଭିଡ୍ ପରିଚାଳନାରେ ବିଫଳତାକୁ ନେଇ…