Latest Odisha News

BREAKING NEWS

Browsing Tag

Covid Infection

ଚୀନରେ ବଢୁଛି କୋଭିଡ ମୃତ୍ୟୁସଂଖ୍ୟା: ଶ୍ମଶାନରେ ମିଳୁନି ଜାଗା

ବେଜିଂ: ପୁଣି ଚୀନରେ ହାହାକାର ପରିସ୍ଥିତି । କାୟା ବିସ୍ତାର କରିଚାଲିଛି କରୋନା । ବଢିଚାଲିଛି ମୃତ୍ୟୁ ସଂଖ୍ୟା  । ନିୟନ୍ତ୍ରଣକୁ ଆସିପାରୁନି । ଭୟରେ ଲୋକ ଘରୁ ବାହାରୁ ନାହାନ୍ତି ।  ରାସ୍ତାଘାଟ ଶୂନ୍‌ଶାନ ହୋଇପଡିଛି । ଦେଶରେ କୋଭିଡ ସ୍ଥିତିକୁ ଦୃଷ୍ଟିରେ ରଖି କଟକଣା ଜାରି କରାଯାଇଥିଲା…

ଶିଶୁଙ୍କ ସଂକ୍ରମଣ ପାଇଁ ପରିବାର ଲୋକଙ୍କୁ ପରୋକ୍ଷରେ ଦାୟୀ କଲା ସ୍ୱାସ୍ଥ୍ୟ ବିଭାଗ

ଭୁବନେଶ୍ୱର: ରାଜ୍ୟରେ କରୋନାରେ ଶିଶୁ ସଂକ୍ରମିତଙ୍କ ସଂଖ୍ୟା ବଢୁଛି । ଏହା ଉପରେ ପ୍ରତିକ୍ରିୟା ରଖିଛନ୍ତି ଡିଏମଇଟି ଡାକ୍ତର ସିବିକେ ମହାନ୍ତି । ପିଲାଙ୍କ ସଂକ୍ରମଣ ପାଇଁ ପରିବାରକୁ ପରୋକ୍ଷରେ ଦାୟୀ କରିଛି ସ୍ୱାସ୍ଥ୍ୟ ବିଭାଗ । ପିଲାଙ୍କୁ ଥଣ୍ଡା, କାଶ, ଜ୍ୱର ହୋଇଥିଲେ ନଲୁଚାଇ ଜଣାଇବାକୁ…

ସାବଧାନ ! ମଣିଷ ଦେହରେ ମାସେ ଯାଏ ସକ୍ରିୟ ରହୁଛି କରୋନା ଭାଇରସ୍

ଭୁବନେଶ୍ବର: ମଣିଷ ଦେହରେ ମାସେ ଯାଏ ସକ୍ରିୟ ରହୁଛି କରୋନା ଭାଇରସ । ପ୍ରଥମ ଲହରରେ ଭାଇରସ୍ ମଣିଷ ଦେହରେ ୧୫ ଦିନ ରହୁଥିଲା । ଦ୍ୱିତୀୟ ଲହରରେ ଦେଖାଯାଉଛି ଏହି ଡେଲଟା ଭାଇରସ୍ ମାସେ ପର୍ଯ୍ୟନ୍ତ ମଣିଷ ଦେହରେ ସକ୍ରିୟ ରହୁଛି । ଏହି ସୂଚନା ଦେଇଛନ୍ତି ଆଇଏଲଏସ ନିର୍ଦ୍ଦେଶକ ଡାକ୍ତର ଅଜୟ…