Latest Odisha News

BREAKING NEWS

Browsing Tag

covid manegement

ପିପିଇ କିଟ୍ କିଣା ଦୁର୍ନୀତି: ବିଜେପି-ବିଜେଡି ତୁ ତୁ ମେଁ ମେଁ

ଭୁବନେଶ୍ୱର: ରାଜ୍ୟରେ କୋଭିଡ ପରିଚାଳନା ନେଇ ରାଜନୀତି ଜୋର୍ ଧରିଛି । କରୋନା ପରିଚାଳନାରେ ଦୁର୍ନୀତି ହୋଇଥିବା ନେଇ ବଡ ଅଭିଯୋଗ ଆଣିଛନ୍ତି ବିଜେପି ସାଂସଦ ଅପରାଜିତା ଷଡଙ୍ଗୀ । ପିପିଇ କିଟ୍ କିଣାରେ ଦୁର୍ନୀତି ହୋଇଥିବା ସେ ଅଭିଯୋଗ କରିଛନ୍ତି । ସେ କହିଛନ୍ତି ଏହି ଦୁର୍ନୀତିରେ…

“ଗଂଜାମ ଓ ଖୋର୍ଦ୍ଧାରେ କୋଭିଡ୍ ସ୍ଥିତି ଅଣାୟତ୍ତ”

ଭୁବନେଶ୍ୱର: ଗଂଜାମ ଓ ଖୋର୍ଦ୍ଧାରେ କରୋନା ସ୍ଥିତି ଅଣାୟତ ହୋଇପଡିଛି ଏବଂ ଏଥିପାଇଁ ସରକାର ଦାୟୀ ବୋଲି ଅଭିଯୋଗ କରିଛି କଂଗ୍ରେସ। ବିଧାୟକ ସୁର ରାଉତରାୟ କହିଛନ୍ତି, ଦୁଇ ଜିଲ୍ଲାରେ କୋଭିଡ୍ ପରିଚାଳନା ଠିକ୍ ଭାବେ ହୋଇପାରୁନି । ପ୍ରବାସୀ ମାନଙ୍କୁ ଆଣି ସଂକ୍ରମଣ ବଢାଇଲେ ଏବେ ପରିଚାଳନାରେ…

ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ କଥା ହେଲେ ଡିଜିପି

ଭୁବନେଶ୍ୱର: ପୋଲିସ ଡିଜି ଅଭୟ ଆଜି ରାଜ୍ୟର ସମସ୍ତ ରେଂଜ ଆଇଜି, ଡିଆଇଜି, ସମସ୍ତ ଜିଲ୍ଲା ଏସପି, ଟ୍ୱିନ ସିଟି ଡିଏସପି ଏବଂ କଟକ ଓ ରାଉରକେଲା ରେଳବାଇ ଏସପିଙ୍କ ସହ ଭିଡିଓ କନଫରେନ୍ସିଂରେ ବିିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିଛନ୍ତି । ଜଣେ ପୋଲିସ କର୍ମଚାରୀ ଓ ଅଧିକାରୀ…

ମୁଖ୍ୟମନ୍ତ୍ରୀଙ୍କୁ ପିସିସି ସଭାପତିଙ୍କ ଚିଠି

ଭୁବନେଶ୍ୱର: ରାଜ୍ୟରେ କରୋନା ମହାମାରୀ ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି ପିସିସି ସଭାପତି ନିରଂଜନ ପଟ୍ଟନାୟକ । ଚିଠିରେ ପିସିସି ସଭାପତି ଦର୍ଶାଇଛନ୍ତି ଯେ, ରାଜ୍ୟରେ ତୁରନ୍ତ କରୋନା ମୁକାବିଲା ପାଇଁ ପଦକ୍ଷେପ ନିଆନଗଲେ ଗୋଷ୍ଠୀ ସଂକ୍ରମଣ ଆଡକୁ ଯିବାର…

ରାଜ୍ୟରେ କରୋନା ସ୍ଥିତି : ବିଜେପି ବନାମ ବିଜେଡି

ଭୁବନେଶ୍ୱର: କରୋନା ସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ କେନ୍ଦ୍ର ସରକାରଙ୍କ ସାହାଯ୍ୟ ଓ ହସ୍ତକ୍ଷେପ ଲୋଡନ୍ତୁ । ପ୍ରେସମିଟ୍ କରି ଆଜି ରାଜ୍ୟ ବିଜେପି ଉପସଭାପତି ଭୃଗୁ ବକ୍ସିପାତ୍ର କହିଛନ୍ତି ଯେ, କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହାଙ୍କ ପ୍ରତ୍ୟକ୍ଷ ହସ୍ତକ୍ଷେପ ପରେ ଦିଲ୍ଲୀ…

‘କାରୋନା ମୁକାବିଲା ପାଇଁ ଦିଲ୍ଲୀ ମଡେଲ୍ ଆପଣାନ୍ତୁ ରାଜ୍ୟ ସରକାର’

ଭୁବନେଶ୍ୱର: ଦିନକୁ ଦିନ ରାଜଧାନୀ ଭୁବନେଶ୍ୱରରେ କରୋନର ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାକୁ ନେଇ ରାଜ୍ୟ ସରକାରଙ୍କୁ ବିଜେପି ଟାର୍ଗେଟ କରିଛି । ଭୁବନେଶ୍ୱରର ସ୍ଥିତି ଗମ୍ଭୀର, ସ୍ଥିତି ନିୟନ୍ତ୍ରଣ ବାହାରକୁ ଗଲାଣି ବୋଲି କହିଛନ୍ତି ଭୁବନେଶ୍ୱର ଜିଲ୍ଲା ବିଜେପି ସଭାପତି ବାବୁ…

କରୋନା ମୁକାବିଲା ପାଇଁ ସୁନ୍ଦରଗଡ ଓ ଯାଜପୁର ଜିଲ୍ଲାକୁ ମିଳିବ ୧୦ କୋଟି

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବଗିଡିବାରେ ଲାଗିଛି କରୋନା ସ୍ଥିତି । ତେଣୁ ଏହାର ମୁକାବିଲା ପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣି ଥରେ ଅଶଉ ଦୁଇ ଜିଲ୍ଲାର ସ୍ଥିତି ସମୀକ୍ଷା କରିଛନ୍ତି । ସୁନ୍ଦରଗଡ ଓ ଯାଜପୁର ଜିଲ୍ଲା ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ସ୍ଥିତି…

‘ମୋ ସରକାର’ରେ ସାମିଲ ହେବ କୋଭିଡ ପରିଚାଳନା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ‘ମୋ ସରକାର’ରେ ସାମିଲ ହେବ କୋଭିଡ ପରିଚାଳନା । କୋଭିଡ ରୋଗୀ ଓ କୋଭିଡ୍ ଯୋଦ୍ଧାମାନଙ୍କ ସହ ନିୟମିତ ଯୋଗାଯୋଗ କରି ସେମାନଙ୍କଠାରୁ ଫିଡ୍‌ବ୍ୟାକ୍ ସଂଗ୍ରହ କରାଯିବ । ଏନେଇ ଆଜି କୋଭିଡ ମୁକାବିଲା କାର୍ଯ୍ୟକ୍ରମ ସମ୍ପର୍କରେ ଉଚ୍ଛସ୍ତରୀୟ ବୈଠକରେ ସମୀକ୍ଷା କରି ମୁଖ୍ୟମନ୍ତ୍ରୀ ନବୀନ…