Latest Odisha News

BREAKING NEWS

Browsing Tag

Covid Negative

କୋଭିଡ୍ ନେଗେଟିଭ୍ ମୃତଦେହକୁ ନେଇପାରିବେ ପରିବାର ଲୋକ, ମାନିବାକୁ ପଡ଼ିବ ଏହି ସର୍ତ୍ତ

ଭୁବନେଶ୍ୱର: କରୋନାରେ ସଂକ୍ରମିତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ଆକ୍ରାନ୍ତଙ୍କ ମୃତ୍ୟୁ ହେଲେ ପ୍ରଶାସନ ଶବ ସତ୍କାର କରୁଛି । ଏଣିକି ପରିବାର ଲୋକଙ୍କୁ ସର୍ତ୍ତ ସହ ମୃତଦେହ ଦିଆଯିବ । ଯଦି ମୃତକ ଜଣଙ୍କ କୋଭିଡ୍ ନେଗେଟିଭ୍ ଥିବେ ତାଙ୍କ ମରଶରୀରକୁ ନେଇ ପାରିବେ ପରିବାର ଲୋକ । ଏନେଇ ନୂଆ…

ଏନଆଇଟି କ୍ୟାମ୍ପସ୍ ଛାଡ଼ିବାକୁ ଛାତ୍ରଛାତ୍ରୀଙ୍କୁ ଅନୁମତି

ରାଉରକେଲା: ରାଉରକେଲା ଏନଆଇଟିରୁ ଗତ ୫ ଦିନ ମଧ୍ୟରେ ୧୪ ଜଣ ଛାତ୍ରଛାତ୍ରୀ କରୋନା ପଜିଟିଭ୍ ଚିହ୍ନଟ ପରେ ପ୍ରଶାସନ ପଦକ୍ଷେପ ନେଇଛି । କରୋନା ସଂକ୍ରମଣ ଯେଭଳି ନବ୍ୟାପେ ସେଥିପ୍ରତି ଦୃଷ୍ଟି ଦେଇଛନ୍ତି ଏନଆଇଟି କର୍ତ୍ତୃପକ୍ଷ । କରୋନା ଟେଷ୍ଟ ନେଗେଟିଭ୍ ଆସିଥିବା ଛାତ୍ରଛାତ୍ରୀ ହଷ୍ଟେଲ ଛାଡ଼ି…

ସଲମାନ୍ ଖାନଙ୍କ କରୋନା ରିପୋର୍ଟ ନେଗେଟିଭ୍

ଭାଇଜାନଙ୍କ ଫ୍ୟାନଙ୍କ ପାଇଁ ଖୁସି ଖବର । ସୁପରଷ୍ଟାର ସଲମାନ୍ ଖାନଙ୍କ କରୋନା ରିପୋର୍ଟ ନେଗେଟିଭ୍ ଆସିଛି । ବିଗ୍ ବସ୍ ଓ୍ୱିକେଣ୍ଡ କି ୱାରରେ ତାଙ୍କୁ ଦେଖିବାକୁ ମିଳିବ । ବିଗ୍ ବସ୍ ସୁଟିଂ କରୁଥିବା ସଲମାନଙ୍କ ଡ୍ରାଇଭର ଓ ଦୁଇ ଜଣ ଷ୍ଟାଫ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ ।…

ସିଦ୍ଧରମୈୟାଙ୍କ କୋଭିଡ୍ ରିପୋର୍ଟ ନେଗେଟିଭ୍, କାଲି ହେବେ ଡିସଚାର୍ଜ

ବେଙ୍ଗାଳୁରୁ: କରୋନାକୁ ହରାଇଛନ୍ତି କର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା । ସେ ସୁସ୍ଥ ହୋଇଛନ୍ତି । କୋଭିଡ୍ ରିପୋର୍ଟ ନେଗେଟିଭ୍ ଆସିଛି । ଏନେଇ ତାଙ୍କ କାର‌୍ୟ୍ୟାଳୟ ପକ୍ଷରୁ ସୂଚନା ମିଳିଛି । ଆସନ୍ତାକାଲି ହସ୍ପିଟାଲରୁ ଡିସଚାର୍ଜ ହେବେ ସିଦ୍ଧରମୈୟା । ବର୍ତ୍ତମାନ…