Latest Odisha News

BREAKING NEWS

Browsing Tag

Covid New Positive

ଆଜି ରାଜ୍ୟରୁ ୧୭୮ କରୋନା ପଜିଟିଭ୍ ଚିହ୍ନଟ, ୧୨ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ଶୂନ

ଭୁବନେଶ୍ୱର: ରାଜ୍ୟରେ ନିୟନ୍ତ୍ରଣରେ ରହିଛି କରୋନା ସଂକ୍ରମଣ । ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ଦୁଇ ଶହ ଭିତରେ ରହିଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୧୭୮ ସଂକ୍ରମିତ । ୧୮ ଜିଲ୍ଲାରୁ ନୂଆ ଆକ୍ରାନ୍ତ ବାହାରିଛନ୍ତି । ଏମାନଙ୍କ ଭିତରେ କ୍ୱାରେଣ୍ଟିନରୁ ୧୦୫ ଓ ଲୋକାଲ୍ କଣ୍ଟାକ୍ଟ…

ଓଡ଼ିଶାରେ ପୁଣି ବଢୁଛି କରୋନା କେସ୍, ଆଜି ୨୮୮ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ପୁଣି ଥରେ କାୟା ମେଲାଉଛି କରୋନା । ବଢୁଛି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା । ଏବେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଦୁଇ ଶହରୁ ତିନି ଶହ ଯାଏ ବଢ଼ିଲାଣି । ଗତକାଲି ୨୧୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଏହି ସଂଖ୍ୟା ୨୮୮ରେ ପହଞ୍ଚିଛି । ଏମାନଙ୍କ ଭିତରେ ୧୮ ବର୍ଷ…

ଆଜି ରାଜ୍ୟରୁ ୬୪୪ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନାର ଦୈନିକ ସଂକ୍ରମଣ ଉପର ତଳ ହେଉଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୬୪୪ ଆକ୍ରାନ୍ତ । ଏମାନଙ୍କ ମଧ୍ୟରୁ ୩୭୫ ଜଣ ସଙ୍ଗରୋଧରୁ ଓ ସ୍ଥାନୀୟ ସଂକ୍ରମଣ ରହିଛି ୨୬୯ । ୧୮ ବର୍ଷରୁ କମ୍ ଆଉ ୭୨ ଜଣ ଶିଶୁ ଓ କିଶୋର କରୋନା ସଂକ୍ରମିତ ହୋଇଛନ୍ତି । Covid-19…

ଆଜି ୨୫ ଜିଲ୍ଲାରୁ ୬୯୫ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନାର ଦୈନିକ ସଂକ୍ରମଣ ତଳ ଉପର ହେଉଛି । କେବେ କମୁଛି, ପୁଣି କେବେ ସାମାନ୍ୟ ବଢୁଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୬୯୫ ଆକ୍ରାନ୍ତ । ଏମାନଙକ୍ ଭିତରେ ୧୮ ବର୍ଷ ଭିତରେ ଅଛନ୍ତି ୮୩ ଆକ୍ରାନ୍ତ । ୨୫ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ନୂଆ ଆକ୍ରାନ୍ତ ।…

କମୁଛି କରୋନା କାୟା: ଆଜି ଓଡ଼ିଶାରୁ ୪୨୮ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା କାୟା । ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୪୨୮ ସଂକ୍ରମିତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୨୫୨ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୭୬ । ୧୮ ବର୍ଷ ଭିତରେ ଆଉ ୫୫ ଜଣ ଆକ୍ରାନ୍ତ ଚିହ୍ନଟ…