Latest Odisha News

BREAKING NEWS

Browsing Tag

covid norms violation

କୋଭିଡ୍‌ ନିୟମ ଉଲ୍ଲଘଂନ; ଫାଇନ୍‌ ଭରିଲେ ଟ୍ରାଫିକ୍ କନେଷ୍ଟବଳ

ପୁରୀ: ମଙ୍ଗଳବାର ଦିନ ପୁରୀର ଜଣେ ଟ୍ରାଫିକ୍ କନେଷ୍ଟବଳଙ୍କୁ ଡ୍ୟୁଟିରେ ଥିବା ସମୟରେ ମାସ୍କ ନ ପିନ୍ଧିଥିବାରୁ ୨୦୦୦ ଟଙ୍କା ଜୋରିମାନା ଦେବାକୁ ପଡିଛି। ‌ଏ ନେଇ ପୁରୀ ଏସପି ସମର୍ଥ ବର୍ମା ଟୁଇଟ୍‌ କରି କହିଛନ୍ତି ଯେ, “ମାସ୍କ ନ ପିନ୍ଧିଥିବାରୁ ଆମେ ନିଜ ଟ୍ରାଫିକ କନେଷ୍ଟବଳଙ୍କୁ ୨୦୦୦…

କୋଭିଡ୍ ନିୟମ ଉଲଘଂନ ଦର୍ଶାଇ ସିଲ୍ ହେଲା ପେଟ୍ରୋଲ ପମ୍ପ

ସୋନପୁର: ଦିନକୁ ଦିନ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଲାଣି । ଏଥି ପାଇଁ ରାଜ୍ୟ ସରକାର କରୋନା ନିୟମକୁ କଡାକଡି ପାଳନ କରିବା ଉପରେ ଗୁରୁତ୍ୱ ଦେଉଛନ୍ତି । ଆଜି କୋଭିଡ ନିୟମ ଉଲଘଂନ କରିବା ଅଭିଯୋଗରେ ସୋନପୁରର ଏକ ପେଟ୍ରୋଲ ପମ୍ପକୁ ସିଲ୍ କରାଯାଇଛି । ଦୁଇ ଦିନ ତଳେ…

ସୁରେଶ ରାଇନା, ଗୁରୁ ରାନ୍ଧୱାଙ୍କ ସମେତ ୩୪ ଜଣଙ୍କୁ ଗିରଫ କଲା ପୋଲିସ

ନୂଆଦିଲ୍ଲୀ: ମୁମ୍ବାଇରେ କୋଭିଡ -୧୯ କଟକଣାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ର ସରକାର ରାତ୍ରି କର୍ଫ୍ୟୁ ଲାଗୁ କରିଛନ୍ତି, ଏହାର ଉଲ୍ଲଂଘନ କରିଥିବାରୁ ମୁମ୍ବାଇ ପୋଲିସ ଏକ ନାଇଟ୍ କ୍ଲବ ଉପରେ ଆକ୍ରମଣ କରି ୩୪ ଜଣଙ୍କୁ ଗିରଫ କରିଛି। ଏଥିମଧ୍ୟରେ ହ୍ରିତିକ ରୋଶନଙ୍କ ପୂର୍ବତନ ପତ୍ନୀ ସୁଜାନ ଖାନ…

ବାର୍ଥ ଡେ’ ପାର୍ଟି ପାଇଁ ବାର୍ ସିଲ୍‌

ଭୁବନେଶ୍ୱର: ମହଙ୍ଗା ପଡିଲା ବାର୍‌ରେ ବାର୍ଥ ଡେ’ ପାଳନ । ଭୁଲିଗଲେ କୋଭିଡ କଟକଣା । କୋଭିଡ ନିୟମ ଉଲ୍ଲଂଘନ ଅଭିଯୋଗରେ ବାର୍ ସିଲ୍ କଲା ପୋଲିସ । ଭୁବନେଶ୍ୱର ଇନ୍‌ଫୋସିଟି ଅଚଂଳରେ ଥିବା ଇକୋ ବାର୍ ଉପରେ କମିଶନରେଟ୍ ପୋଲିସ ଚଢ଼ାଉ କରି ସିଲ୍ କରିଛି । ବାର୍ଥ ଡେ ପାଳନ ବେଳେ କାହାରି ମୁହଁରେ…

କୋଭିଡ ନିୟମ ଉଲ୍ଲଙ୍ଘନ ଅଭିଯୋଗ: ମୁଖ୍ୟମନ୍ତ୍ରୀଙ୍କୁ ଦସ୍ତାବିଜ ପଠାଇଲେ ଅପରାଜିତା

ଭୁବନେଶ୍ୱର: କୋଭିଡ ନିୟମ ଉଲ୍ଲଙ୍ଘନ ଅଭିଯୋଗ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ । ଏହି ଚିଠି ମାଧ୍ୟମରେ ସେ ବିଜେଡି ବିଧାୟକ, ନେତା, ମନ୍ତ୍ରୀ ଓ ରାଜ୍ୟ କାର୍ଯ୍ୟାଳୟରେ ନିୟମ ଉଲ୍ଲଙ୍ଘନର ସମସ୍ତ ଫଟୋ ଓ ଭିଡିଓଗୁଡିକୁ…

କୋଭିଡ କଟକଣାକୁ ଫୁ’, ଫୁଟବଲ ମ୍ୟାଚ୍‌ର ମଜା ନେଲେ ଶହ ଶହ ଲୋକ

ଲମତାପୁଟ: କୋଭିଡ କଟକଣାକୁ ଫୁ’ । ଖୁଲମଖୁଲା କୋଭିଡ ନିୟମ ଉଲ୍ଲଂଘନ । ଜମିଲା ଫୁଟବଲ ମ୍ୟାଚ୍ । ଏକାଠି ହୋଇ ମ୍ୟାଚ୍ ଦେଖିଲେ ଶହଶହ ଲୋକ । କରୋନା ସଙ୍କଟ ଭିତରେ ଏଭଳି ଏକ ଚିତ୍ର ଆସିଛି କୋରାପୁଟ ଜିଲ୍ଲା ଲମତାପୁଟରୁ । ମ୍ୟାଚର ମଜା ନେବା ପାଇଁ କେହି ସାମାଜିକ ଦୂରତା ନିୟମ ପାଳନ…