Latest Odisha News
Browsing Tag

Covid Positive Cases

ରାଜ୍ୟରେ ଦୁଇ ଶହ ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ତଳକୁ ତଳକୁ ଖସୁଛି ଦୈନିକ ସଂକ୍ରମଣ । ଦୈନିକ ସଂକ୍ରମଣ ଶହେକୁ ଖସିଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧୭୧ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟିନରୁ ୯୮ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୭୩ । ୧୮ ବର୍ଷ ଭିତରେ ଆଉ ୩୪ ଜଣ ସଂକ୍ରମିତ ହୋଇଛନ୍ତି ।…

୩୦ ହଜାର ତଳେ ଦେଶରେ ଦୈନିକ କରୋନା କେସ୍, ୩୪୭ ମୃତ

ନୂଆଦିଲ୍ଲୀ: ଦେଶରେ ଖସୁଛି କରୋନା କାୟା । ୩୦ ହଜାର ତଳକୁ ଖସିଛି ଦୈନିକ ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୨୭ହଜାର ୪୦୯ ଆକ୍ରାନ୍ତ । ଗତକାଲି ଅପେକ୍ଷା ସଂକ୍ରମଣ ୧୯.୭ ପ୍ରତିଶତ କମିଛି । କେରଳରୁ ସର୍ବାଧିକ ୮୯୮୯ ପଜିଟିଭ୍ ବାହାରିଥିବା ବେଳେ…

କାବୁ ପାଉଛି କରୋନା: ଦେଶରେ ୫୦ ହଜାରକୁ ଖସିଲା ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ କାବୁ ପାଉଛି କରୋନା । ଦୈନିକ ସଂକ୍ରମଣ କ୍ରମାଗତ ଭାବରେ ଖସିବାରେ ଲାଗିଛି । ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୫୦ହଜାର ୪୦୭ ନୂଆ ଆକ୍ରାନ୍ତ । ଗତକାଲି ଅପେକ୍ଷା ପାଖାପାଖି ୧୦ ହଜାର କମ୍ ସଂକ୍ରମିତ ବାହାରିଛନ୍ତି । ଦେଶରେ ପଜିଟିଭ୍ ହାର ରହିଛି ୩.୪୮ ପ୍ରତିଶତ…

ଦେଶରେ ୭୦ ହଜାରକୁ ଖସିଲାଣି ଦୈନିକ କରୋନା କେସ୍, ବଢୁଛି ମୃତ୍ୟୁସଂଖ୍ୟା

ନୂଆଦିଲ୍ଲୀ: ଦେଶରେ ତଳମୁହାଁ ହେଉଛି ଦୈନିକ କରୋନା ସଂକ୍ରମଣ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୭୧ହଜାର ୩୬୫ ନୂଆ ଆକ୍ରାନ୍ତ । କେରଳରୁ ସର୍ବାଧିକ ୨୯ହଜାର ୪୭୧ ପଜିଟିଭ୍ ବାହାରିଛନ୍ତି । ମହାରାଷ୍ଟ୍ରରୁ ୬ହଜାର ୧୦୭, ତାମିଲନାଡୁରୁ ୪ହଜାର ୫୧୯, କର୍ଣ୍ଣାଟକରୁ ୪ହଜାର ୪୫୨ ଓ ରାଜସ୍ଥାନରୁ…

ରାଜ୍ୟରେ ଦୁଇ ହଜାର ତଳକୁ ଖସିଲା ଦୈନିକ କରୋନା କେସ

ଭୁବନେଶ୍ୱର: ରାଜ୍ୟରେ ତଳମୁହାଁ ଦୈନିକ କରୋନା ସଂକ୍ରମଣ। ଦୁଇ ହଜାର ତଳକୁ ଖସିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୧୪୯୭ ନୂଆ ଆକ୍ରାନ୍ତ। କ୍ୱାରେଣ୍ଟିନରୁ ୮୭୪ ଓ ଲୋକାଲ କଣ୍ଟାକ କେସ ରହିଛି ୬୨୩ । ୧୮ ବର୍ଷ ଭିତରେ ଆଉ ୨୮୩ ନୂଆ ଆକ୍ରାନ୍ତ…

ରାଜ୍ୟରେ ୨୪ଘଣ୍ଟା ଭିତରେ ୧୨୩ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ଘଣ୍ଟା ଭିତରେ ୧୨୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୭୨ଜଣ ଓ ସ୍ଥାନୀୟ ସଂକ୍ରମଣରୁ ୫୧ଜଣ ଆକ୍ଟିଭ୍ କେସ୍ ରହିଛି । ୧୮ବର୍ଷରୁ କମ୍ ବୟସ ମଧ୍ୟରେ ୧୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ…

ରାଜ୍ୟରୁ ଆଜି ୭୫୪ କରୋନା ପଜିଟିଭ୍, କମିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସ୍ଥିର ରହିଛି । ଦିନକୁ ୭୦୦ରୁ ୮୦୦ ଭିତରେ ଚିହ୍ନଟ ହେଉଛନ୍ତି ସଂକ୍ରମିତ । ୨୪ ଘଣ୍ଟାରେ ୭୫୪ ଜଣ ନୂଆ ଆକ୍ରାନ୍ତ ବାହାରିଛନ୍ତି । ଏମାନଙ୍କ ଭିତରେ ୧୮ ବର୍ଷ ଭିତରେ ଅଛନ୍ତି ୧୦୮ ଜଣ ସଂକ୍ରମିତ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ…

ଓଡ଼ିଶାରେ ୧୫ଶହ ତଳକୁ ଖସିଲା ଦୈନିକ କରୋନା କେସ୍, ପଜିଟିଭ୍ ହାର ୧.୯୨%

ଭୁବନେଶ୍ୱର: ରାଜ୍ୟରେ ତଳକୁ ତଳକୁ ଖସୁଛି କରୋନା ସଂକ୍ରମଣ । ଦୈନିତ ସଂକ୍ରମିତଙ୍କ ସଂଖ୍ୟା ୧୫ ଶହ ତଳକୁ ହ୍ରାସ ପାଇଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୪ଶହ ୩୭ ପଜିଟିଭ୍ । କ୍ୱାରେଣ୍ଟାଇନରୁ ୮୩୨ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୬୦୫ । ଏହି ସମୟରେ ମୋଟ୍ ୭୪ହଜାର ୭୩୫ କୋଭିଡ୍ ଟେଷ୍ଟ…

ଓଡ଼ିଶାରେ ICU ଓ ଭେଣ୍ଟିଲେଟରରେ କେତେ ରୋଗୀ ଅଛନ୍ତି, ଜାଣନ୍ତୁ

ଭୁବନେଶ୍ୱର: ଓଡ଼ିଶାରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଥିଲେ ବି ମୃତ୍ୟୁସଂଖ୍ୟା ଚିନ୍ତାଜନକ ରହିଛି । ସଂକ୍ରମଣ କମୁଥିବାରୁ କୋଭିଡ୍ ହସ୍ପିଟାଲରୁ କମିଛି ବେଡ୍ ଚାପ । ଏବେ ୪୫୦ ରୋଗୀ ଆଇସିୟୁରେ ଅଛନ୍ତି । ୫୫ ରୁ ୬୦ ଭେଣ୍ଟିଲେଟରରେ ଚିକିତ୍ସିତ ହେଉଛନ୍ତି । ଆଇସିୟୁରୁ ୩୦…

ଗୋଟିଏ ଗାଁରୁ ୭ ଦିନରେ ୨୪ କୋଭିଡ୍ ପଜିଟିଭ୍, କଣ୍ଟେନମେଣ୍ଟ ଜୋନ୍ ଘୋଷଣା ସୁପାରିସ୍

ଅନୁଗୁଳ: ଦେଶରେ କରୋନାର ଦ୍ୱିତୀୟ ଲହର ଯୋଗୁଁ ପୁଣି ସଂକ୍ରମଣ ବଢ଼ିବାରେ ଲାଗିଛି । ରାଜ୍ୟର ବିଭିନ୍ନ ଜିଲ୍ଲାରେ ମଧ୍ୟ ଦୈନିକ ସଂକ୍ରମଣ ୨ ଅଙ୍କ ପାର୍ କଲାଣି । ଏଭଳି ସ୍ଥିତିରେ ଅନୁଗୁଳ ଜିଲ୍ଲା ପାଇଁ ଚିନ୍ତାର କାରଣ ପାଲଟିଛି ପାଲଲହଡ଼ା ବ୍ଲକ ଈଶ୍ୱର ନଗର ପଞ୍ଚାୟତ ବଡ଼ଝାର ଗାଁ । ଗତ…