Latest Odisha News

BREAKING NEWS

Browsing Tag

covid positive

୩୦ରୁ ଅଧିକ ଛାତ୍ରଛାତ୍ରୀ ଓ ଶିକ୍ଷକ କରୋନା ଆକ୍ରାନ୍ତ

ଚେନ୍ନାଇ: ସେପ୍ଟେମ୍ବର ୧ରେ ପ୍ରାୟ ଏକ ବର୍ଷ ପରେ ରାଜ୍ୟରେ ବିଦ୍ୟାଳୟ ଖୋଲିବା ପରେ ତାମିଲନାଡୁର ଚେନ୍ନାଇରେ ୨୦ରୁ ଅଧିକ ଛାତ୍ରଛାତ୍ରୀ ଏବଂ ୧୦ ଜଣ ଶିକ୍ଷକ କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଖବର ମୁତାବକ ଚେନ୍ନାଇର ଏକ ଘରୋଇ ବିଦ୍ୟାଳୟରୁ ସଦ୍ୟତମ ମାମଲା ରୁଜୁ ହୋଇଛି।…

ଆଫଗାନିସ୍ତାନରୁ ଦିଲ୍ଲୀ ଆସିଥିବା ୭୮ ଜଣଙ୍କ ଭିତରୁ ୧୬ ଜଣଙ୍କୁ କରୋନା

ନୂଆଦିଲ୍ଲୀ: ଆଫଗାନିସ୍ତାନରୁ ଦିଲ୍ଲୀ ଫେରିଥିବା ୭୮ ଜଣଙ୍କ ଭିତରୁ ୧୬ କରୋନା ପଜିଟିଭ୍ ଚିହ୍ନଟ । ଗତକାଲି ସେମାନେ ଦିଲ୍ଲୀରେ ପହଞ୍ଚିଥିଲେ । ସଂକ୍ରମିତଙ୍କ ଭିତରେ ଅଛନ୍ତି ଗୁରୁ ଗ୍ରନ୍ଥ ସାହିବ ନେଇ ଆସିଥିବା ତିନି ଜଣ ଗ୍ରନ୍ଥି । ସେମାନଙ୍କୁ ଭେଟିବା ସହ ସ୍ୱାଗତ କରିଥିଲେ କେନ୍ଦ୍ରମନ୍ତ୍ରୀ…

ଓଡ଼ିଶାରେ ଆଉ ୧୩୮ ଛୁଆଙ୍କୁ କରୋନା, ୪ ଦିନରେ ୪୭୬ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଦୈନିକ ସଂକ୍ରମଣ କମିଛି । କିନ୍ତୁ ବଢୁଛି ଛୋଟ ପିଲାଙ୍କ ସଂକ୍ରମଣ । ୨୪ ଘଣ୍ଟାରେ ରାଜ୍ୟରୁ ୦-୧୮ ବର୍ଷ ଭିତରେ ଆଉ ୧୩୮ ଜଣ ପିଲା କରୋନାରେ ସଂକ୍ରମିତ ହୋଇଛନ୍ତି । ରାଜ୍ୟରୁ ମୋଟ୍ ୯୯୩ ଜଣ ପଜିଟିଭ୍ ବାହାରିଥିବା ବେଳେ ଏଥିରେ ଶିଶୁ ଓ କିଶୋରମାନଙ୍କ ସଂଖ୍ୟା ୧୩୮ ।…

କ୍ରୁନାଲ୍ ପାଣ୍ୟାଙ୍କ ପରେ ଚହଲ ଓ କୃଷ୍ଣପ୍ପା ଗୌତମ କରୋନା ସଂକ୍ରମିତ

ନୂଆଦିଲ୍ଲୀ: କ୍ରୁନାଲ୍ ପାଣ୍ୟାଙ୍କ ପରେ ଆଉ ଦୁଇ ଜଣ କ୍ରିକେଟରଙ୍କୁ କରୋନା । ସ୍ପିନର ଯୁଜବେନ୍ଦର ଚହଲ ଓ ଅଲରାଉଣ୍ଡର କୃଷ୍ଣପ୍ପା ଗୋତମ କରୋନା ସଂକ୍ରମିତ ହୋଇଛନ୍ତି । ସେମାନଙ୍କର ରିପୋର୍ଟ ଆସିଛି ପଜିଟିଭି । ଏମାନେ କ୍ରୁନାଲ୍ ପାଣ୍ୟାଙ୍କ ସଂସ୍ପର୍ଶରେ ଆସିଥିଲେ । ଚହଲ ଓ କୃଷ୍ଣପା…

ରିଷଭ ପନ୍ଥ କରୋନା ପଜିଟିଭ୍, ଇଂଲଣ୍ଡ ସିରିଜ ପୂର୍ବରୁ ବଢ଼ିଲା ଟିମ୍ ଇଣ୍ଡିଆ ଟେନସନ୍

ନୂଆଦିଲ୍ଲୀ: ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ ଟିମ୍ ଇଣ୍ଡିଆକୁ କରୋନା ଦେଇଛି ଝଟକା । କରୋନା ସଂକ୍ରମିତ ହୋଇଛନ୍ତି ଓ୍ୱିକେଟ କିପର ବ୍ୟାଟ୍ସମ୍ୟାନ୍ ରିଷଭ ପନ୍ଥ । ଏହା ପୂର୍ବରୁ ଦୁଇ ଜଣ ଖେଳାଳି କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ସୂଚନା ମିଳିଥିଲା । ସେମାନଙ୍କ ଭିତରେ ଜଣେ ସୁସ୍ଥ…

ଇଂଲଣ୍ଡ ବିପକ୍ଷ ଟେଷ୍ଟ ପୂର୍ବରୁ ଟିମ୍ ଇଣ୍ଡିଆର ଦୁଇ ଖେଳାଳି କରୋନା ପଜିଟିଭ୍ ଚିହ୍ନଟ

ନୂଆଦିଲ୍ଲୀ: ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ ବଢ଼ିଲା ଟିମ୍ ଇଣ୍ଡିଆର ଚିନ୍ତା । ଦୁଇ ଜଣ ଖେଳାଳି କରୋନା ସଂକ୍ରମିତ ହୋଇଥିବା ଜଣା ପଡ଼ିଛି । ସେମାନଙ୍କ ଭିତରୁ ଜଣେ ସୁସ୍ଥ ହୋଇଥିବା ବେଳେ ଅନ୍ୟ ଖେଳାଳିଙ୍କର ଆସନ୍ତା ୧୮ ତାରିଖରେ ପୁଣି ଥରେ କୋଭିଡ୍ ଟେଷ୍ଟ କରାଯିବ ବୋଲି ସୂଚନା…

ଟିକା ନେଲା ପରେ ବି ରାଜ୍ୟରେ ୧୬,୯୬୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଟିକା ନେଲା ପରେ ବି ୧୬,୯୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପ୍ରଥମ କିମ୍ବା ଦ୍ୱିତୀୟ ଡୋଜ ଟିକା ନେଇଥିବା ମୋଟ ୧୬,୯୬୦ (୦.୧୩) ପ୍ରତିଶତ ଲୋକ ଓଡିଶାରେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସ୍ୱାସ୍ଥ୍ୟ ବିଭାଗ ସୂଚନା ଅନୁଯାୟୀ ରାଜ୍ୟର ୧ କୋଟିରୁ ଅଧିକ…

ଗୋଟିଏ ଘରୁ ୨୨ ଜଣ ଶିଶୁ କରୋନା ପଜିଟିଭ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ବୁଲନ୍ଦସହରରେ ଥିବା ଜୁଭେନିଲ୍‌ ହୋମ୍‌ରୁ ଅତି କମରେ ୨୨ ଶିଶୁ କରୋନା ସଂକ୍ରମିତ ହୋଇଛନ୍ତି। ଖବର ଅନୁଯାୟୀ, ସମସ୍ତଙ୍କୁ ଏଠାରେ ଥିବା ଏକ କୋଭିଡ୍‌ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏଠରେ ୧୮ ବର୍ଷରୁ କମ୍‌ ବୟସର ପିଲାଙ୍କୁ ରଖାଯାଇଥାଏ। ଯୌନ ନିର୍ଯାତିତ…

ରଥ ନିର୍ମାଣ କାର୍ଯ୍ୟରେ ନିୟୋଜିତ ଥିବା ୨ ମହାରଣା ସେବାୟତ କରୋନା ପଜିଟିଭ

ପୁରୀ: ରଥ ଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟରେ ନିୟୋଜିତ ଥିବା ୨ ଜଣ ମହାରଣା ସେବାୟତ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ (SJTA) ଅନୁଯାୟୀ, ସମସ୍ତ ମହାରଣା ସେବାୟତମାନଙ୍କର ଅକ୍ଷୟ ତୃତୀୟା ପୂର୍ବରୁ କୋଭିଡ୍‌ ଟେଷ୍ଟ ହୋଇଥିଲା ଏବଂ କେବଳ…

ସତ୍ୟନଗର ଶ୍ମଶାନରେ କାର୍ଯ୍ୟରତ ୭ କର୍ମୀ କରୋନା ସଂକ୍ରମିତ

ଭୁବନେଶ୍ୱର: ଭୁବନେଶ୍ୱର ମ୍ୟୁନିସିପାଲିଟି କର୍ପୋରେସନ୍ (ବିଏମସି)ର ୭ ଜଣ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ବିଏମସିର ସୂଚନା ଅନୁଯାୟୀ, ସମ୍ପୃକ୍ତ ସାତଜଣ ସଂକ୍ରମିତ କର୍ମଚାରୀ ସତ୍ୟ ନଗର ଶ୍ମଶାନରେ ନିୟୋଜିତ ଥିଲେ। ସେମାନଙ୍କ ମଧ୍ୟରୁ ଜଣେ ରବିବାର ଦିନ ପଜିଟିଭ୍…