Latest Odisha News

BREAKING NEWS

Browsing Tag

covid positive

୧୨ଟି ସରକାରୀ ସ୍କୁଲର ୭୨ ଛାତ୍ରଛାତ୍ରୀ କରୋନାରେ ସଂକ୍ରମିତ

ରେୱାରୀ: ସରକାରୀ ସ୍କୁଲର ଛାତ୍ରଛାତ୍ରୀଙ୍କ ଉପରେ କରୋନା ଚଡକ । ବୁଧବାର ହରିୟାଣାର ରେୱାରୀ ନୋଡାଲ୍ ଅଫିସରଙ୍କ ରିପୋର୍ଟ ସମସ୍ତଙ୍କୁ ତାଜୁବ କରିଥିଲା । ଗୋଟିଏ କି ଦୁଇଟି ନୁହେଁ ୧୨ଟି ସ୍କୁଲରୁ ୭୨ ଜଣ ଛାତ୍ରଛାତ୍ରୀଙ୍କ କରୋନା ରିପୋର୍ଟ ପଜିଟିଭ ବାହାରିଥିବା ଜଣାପଡିଛି । ନୋଡାଲ୍…

ରାଜ୍ୟରେ ୮୦୦ ତଳକୁ ଖସିଲା କରୋନା ପଜିଟିଭ କେସ୍‌

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନାର କୋପ । ଖସୁଛି କରୋନା ଗ୍ରାଫ । ହାରୁଛି କରୋନା ଜିତିଛୁ ଓଡ଼ିଶା । ଗତ ୨୪ ଘଂଟାରେ ରାଜ୍ୟରେ ୮ଶହ ତଳକୁ କରୋନା ପଜିଟିଭ କେସ୍ ଚିହ୍ନଟ ହୋଇଛି । ୩୦ ଜିଲ୍ଲାରୁ ୭୫୩ଟି ନୂଆ ମାମଲା ସାମ୍ନାକୁ ଆସିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩୪ଜଣ…

ୟୁକ୍ରେନ ରାଷ୍ଟ୍ରପତି କରୋନା ସଂକ୍ରମିତ

ୟୁକ୍ରେନ ରାଷ୍ଟ୍ରପତି ଭୋଲଡିମୀର ଜେଲେନସ୍କୀଙ୍କୁ କରୋନା । ତାଙ୍କର ରିପୋର୍ଟ ପଜିଟିଭ୍ ଆସିଛି । ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ୟୁକ୍ରେନ ରାଷ୍ଟ୍ରପତି । ସେ ଲେଖିଛନ୍ତି, ସମସ୍ତ କ୍ୱାରେଣ୍ଚାଇନ ସତର୍କତା ସତ୍ତ୍ୱେ ସେ ସଂକ୍ରମିତ ହୋଇଛନ୍ତି । ୟୁକ୍ରେନ ରାଷ୍ଟ୍ରପତି ଲେଖିଛନ୍ତି,…

ରାଜ୍ୟରେ ୩ ଲକ୍ଷ ମୁହାଁ ସଂକ୍ରମିତଙ୍କ ସଂଖ୍ୟା, ଆଉ ୧୩୮୫ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ନୂଆ ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ୨ ହଜାର ତଳେ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ଆଉ ୧୩୮୫ କରୋନା ପଜିଟିଭ ବାହାରିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୯୮ଜଣ କ୍ବାରେଣ୍ଟାଇନ୍‌ରେ…

କରୋନା ଆକ୍ରାନ୍ତ ହେଲେ ସୁକିନ୍ଦା ବିଧାୟକ ପ୍ରିତିରଞ୍ଜନ ଘଡାଇ

ଯାଜପୁର: ଯାଜପୁର ଜିଲ୍ଲା ସୁକିନ୍ଦା ବିଧାୟକ ପ୍ରିତିରଞ୍ଜନ ଘଡାଇ କରୋନା ଆକ୍ରାନ୍ତ ହୋଇଛନ୍ତି । ଏନେଇ ପ୍ରିତିରଞ୍ଜନ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି। ବିଧାୟକ ଟ୍ୱିଟ କରି ଲେଖିଛନ୍ତି ଯେ, "ମୁଁ ସଙ୍ଗରୋଧରେ ଅଛି। ଯଦିଓ କରୋନା ର କୌଣସି ଲକ୍ଷଣ ନାହିଁ, କିନ୍ତୁ ମୋର ସ୍ୱାବ ଟେଷ୍ଟ…

କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ପରେ ଦୁଇ ଦିନ ପାଇଁ ବନ୍ଦ ରହିଲା ଓଏଚଆରସି

ଭୁବନେଶ୍ୱର: ରାଜ୍ୟ ମାନବାଧିକାର କମିଶନଙ୍କ ତୋଷାଳୀ ସ୍ଥିତ କାର୍ଯ୍ୟାଳୟର ଜଣେ କର୍ମଚାରୀ କରୋନା ପଜିଟିଭି ଚିହ୍ନଟ ପରେ ଦୁଇ ଦିନ ପାଇଁ ଏହାକୁ ବନ୍ଦ ରଖାଯାଇଛି । ଆସନ୍ତା ୩୦ ତାରିଖ ଯାଏଁ ଏହା ବନ୍ଦ ରହିବ ବୋଲି ସୂଚନା ଦିଆଯାଇଛି । କମିଶନଙ୍କ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କୁ…

ବିଧାୟକ ପ୍ରଦୀପ ମହାରଥୀ କୋଭିଡ ପଜିଟିଭ୍‌

ଭୁବନେଶ୍ୱର: ପିପିଲି ବିଧାୟକ ପ୍ରଦୀପ ମହାରଥୀ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଆଜି ଏ ନେଇ ସେ ସୋସିଆଲ ମିଡିଆରେ ନିଜେ ଟ୍ୱିଟ କରିଛନ୍ତି । ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତି ନିଜର ପରୀକ୍ଷା କରାଇ ନେବାକୁ ସେ ପରାମର୍ଶ ଦେଇଛନ୍ତି । ଏବେ ଜଣଙ୍କ ପରେ ଜଣେ ବିଧାୟକ କରୋନା…

ଆନନ୍ଦପୁର ବିଧାୟକଙ୍କୁ କରୋନା

କେନ୍ଦୁଝର: କେନ୍ଦୁଝରର ଆନନ୍ଦପୁର ବିଧାୟକ ଭାଗୀରଥି ସେଠୀ କୋରୋନାରେ ଆକ୍ରାନ୍ତ ହୋଇଛନ୍ତି। ପଜିଟିଭ୍ ଚିହ୍ନଟ ହୋଇଥିବା ନେଇ ନିଜେ ସୂଚନା ଦେଇଛନ୍ତି ବିଧାୟକ । ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି। ଏଯାଏ ୧୯ ବିଧାୟକ ଓ ୩ ସାଂସଦ କୋରୋନା…

ଖଣ୍ଡପଡା ବିଧାୟକ ଓ ପତ୍ନୀ ଅଶ୍ୱିନୀ କୋଭିଡ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର: ଖଣ୍ଡପଡା ବିଧାୟକ ତଥା ସମ୍ବାଦର ସମ୍ପାଦକ ସୌମ୍ୟରଂଜନ ପଟ୍ଟନାୟକଙ୍କ ପରେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ତାଙ୍କ ପତ୍ନୀ ସୁଦତ୍ତା ପଟ୍ଟନାୟକ । ଡାକ୍ତରଙ୍କ ପରାମର୍ଶ କ୍ରମେ ଦୁହିଁଙ୍କୁ ଚିକିତ୍ସା ପାଇଁ କଟକର ଅଶ୍ୱିନୀ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପୂର୍ବରୁ…

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଯୁଗ୍ମ ସଚିବ ଲଭ୍ ଅଗ୍ରଓ୍ୱାଲ କୋଭିଡ୍ ପଜିଟିଭ୍

ନୂଆଦିଲ୍ଲୀ: ଦେଶରେ କରୋନ ମହାମାରୀ ଆରମ୍ଭରେ ଦେଶବାସୀଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଉଥିଲେ । କୋଭିଡ୍ ନେଇ ସଚେତନ କରାଉଥିବା ଅଧିକାରୀ ନିଜେ କରୋନା ସଂକ୍ରମିତ ହୋଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ଯୁଗ୍ମ ସଚିବ ଲଭ୍ ଅଗ୍ରଓ୍ୱାଲ କୋଭିଡ୍ ପଜିଟିଭ୍…