Latest Odisha News

BREAKING NEWS

Browsing Tag

Covid Red Zone Districts

ଖୋର୍ଦ୍ଧା, ସୁନ୍ଦରଗଡ଼ ଓ ସମ୍ୱଲପୁରରେ ସଂକ୍ରମଣ ହାର ଜାତୀୟ ହାରଠାରୁ ବି ଅଧିକ

ଭୁବନେଶ୍ୱର: ରାଜ୍ୟରେ କରୋନା ଗ୍ରାଫ ଉପରମୁହାଁ । ଦୈନିକ ସଂକ୍ରମଣ ପାଞ୍ଚ ହଜାର ମୁହାଁ ହୋଇଛି । ସଂକ୍ରମଣର ଟପ୍ ଥ୍ରୀ ଜିଲ୍ଲାରେ ରହିଛି ଖୋର୍ଦ୍ଧା, ସୁନ୍ଦରଗଡ଼ ଓ ସମ୍ୱଲପୁର ଜିଲ୍ଲା । ଏସବୁ ଜିଲ୍ଲାରେ ପଜିଟିଭ୍ ହାରି ଅଧିକ ରହିଛି । ରାଜ୍ୟରେ ପଜିଟିଭ୍ ହାର ୬.୭୨ ପ୍ରତିଶତ ରହିଛି ।…

କରୋନା ମାନଚିତ୍ରରେ ବଦଳିଲା ଓଡ଼ିଶାର ରଙ୍ଗ, ରେଡ୍ ଜୋନରୁ ବାହାରିଲେ ଏସବୁ ଜିଲ୍ଲା

ଭୁବନେଶ୍ୱର: ଓଡ଼ିଶାରେ କରୋନାର ଦୈନିକ ସଂକ୍ରମଣ ୧୦ ହଜାର ତଳକୁ ଖସିଛି । ଏବେ ୮ ହଜାର ଭିତରେ ରହୁଛି । ପ୍ରତିଦିନ ଅଧିକ ସୁସ୍ଥ ହେଉଛନ୍ତି । ଆକ୍ଟିଭ୍ କେସ୍ ଖସୁଛି । ପଜିଟିଭ୍ ହାର ୧୦ ପ୍ରତିଶତରୁ ହ୍ରାସ ପାଇଛି । ସଂକ୍ରମଣ ଓ ଆକ୍ଟିଭ୍ କେସ୍ କମୁଥିବା ବେଳେ ବଦଳିଛି କରୋନା ମାନଚିତ୍ରରେ…

ଓଡ଼ିଶାରେ କରୋନା ରେଡ୍ ହଟ୍ ଜିଲ୍ଲା ଖୋର୍ଦ୍ଧା-ସୁନ୍ଦରଗଡ଼-କଟକ

ଭୁବନେଶ୍ୱର: ରାଜ୍ୟରେ କରୋନାର ରେଡ୍ ହଟ୍ ଜିଲ୍ଲା ପାଲଟିଛନ୍ତି ଖୋର୍ଦ୍ଧା, ସୁନ୍ଦରଗଡ଼ ଓ କଟକ । ସେକେଣ୍ଡ ଓ୍ୱେଭରେ ବିଭିନ୍ନ ସମୟରେ ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରେ ଦୈନିକ ସଂକ୍ରମଣ ହଜାରେ ପାର କରିଛି । ଆଜି କଟକରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ଟପିଛି । ରାଜ୍ୟରୁ ଦିନକରେ…

ଓଡ଼ିଶାରେ କରୋନାର ଟପ୍-୧୦ ଜିଲ୍ଲା: ସେସବୁ ଜିଲ୍ଲାରେ କେବଳ ୬୫% ଆକ୍ଟିଭ୍ କେସ୍

ଭୁବନେଶ୍ୱର: ରାଜ୍ୟରେ ଲମ୍ବା ଲମ୍ଫ ମାରୁଛି କରୋନା । ଯଦିଓ ଏବେ ଫ୍ଲାଟିନିଂ ସ୍ଥିତିରେ ରହିଛି । କେବେ ଉପରକୁ ଉଠୁଛି ତ କେବେ ତଳକୁ ଖସୁଛି । ତଥାପି ଉଦବେଗଜନକ ପରିସ୍ଥିତି ସୃଷ୍ଟି କରିଛି କରୋନା । ଆକ୍ଟିଭ୍ କେସ୍ ସଂଖ୍ୟା ୬୧ ହଜାର ପାର କରିଛି । ରେଡ୍ ହଟ୍ ଜିଲ୍ଲା ପାଲଟିଛନ୍ତି ଖୋର୍ଦ୍ଧା,…