Latest Odisha News

BREAKING NEWS

Browsing Tag

Covid Review Meeting

ଓଡ଼ିଶା ସମେତ ୫ ରାଜ୍ୟର କୋଭିଡ୍ ସ୍ଥିତି ସମୀକ୍ଷା କରିବେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ଅଢ଼େଇ ଲକ୍ଷ ଉପରେ ରହୁଛି । କିଛି ରାଜ୍ୟରେ ଦୈନିକ ସଂକ୍ରମଣ ବଢୁଛି । କିଛି ରାଜ୍ୟରେ ଅଧିକ ରହିଛି ଆକ୍ଟିଭ୍ କେସ୍ । ଆଜି ଓଡ଼ିଶା ସମେତ ୫ଟି ରାଜ୍ୟ ବିହାର, ଝାଡଖଣ୍ଡ, ପଶ୍ଚିମବଙ୍ଗ ଓ ଛତିଶଗଡ଼ର କୋଭିଡ୍ ସ୍ଥିତି ସମୀକ୍ଷା କରିବେ କେନ୍ଦ୍ର…

ଆଜି ରାଜ୍ୟରେ କୋଭିଡ୍ ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଅପରାହ୍ଣରେ ରାଜ୍ୟରେ କୋଭିଡ୍ ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସାଢ଼େ ୫ଟାରେ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା କରିବେ । ବୈଠକରେ ମୁଖ୍ୟ ଶାସନ ସଚିବ, ଉନ୍ନୟ କମିଶନର, ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀ…

ଆଜି ଦେଶରେ କୋଭିଡ ସ୍ଥିତି ପରଖିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଦେଶରେ ଦୈନିକ କରୋନା ସଂକ୍ରମଣ ଦେଢ଼ ଲକ୍ଷ ଟପିଛି। ଆଗକୁ ଆହୁରି ବଢିବା ଆଶଙ୍କା ରହିଛି। ଆଜି ଦେଶରେ କରୋନା ସ୍ଥିତି ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଅପରାହ୍ନ ସାଢେ଼ ୪ ଟାରେ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ। ସ୍ବାସ୍ଥ୍ୟ ବିଭାଗ…