Latest Odisha News

BREAKING NEWS

Browsing Tag

covid rule

[ଭିଡିଓ] ମାନିଲେନି କରୋନା କଟକଣା, ଶୋଭାଯାତ୍ରା ପାଇଁ ୨୩ ଗିରଫ !

ଅହମଦାବାଦ: କରୋନାର ଦ୍ୱିତୀୟ ଲହରିକୁ ହେୟଜ୍ଞାନ । କରୋନା କଟକଣା ଭାଙ୍ଗି ଶତାଧିକ ଲୋକଙ୍କର ବିଶାଳ ଧାର୍ମିକ ଶୋଭାଯାତ୍ରା । ଗତକାଲି ଅହମଦାବାଦର ନବପୁରା ଗାଁରେ ଶତାଧିକ ମହିଳା ଶ୍ରଦ୍ଧାଳୁଙ୍କ ଶୋଭାଯାତ୍ରାର ଭିଡିଓଟି ଭାଇରାଲ୍ ହୋଇଥିଲା । ଯାହା ପରେ ଆକ୍ସନ ମୋଡକୁ ଆସିଥିଲା ସ୍ଥାନୀୟ ପୋଲିସ…

ମହଙ୍ଗା ପଡିଲା ମଙ୍ଗଳା ଓଷା, ବନ୍ଧା ହେଲେ ପୂଜକ

ଅନୁଗୁଳ: ମହଙ୍ଗା ପଡିଲା କୋଭିଡ ନିୟମ ଉଲ୍ଲଂଘନ । ବନ୍ଧା ହେଲେ ଅନୁଗୁଳ ତାଳଚେର ହାଟତୋଟା ସ୍ଥିତ ମଙ୍ଗଳା ମନ୍ଦିରର ଚାରି ପୂଜକ । ସରକାରୀ କଟକଣାକୁ ବେଖାତିର କରି ମନ୍ଦିରରେ ଭିଡ ଜମିବା ଯୋଗୁଁ ସେମାନଙ୍କୁ ଥାନାରେ ଅଟକ ରଖାଯାଇଛି । ଆଜି ମଙ୍ଗଳା ଓଷା ଥିବାରୁ ହାଟତୋଟା ମନ୍ଦିରରେ…

କୋଭିଡ କଟକଣା ଭାଙ୍ଗି ସିଲ ହେଲା ମାଲକାନଗିରିର ୭ ଟି ଦୋକାନ

ମାଲକାନଗିରି: କୋଭିଡ କଟକଣା ଭାଙ୍ଗିବା ଅଭିଯୋଗରେ ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଦୈନିକ ବଜାରରେ ଥିବା ୭ଟି ଦୋକାନକୁ ସିଲ କରିଛି ଜିଲ୍ଲା ପ୍ରଶାସନ । ତହସିଲଦାର ଟି. ପଦ୍ମନାଭ ଦୋରା ଏବଂ ଅତିରିକ୍ତ ତହସିଲଦାର ଚନ୍ଦ୍ରମଣି ସ୍ୱାଇଁଙ୍କ ନେତୃତ୍ୱରେ ଏକ ଟିମ୍ ଏହି ମାର୍କେଟକୁ…