Latest Odisha News

BREAKING NEWS

Browsing Tag

Covid Vaccination

ଆସନ୍ତା ୧୯ରୁ ସରକାରୀ ଡାକ୍ତରଖାନାରେ ଦିଆଯିବ କୋଭିଡ୍ ଟିକା

ଭୁବନେଶ୍ୱର: ବିଦେଶରେ କୋଭିଡ୍ ସଂକ୍ରମଣ ବଢ଼ୁଥିବା ବେଳେ ରାଜ୍ୟରେ ଭ୍ୟାକ୍ସିନ୍ ନଥିଲା । ଭ୍ୟାକ୍ସିନ୍ ଯୋଗାଇ ଦେବା ପାଇଁ କେନ୍ଦ୍ର ସରକାରଙ୍କୁ ବାରମ୍ବାର ରାଜ୍ୟ ସରକାର ଚିଠି ଲେଖି ଅନୁରୋଧ କରିଥିଲେ । ଜାତୀୟ କୋଭିଡ୍-୧୯ ଟିକାକରଣ ଯୋଜନାରେ କେନ୍ଦ୍ର ସରକାର କୋଭିସିଲ୍ଡ ଯୋଗାଇ ଦେବାକୁ…

ଆସନ୍ତାକାଲି ଠାରୁ ଆରମ୍ଭ ହେବ ୭୫ ଦିନିଆ-‘କୋଭିଡ ଟିକାକରଣ

ନୂଆଦିଲ୍ଲୀ:  ଆସନ୍ତାକାଲି ଅର୍ଥାତ୍‌ ୧୫ ଜୁଲାଇ ୨୦୨୨ ଠାରୁ ୭୫ ଦିନିଆ – ‘କୋଭିଡ ଟିକାକରଣ ଅମୃତ ମହୋତ୍ସବ’ ଆରମ୍ଭ ହେବାକୁ ଯାଉଛି । ଏହି ଅଭିଯାନ ଅନ୍ତର୍ଗତ ସବୁ ସରକାରୀ ଟିକାକରଣ କେନ୍ଦ୍ରରେ ୧୮ ବର୍ଷରୁ ଅଧିକ ସବୁ ଯୋଗ୍ୟ ନାଗରିକମାନଙ୍କୁ କୋଭିଡ ବୁଷ୍ଟର ଡୋଜ୍‌ ଟିକା ଦିଆଯିବ । ଆଜାଦୀ…

ଆଜିଠୁ ଦେଶରେ ପ୍ରିକସନ୍ ଡୋଜ୍ ଟିକାକରଣ

ନୂଆଦିଲ୍ଲୀ: ଆଜିଠୁ ଦେଶବ୍ୟାପୀ ଆରମ୍ଭ ହୋଇଛି ପ୍ରିକସନ୍ ଡୋଜ୍ ଟିକାକରଣ । ବିଭିନ୍ନ ସରକାରୀ ଓ ବେସରକାରୀ ଟିକାଦାନ କେନ୍ଦ୍ରରେ ପ୍ରିକସନ୍ ଡୋଜ୍ ଦିଆଯାଉଛି । ସ୍ୱାସ୍ଥ୍ୟକର୍ମୀ, ଫ୍ରଣ୍ଟ ଲାଇନ୍ ୱାର୍କର୍ସ ଓ ୬୦ ବର୍ଷରୁ ଅଧିକ ବହୁବିଧ ରୋଗରେ ପୀଡ଼ିତଙ୍କୁ ଦିଆଯାଉଛି ପ୍ରିକସନ୍ ଡୋଜ୍ ।…

କର୍ତ୍ତବ୍ୟନିଷ୍ଠ ମହିଳା ସ୍ୱାସ୍ଥ୍ୟକର୍ମୀ, ଓଟ ଚଢି ଦେଉଛନ୍ତି କୋଭିଡ୍ ଟିକା

ଭୁୁବନେଶ୍ୱର: କୋଭିଡ ମହାମାରୀରେ ସ୍ୱାସ୍ଥ୍ୟକର୍ମୀଙ୍କ ଅତୁଳନୀୟ ଅବଦାନକୁ ମାପିବା ତାଙ୍କ କର୍ତ୍ତବ୍ୟନିଷ୍ଠା ପ୍ରତି ପ୍ରଶ୍ନ ଉଠାଇବା ସଦୃଶ । ମାରାତ୍ମକ କରୋନା ଭାଇରସକୁ ଦୂରେଇବାରେ ଦିନରାତି ଏକ କରିଦେଇଥିଲା ସ୍ୱାସ୍ଥ୍ୟ ବିଭାଗ । ଭାକ୍ସିନେସନ୍ ସେଣ୍ଟରକୁ ବାଦ୍ ଦେଲେ ଘରେଘରେ…

ରାଜ୍ୟରେ ଟିକାକରଣରେ ଆଉ ଏକ ମାଇଲଖୁଣ୍ଟ: ୩ କୋଟି ଡୋଜ୍ ଭ୍ୟାକସିନ୍ ଦିଆଗଲାଣି

ଭୁବନେଶ୍ୱର: ରାଜ୍ୟରେ ଦ୍ରୁତ ଚାଲିଛି କୋଭିଡ୍ ଟିକାକରଣ । କରୋନା ଟିକାକରଣରେ ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିଛି ଓଡ଼ିଶା । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩ କୋଟି ଡୋଜ୍ କୋଭିଡ୍ ଭ୍ୟାକସିନ୍ ଦିଆଗଲାଣି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । କୋଭିଡ୍ ଟିକାକରଣରେ…

ଭୁବନେଶ୍ୱରରେ ୧୦ ଲକ୍ଷରୁ ଅଧିକ ଲୋକ ନେଲେଣି ଟିକାର ଡବଲ୍ ଡୋଜ୍

ଭୁବନେଶ୍ୱର: ରାଜଧାନୀରେ ଟିକାକରଣରେ ଆଉ ଗୋଟିଏ ମାଇଲଖୁଣ୍ଟ । ୧୦ ଲକ୍ଷରୁ ଅଧିକ ଲୋକ ଟିକାର ଦୁଇଟି ଡୋଜ୍ ନେଇ ସାରିଲେଣି । ବର୍ତ୍ତମାନ ସୁଦ୍ଧା ୧୦ଲକ୍ଷ ୨ହଜାର ୭୧୬ ଜଣ ଦୁଇଟି ଲେଖାଏ ଡୋଜ୍ ନେଇ ସାରିଛନ୍ତି । ଭୁବନେଶ୍ୱର ମୋଟ୍ ୨୨ଲକ୍ଷ ୬୬ହଜାର ୬୧ ଡୋଜ୍ ଟିକା ଦିଆଯାଇଛି । ଏଥିରୁ ୧୨ଲକ୍ଷ…

କୋଭିଡ୍‌ ଟିକାକରଣରେ ରେକର୍ଡ କଲା ଭୁବନେଶ୍ୱର

ଭୁବନେଶ୍ୱର: କୋଭିଡ-୧୯ ଟିକାକରଣରେ ରେକର୍ଡ କଲା ରାଜଧାନୀ ଭୁବନେଶ୍ବର। ଟିକାକରଣ ଅଭିଯାନରେ ବଡ଼ ସଫଳତା ହାସଲ କରିଛି ରାଜଧାନୀ ଭୁବନେଶ୍ବର। ଏହା ବ୍ୟତୀତ ୩୬,୦୯୦ ସ୍ୱାସ୍ଥ୍ୟ କର୍ମୀ ପ୍ରଥମ ଡୋଜ ଗ୍ରହଣ କରିଛନ୍ତି ଏବଂ ୩୨,୬୧୪ ଦ୍ୱିତୀୟ ଡୋଜ ନେଇଛନ୍ତି। ଫ୍ରଣ୍ଟଲାଇନ କର୍ମଚାରୀଙ୍କ ମଧ୍ୟରେ…

ଡିସେମ୍ବର ସୁଦ୍ଧା ରାଜ୍ୟରେ ସରିବ ଟିକାକରଣ

ଭୁବନେଶ୍ୱର: ଡିସେମ୍ବର ସୁଦ୍ଧା ରାଜ୍ୟରେ ସରିବ ଟିକାକରଣ । ଯଦି ଟିକା ଆସିବାରେ କୌଣସି ସମସ୍ୟା ନହେଲେ ୪ ମାସ ଭିତରେ ଟିକାକରଣ ଶେଷ ହେବ । ବର୍ତ୍ତମାନ ଟିକାରେ କିଛି ସମସ୍ୟା ନାହିଁ । ଏଯାଏ ୨ କୋଟି ୨୦ ଲକ୍ଷ ଡୋଜ୍ ଟିକା ଦିଆ ସରିଲାଣି । ୧କୋଟି ୬୬ ଲକ୍ଷ ଲୋକ ପ୍ରଥମ ଡୋଜ୍ ଓ ୫୩ ଲକ୍ଷ…

ଗୁରୁଙ୍କୁ ଟିକା: ସବୁ ଡିଇଓ ଓ ବିଇଓଙ୍କୁ ଶିକ୍ଷକଙ୍କ ତାଲିକା ମାଗିଲା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ

ଭୁବନେଶ୍ୱର: ଆସନ୍ତା ସେପ୍ଟେମ୍ବର ୫ ତାରିଖ ଗୁରୁ ଦିବସ ପୂର୍ବରୁ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଟିକା ଦେବା ଉପରେ ଗୁରୁତର ଦେଇଛନ୍ତି କେନ୍ଦ୍ର ସରକାର । ରାଜ୍ୟଗୁଡ଼ିକୁ ଅତିରିକ୍ତ ଭାବରେ ଟିକା ଯୋଗାଣ କରାଯିବ । ଏହାପରେ ଶିକ୍ଷକଙ୍କୁ ଅଗ୍ରାଧିକାର ଭିତ୍ତିରେ ଟିକା ଦେବାକୁ ଓଡ଼ିଶା…

ମାର୍ଚ୍ଚ ସୁଦ୍ଧା ଆରମ୍ଭ ହୋଇପାରେ ପିଲାଙ୍କ ଟିକାକରଣ

ନୂଆଦିଲ୍ଲୀ: ୨୦୨୨ ମାର୍ଚ୍ଚ ସୁଦ୍ଧା ପିଲାଙ୍କ ଲାଗି କରୋନା ଟିକାକରଣ ଅଭିଯାନ ଆରମ୍ଭ ହୋଇପାରେ। ଚଳିତ ଡିସେମ୍ବର ସୁଦ୍ଧା ୧୮ ବର୍ଷରୁ କମ୍‌ ବୟସ ବର୍ଗଙ୍କ ପାଇଁ ଏକକାଳୀନ ୩ରୁ ୪ଟି ଟିକା ଅନୁମୋଦନ ହେବାର ସମ୍ଭାବନା ରହିଛି ବୋଲି ସରକାରୀ ସୂତ୍ରରୁ ପ୍ରକାଶ। କରୋନାର ସମ୍ଭାବ୍ୟ ତୃତୀୟ…