ଦେଶରେ ଟିକା ନେଲେଣି ୨୩ ଲକ୍ଷ ସ୍ବାସ୍ଥ୍ୟକର୍ମୀ
ନୂଆଦିଲ୍ଲୀ : କରୋନା ମୁକାବିଲା ପାଇଁ ସାରା ଦେଶରେ ଜାରି ରହିଛି ଟିକାକରଣ । ବର୍ତ୍ତମାନ ସୁଦ୍ଧା ୨୩ ଲକ୍ଷରୁ ଅଧିକ ସ୍ୱାସ୍ଥ୍ୟସେବା କର୍ମଚାରୀ ଟିକା ନେଇ ସାରିଲେଣି । ଆଜି ପ୍ରାୟ ୩ ଲକ୍ଷ ହିତାଧିକାରୀ ଟିକା ନେଇଛନ୍ତି । ଟିକା ନେବା ପରେ ଏଯାଏଁ କେବଳ ୦.୦୦୦୭ ପ୍ରତିଶତ ଲୋକ ଡାକ୍ତରଖାନାରେ…