Latest Odisha News

BREAKING NEWS

Browsing Tag

Covid vaccinations

ଦେଶରେ ଆଉ ୧୧ ହଜାର ୭୧୩ କରୋନା ସଂକ୍ରମିତ ଚିହ୍ନଟ, ଟିକା ନେଲେଣି ୫୪ ଲକ୍ଷ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇଛି । ଅନ୍ୟପଟେ ଜାରି ରହିଛି କୋଭିଡ୍ ଟିକାକରଣ । ଗତ ୨୪ ଘଣ୍ଟାରେ ଦେଶରେ ୧୧ ହଜାର ୭୧୩ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୯୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୪ ହଜାର ୪୮୮ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଏବେ ଦେଶରେ…

ରାଜ୍ୟ ଭାବେ କୋଭିଡ୍ ଟିକାକରଣରେ ପ୍ରଥମ ସ୍ଥାନରେ ଓଡ଼ିଶା

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇଥିବା ବେଳେ ଟିକାକରଣ ମାତ୍ରା ବଢ଼ିଛି । କୋଭିଡ୍ ଟିକାକରଣରେ ରାଜ୍ୟ ଭାବେ ଓଡ଼ିଶା ପ୍ରଥମ ସ୍ଥାନରେ ରହିଛି । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି । ପ୍ରଥମ ସ୍ଥାନରେ ଥିବା…

ଆମେରିକାରେ ୨୪ ଘଣ୍ଟା ଭିତରେ ଦିଆଯିବ Pfizer ଟିକା: ଡୋନାଲ୍ଡ ଟ୍ରମ୍ପ

ଓ୍ୱାଶିଂଟନ: ବ୍ରିଟେନ, ବାହାରିନ୍, କାନାଡ଼ା ପରେ ଫାଇଜର ଟିକାର ଜରୁରିକାଳୀନ ବ୍ୟବହାରକୁ ଅନୁମୋଦନ ଦେଇଛି ଆମେରିକା । କିଛି ଦିନ ଭିତରେ ସବୁ ରାଜ୍ୟରେ ଟିକାକରଣ ଆରମ୍ଭ ହେବ । ତାପୂର୍ବରୁ ବଡ଼ ଘୋଷଣା କରିଛନ୍ତି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ସେ କହିଛନ୍ତି, ୨୪ ଘଣ୍ଟା ଭିତରେ ପ୍ରଥମ …

ଖୁସି ଖବର: ଡିସେମ୍ବର ଦ୍ୱିତୀୟ ସପ୍ତାହରୁ ଏହି ଦେଶରେ କରୋନା ଟିକାକରଣ କାର୍ଯ୍ୟକ୍ରମ

ଓ୍ୱାଶିଂଟନ୍: ସାରା ଦୁନିଆରେ କରୋନା ସ୍ଥିତି ଅସମ୍ଭାଳ । ଆମେରିକା ତ୍ରାହି ତ୍ରାହି ଡାକୁଛି । ଏଭଳି ସଂକଟ ଭିତରେ ପୁଣି ଥରେ ଟିକା ନେଇ ସାମନାକୁ ଆସିଛି ଖୁସି ଖବର । ଖୁବଶୀଘ୍ର ଆମେରିକାରେ କରୋନା ଭାଇରସ୍ ଟିକା କାର୍ଯ୍ୟକ୍ରମ ଆରମ୍ଭ ହୋଇପାରେ । ହ୍ୱାଇଟ୍ ହାଉସ୍ ପକ୍ଷରୁ ମିଳିଥିବା ସୂଚନା…